-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ଜିଲ୍ଲା

ବିଦ୍ୟାଳୟ ସ୍ତରୀୟ ପି.ଏମ.ଶ୍ରୀ ଉତ୍ସବ ୨୦୨୫-୨୬

06-Jan-2026



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର)
ଡାବୁଗାଁ ବ୍ଳକ ଜୁନାପାଣି ଗ୍ରାମ ପଞ୍ଚାୟତ ସଦର ମହକୁମାସ୍ଥିତ ଜୁନାପାଣି ପି.ଏମ୍.ଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବିଦ୍ୟାଳୟ ସ୍ତରୀୟ ପି.ଏମ୍.ଶ୍ରୀ  ଉତ୍ସବ ୨୦୨୫-୨୬ ମହାସମାରୋହରେ  ପାଳିତ ହୋଇଯାଇଛି l ଏହି ଅବସରରେ ଆବାହକ ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକ ଗୌତମ ବାରିକ, ଶିକ୍ଷକ ଶିକ୍ଷୟତ୍ରୀ , ଛାତ୍ରଛାତ୍ରୀ ବୃନ୍ଦ, ବିଦ୍ୟାଳୟ ପରିଚାଳନା କମିଟି, ପୁରାତନ ଛାତ୍ର ଛାତ୍ରୀ, କମିଟି ସଭ୍ୟ ସଭ୍ୟା ବୃନ୍ଦ ଙ୍କ ଦ୍ଵାରା ଉକ୍ତ ଉତ୍ସବ କରାଯାଇଥିଲା l ଆବାହକ ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ବାରିକ ଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ନବରଙ୍ଗପୁର ଜିଲ୍ଲା  ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରକାଶ ଚନ୍ଦ୍ର ମହାଲିକ, ସମ୍ମାନୀତ ଅତିଥି ଡାବୁଗାଁ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ରଶ୍ମିତା ନେତାମ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭଗବାନ ମାଝୀ ଓ ସନ୍ତୋଷ କୁମାର ସାହୁ, ପୁରାତନ ଛାତ୍ର ଛାତ୍ରୀ କମିଟି ଅଧ୍ୟକ୍ଷ ରଘୁ ହରିଜନ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ମାଧବ ଭତ୍ରl ପ୍ରମୁଖ ଉପସ୍ଥିତ ରହି ମୁଖ୍ୟ ଅତିଥି ଙ୍କ ଦ୍ଵାରା ଉଦଘାଟନ କରାଯାଇଥିଲା l ପ୍ରଭୁ ଜଗନ୍ନାଥ ଙ୍କ ଫଟୋ ଚିତ୍ର ରେ ପୁଷ୍ପ ମାଲ୍ୟାର୍ପଣ କରି ଧୂପ ଦୀପ ପ୍ରଜ୍ଜ୍ଵଳନ କରିବା ପରେ ଅତିଥି ମାନଙ୍କୁ ପୁଷ୍ପ ଗୁଚ୍ଛ, ଉତ୍ତରୀୟ ଦେଇ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିଲା |

