-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ସଦରମହକୁମା ଠାରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

05-Jan-2026



ବଲାଙ୍ଗିର(ଦେବାଶିଷ ବହିଦାର): ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଆଜି ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ର ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର, ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ଙ୍କୁ ସମୁଦାୟ ୨୮ଟି ଅଭିଯୋଗ ପତ୍ର ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୨୪ଟି ବ୍ୟକ୍ତିଗତ ଅଭିଯୋଗ ଓ ଅବଶିଷ୍ଠ ୪ଟି ସାମୁହିକ ଅଭିଯୋଗ ଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଜନସାଧାରଣଙ୍କ ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣି କରିଥିଲେ । ସେଥିରୁ ୦୫ଟି ମାମଲାର ଶୁଣାଣିର ତୁରନ୍ତ ସମାଧାନ କରିଥିଲେ ଏବଂ ବାକି ଥିବା ମାମଲା ଗୁଡିକୁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ଯଥାଶୀଘ୍ର ସମାଧାନ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ  । ଦୁଇ ଜଣ ଉଚ୍ଚ ଶିକ୍ଷା ଗ୍ରହଣ କରୁଥିବା ଦିବ୍ୟାଙ୍ଗ ଦୃଷ୍ଟିହୀନ ଛାତ୍ରଙ୍କୁ ଜିଲ୍ଲାପାଳ ଲାପଟପ ପ୍ରଦାନ କରିଥିଲେ । ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ (ଏସଏସଇପିଡି) ବିଭାଗ ଦ୍ଵାରା ଏହା ଯୋଗାଇ ଦିଆଯାଇଥିଲା । ଉଚ୍ଚ ଶିକ୍ଷା ଗ୍ରହଣ କରୁଥିବା ଦୃଷ୍ଟିହୀନ ଛାତ୍ରଛାତ୍ରୀଙ୍କୁ ଦ୍ଵାଦଶ ଶ୍ରେଣୀ, ସ୍ନାତକ ଏବଂ ସ୍ନାତକୋତ୍ତର

ପାଠ୍ୟକ୍ରମ ପରେ ବୃତ୍ତିଗତ ପାଠ୍ୟକ୍ରମରେ ସଫଳତା ପାଇଁ ଆବଶ୍ୟକ ଉପକରଣ ସହିତ ଲାପଟପ ପ୍ରଦାନ କରାଯାଇଥାଏ । ସେହିପରି ଜାତୀୟସ୍ତରରେ ଖେଳାଳି ଭାବେ କୃତିତ୍ଵ ଅର୍ଜନ କରିଥିବା ସଇଁତଳା ମାନସିକ ଅନଗ୍ରସର ରେଡକ୍ରସ ସ୍କୁଲର ଛାତ୍ର ରାମ ବରିହାଙ୍କୁ ଏକାବନ ହଜାର ଟଙ୍କା ଆର୍ଥିକ ପ୍ରତ୍ସାହନ ରାଶି ପ୍ରଦାନ କରିଥିଲେ । ଏହି ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ନିର୍ବାହୀ ଅଧିକାରୀ-ତଥା-ମୁଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲାପରିଷଦ, ତରଣୀ ସୁନା, ବଲାଙ୍ଗିର ଉପ-ଜିଲ୍ଲାପାଳ, ଆଲୋକ କୁମାର ପଟେଲ, ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ମଦନଜିତ ହୋତା, ଆସିଷ୍ଟାଣ୍ଟ କଲେକ୍ଟର (ସାଧାରଣ ଓ ବିବିଧ) ରାମ ନାରାୟଣ ମିଶ୍ର ତଥା ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ଉପସ୍ଥିତ ଥିଲେ । ସ୍ନିଗ୍ଧା ରାଣୀ ତ୍ରିପାଠୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like