-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||     

HOME   ଜିଲ୍ଲା

ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

05-Jan-2026



ବଲାଙ୍ଗୀର: ସ୍ଥାନୀୟ ଗାନ୍ଧୀନଗର ପଡା ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ରାଣୀ ଲକ୍ଷ୍ମୀବାଈ ଆତ୍ମ ସୁରକ୍ଷା  ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ନୂତନ ନାୟକଙ୍କ ଅଧ୍ୟକ୍ଷତାରେ ତଥା ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ଏଡିଇଓ ସେବାଶ୍ରୀ ଭୋଇ ମୁଖ୍ୟ ଅତିଥି, ଏଡିଇଓ ରୀନା କୁମାରୀ ବେହେରା ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିଲେ। ମୁଖ୍ୟ ଅତିଥି ଶ୍ରୀମତୀ ଭୋଇ ନିଜ ବକ୍ତବ୍ୟରେ ଆତ୍ମ ବିଶ୍ୱାସ ହେଉଛି ସବୁଠାରୁ ବଡ

ଶକ୍ତି ବୋଲି କହିଥିବା ବେଳେ ମୁଖ୍ୟ ବକ୍ତା ରୀନା କୁମାରୀ ବେହେରା ସାହସ ହେଉଛି ଆମ ପରିଚୟ ଓ ସମସ୍ତେ ସାହସ ଓ ସ୍ୱାବଲମ୍ବନର ପଥରେ ଆଗେଇ ଚାଲନ୍ତୁ ବୋଲି କହିଥିଲେ।ଏହି ଆତ୍ମ ସୁରକ୍ଷା  ଶିବିରରେ ଆପାତକାଳୀନ ସ୍ଥିତିରେ ନିଜକୁ ସୁରକ୍ଷିତ ରଖିବାର କୌଶଳ ସମ୍ପର୍କରେ ତାଲିମ ଦିଆଯାଇଥିଲା l କାର୍ଯ୍ୟକ୍ରମର 

 ସଂଯୋଜନା ସନ୍ତୋଷ ମହାଣା ଦେଇଥିବା ବେଳେ ଧନ୍ୟବାଦ ଦେଇଥିଲେ ଅସୀମ ଭୋଇ।ରିଶୋର୍ସ ପର୍ଶନ ଭାବେ ରୋଜି ପଧାନ,ଣମାନିନୀ ବାଗ, ତିଲୋଚମ୍ପା ମାଝୀ, ପୁଷ୍ପାଞ୍ଜଳି ମହାକୁର ପ୍ରମୁଖ ଯୋଗଦେଇ ଦେଶ ପ୍ରେମ,ଆତ୍ମରକ୍ଷା କୌଶଳ,ଶୃଙ୍ଖଳା ଓ ସମୟାନୁବର୍ତ୍ତିତା ସମ୍ପର୍କରେ ପ୍ରଶିକ୍ଷାର୍ଥୀ ମାନଙ୍କୁ ପ୍ରେରଣା ଦେବା ସହ ରାଣୀ ଲକ୍ଷ୍ମୀ ବାଈ ଙ୍କ ବୀରତା,ତ୍ୟାଗ ଓ ଦେଶ ପ୍ରେମ ଉପରେ ଆଲୋଚନା କରିଥିଲେ। ଏହି ପ୍ରଶିକ୍ଷଣ ଶିବିରରେ ଜିଲ୍ଲା ର ବିଭିନ୍ନ ବ୍ଲକରୁ ୧୧୩ଜଣ ପ୍ରଶିକ୍ଷାର୍ଥୀ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026

You Might Also Like