ଏଥିରେ ପିଏମଶ୍ରୀ ଉତ୍ସବ ଉପରେ ଅତିଥି ମାନେ ନିଜ ନିଜର ବକ୍ତବ୍ୟ ରଖିଥିଲେ | ପରେ ଛାତ୍ର ଛାତ୍ରୀ ମାନଙ୍କ  ଦ୍ଵାରା ଡ୍ରପ ଆଉଟ ଛାତ୍ରଛାତ୍ରୀ ମାନେ କିପରି ଅଧାରୁ ପାଠ ପଢିବେ ସେ ଉପରେ ଏକ ସଚେତନତା ନାଟକ ପ୍ରଦର୍ଶନ,  ସଙ୍ଗୀତ, ଏକକ ନୃତ୍ୟ ଓ ଦଳଗତ ନୃତ୍ୟ ପ୍ରଦର୍ଶିତ କରାଯାଇଥିଲା | ଏହି ପିଏମଶ୍ରୀ ର ଅର୍ଥ ହେଉଛି :- ପ୍ରଧାନମନ୍ତ୍ରୀ ସ୍କୁଲ୍ସ ଫର ରାଇଜିଙ୍ଗ ଇଣ୍ଡିଆ | ଏହା ୨୦୨୨ ମସିହାରେ ଭାରତ ସରକାରଙ୍କ ଦ୍ଵାରା ଆରମ୍ଭ କରାଯାଇଥିବା ଏକ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା | ଏହି ପିଏମଶ୍ରୀ କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ହେଲା:- ସର୍ବାଙ୍ଗୀନ ବିକାଶ, ସବୁଜ ବିଦ୍ୟାଳୟ, ପ୍ଲାଷ୍ଟିକ ମୁକ୍ତ ପରିସର, ଜଳ ସଂରକ୍ଷଣ, ଏକବିଂଶ ଶତାଦ୍ଦୀର ଦକ୍ଷତା, ପିଏମଶ୍ରୀ ମେଳା, କାର୍ଯ୍ୟ ମାଧ୍ୟମରେ ଶିକ୍ଷା, ସମ୍ପ୍ରଦାୟର ଅଂଶ ଗ୍ରହଣରେ ପିତା ମାତା ସ୍ଥାନୀୟ ଲୋକ ଙ୍କୁ ବିଦ୍ୟାଳୟ ସହ ଯୋଡିବା ଏବଂ ଆନନ୍ଦ ଦାୟକ ଶିକ୍ଷା ଏହା ବିଦ୍ୟାଳୟକୁ କେବଳ ପାଠ ପଢିବାର ସ୍ଥାନ ନୁହେଁ ବରଂ ଉତ୍ସବ ଏବଂ କୌତୁହଳର କେନ୍ଦ୍ର ରେ ପରିଣତ କରେ | ଉଦଘାଟନୀ ଉତ୍ସବ ଓ ଉଦଯାପନୀ  ଉତ୍ସବ ର ମୁଖ୍ୟ ଅତିଥି ସମ୍ମାନୀତ ଅତିଥି ଷ୍ଟଲ୍ ସବୁ ବୁଲି ଛାତ୍ରଛାତ୍ରୀ ମାନଙ୍କ ଭିତରେ ଲୁକାୟିତ ପ୍ରତିଭା ଦେଖି ଖୁସି ପ୍ରକଟ କରିଥିଲେ lଏହି ଉଦଯାପନୀ ସମାରୋହ ଉତ୍ସବରେ ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀ ବାରିକ ଙ୍କ ସଭାପତିତ୍ଵରେ ମୁଖ୍ୟ ଅତିଥି ଡାବୁଗାଁ ଲୋକପ୍ରିୟ ବିଧାୟକ ମନୋହର ରନ୍ଧାରୀ, ବରେଣ୍ୟ ଅତିଥି ଜିଲ୍ଲା ପରିଷଦ ଅଧ୍ୟକ୍ଷ ମୋତିରାମ ନାୟକ, ମୁଖ୍ୟ ବକ୍ତା ଡାବୁଗାଁ ପଞ୍ଚାୟତ ସମିତି ଅଧ୍ୟକ୍ଷା, ଜିଲ୍ଲା ପରିଷଦ ସଭ୍ୟ ଧନସିଂ ଭତ୍ରl, ଜୁନାପାଣି ସରପଞ୍ଚ ଦୟାନିଧି ଭତ୍ରl, ନବରଙ୍ଗପୁର ଜିଲ୍ଲା ବିଜେପି ସମ୍ପାଦକ ଜେ.ରାଜ ଶେଖର ରାଓ, ବିଜେପି ଡାବୁଗାଁ ମଣ୍ଡଳ ସଭାପତି ଜଗଦୀଶ ଭତ୍ରl, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ମାଧବ ପାତ୍ର ପ୍ରମୁଖ ମଞ୍ଚାସୀନ ଥିଲେ | ପି ଏମ ଶ୍ରୀ କାର୍ଯ୍ୟକ୍ରମରେ ବିଭିନ୍ନ ଷ୍ଟଲ୍ କରିଥିବା ପ୍ରତିଯୋଗୀ ଭାଗ ନେଇଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା | ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ , ଛାତ୍ରଛାତ୍ରୀ କାର୍ଯ୍ୟକ୍ରମରେ ସହଯୋଗ କରିଥିବା ବେଳେ ଶିକ୍ଷକ ବିଶ୍ଵେଶ କୁମାର ତ୍ରିପାଠୀ ବେଶ ସୁନ୍ଦର ଭାବେ ମଞ୍ଚ ପରିଚାଳନା କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like