-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ନୂଆପଡ଼ାରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

05-Jan-2026



ନୂଆପଡା(ପରମେଶ୍ଵର ମେହେର): ନୂଆପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ  ସଦଭାବନା ଗୃହ ରେ ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଜିଲ୍ଳା ଆରକ୍ଷୀ ଅଧୀକ୍ଷକ ଅମ୍ରିତପାଲ ସିଂଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ଓ ଏସ୍ ପି ଙ୍କ ସହ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ,ବନଖଣ୍ଡ ଅଧିକାରୀ ଅଜିଜ ଖାନ,  ବନଖଣ୍ଡ ଅଧିକାରୀ କେନ୍ଦୁପତ୍ର ଏ ମାଧବୀ ଲତା,  ବନଖଣ୍ଡ ଅଧିକାରୀ ବନ୍ୟପ୍ରାଣୀ ସମିର ସାହୁ, ଉପ ଜିଲ୍ଲାପାଳ ସୁର୍ମି ସୋରେନ୍, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡକ୍ଟର ଧନେଶ୍ଵର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ l ଆଜିର ଶିବିରରେ 59ଗୋଟି ବ୍ୟକ୍ତିଗତ , 12 ଟି ଗୋଷ୍ଠୀଗତ ଓ ଗୋଟିଏ ରେଡକ୍ରସ୍ ସହାୟତା ଏଭଳି ମୋଟ 72 ଗୋଟି ଅଭିଯୋଗର ଶୁଣାଣି  ଜିଲ୍ଲାପାଳ କରିଥିଲେ । ଏହି ସବୁ ଅଭିଯୋଗ ଉପରେ ତୁରନ୍ତ ପଦକ୍ଷେପ ନେବା ପାଇଁ ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ। ଡେପୁଟୀ କଲେକ୍ଟର ଶେଖ୍ ନସିମ , ଚିନ୍ମୟ ସାଗର , ବିଡ଼ିଓ ରୋହିତ ଭୋଇ, ତହସିଲଦାର ପ୍ରଣବ ପ୍ରକାଶ ସାହୁ ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ। ସଭାରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ,ଲାଇନ୍ ବିଭାଗ ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ l ଏହି ଅବସରରେ ଆୟୋଜିତ ଏକ ରକ୍ତଦାନ ଶିବିରର  ରକ୍ତଦାତା ମାନଙ୍କୁ ଜିଲ୍ଲାପାଳ  ମାନପତ୍ର ଦେଇ ସମ୍ବର୍ଦ୍ଧିତ ଏବଂ ଉତ୍ସାହିତ କରିଥିଲେ । ସେହିପରି ଡୁମେରପାଣି ଗ୍ରାମ ପଂଚାୟତରେ ପ୍ରାଣୀ ପାଇଁ ଦିନଟିଏ ଏବଂ ନନ୍ଦପୁର ଖେଳ ପଡିଆ ଠାରେ ଏକ ପ୍ରବାସୀ ଶ୍ରମିକ ସଚେତନତା ଶିବିର, ଝିଅ ପାଇଁ ଗଛଟିଏ, ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ ଆଦି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like