-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ଦେଶ ଓ ଜାତି ଗଢିବାରେ ଶିକ୍ଷକଙ୍କ ଅବଦାନ ଅତୁଳନୀୟ

06-Jan-2026



ସିନାପାଲି ( ଚିନ୍ତାମଣି ନେତାମ ) ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ନୀଳଜି ଆଞ୍ଚଳିକ ସାଧନ କେନ୍ଦ୍ର ପରିସର ଭୁକ୍ତ ନୀଳଜି ସରକାରୀ  ପ୍ରାଥମିକ ବିଦ୍ୟାଳୟ ଠାରେ ଉକ୍ତ ବିଦ୍ୟାଳୟ ର ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଶୁଭନାରାୟଣ ଦଣ୍ଡସେନା ଙ୍କ କ୍ଲଷ୍ଟର ସ୍ତରୀୟ ଅବସର କାଳୀନ ବିଦାୟ ସମର୍ଦ୍ଧନା ସଭା ଆଡମ୍ବର ସହ ଅନୁଷ୍ଠିତ ହୋଇଯାଇଛି  l ଏହି ସଭାରରେ ନୀଳଜି  ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର ସଭାପତିତ୍ୱ କରିଥିବାବେଳେ ମୁଖ୍ୟ ଅତିଥି ଭାବରେ  ନୀଳଜି ଉଚ୍ଚ ବିଦ୍ୟାଳୟ ର ପ୍ରାକ୍ତନ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ  ମହେଶ କୁମାର ତିୱାରୀ, ବିଶିଷ୍ଟ ଅତିଥି ଭାବରେ ଟିମନପୁର ଗ୍ରାମ ପଂଚାୟତ ର  ସରପଞ୍ଚ ଶ୍ରୀଯୁକ୍ତ ବୈକୁଣ୍ଠ ଦଣ୍ଡସେନା,ମୁଖ୍ୟ ବକ୍ତା ଭାବରେ ପୂର୍ବତନ ଖଡ଼ିଆଳ ଏ ବି ଇ ଓ ଶ୍ରୀଯୁକ୍ତ ବୋଲଧର ନାଗ,ସମ୍ମାନିତ ଅତିଥିଭାବରେ ବିଦାୟୀ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଶୁଭନାରାୟଣ ଦଣ୍ଡସେନା,ପୂର୍ବତନ ସି ଆର ସି ସି ରାକେଶ କୁମାର ମିଶ୍ର ଏବଂ ବୈଗାପଡା ଉ : ପ୍ରା ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଗୌରଚନ୍ଦ୍ର ସା ଯୋଗ ଦେଇଥିଲେ l  ସଭାପ୍ରାରମ୍ବରେ  ଅତିଥିଗଣଙ୍କ ଦ୍ୱାରା  ଦେବପୂଜନ  କାର୍ଯ୍ୟ ସରିଲା ପରେ  ଛାତ୍ରୀ ମାନେ  ସୁଲଳିତ କଣ୍ଠରେ ସ୍ୱାଗତ ସଂଗୀତ ଗାନ କରିଥିଲେ l ଅତିଥି ଓ ଶିକ୍ଷକଗଣ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଶୁଭନାରାୟଣ ଦଣ୍ଡସେନା ଙ୍କ  ଶିକ୍ଷକତା ଜୀବନର ଆଦର୍ଶତା, ସମୟାନୁ ବର୍ତ୍ତିତା, ଛାତ୍ର ବତ୍ସଲତା,ଉତ୍ତମ ଗୋଷ୍ଠୀ ସମ୍ପର୍କ,ବନ୍ଧୁତା ଭାବ,ଧର୍ମ ପରାୟଣତା ଓ କର୍ତ୍ତବ୍ୟ ପରାୟଣତା, ଗୁଣ ଗୁଡିକର ବିଶଦ ଆଲୋଚନା କରିଥିଲେ  l ୧୯୮୪ ମସିହାରେ ଟିମନପୁର ପରି ଅନୁନ୍ନତ ଅଂଚଳରେ ଶିକ୍ଷା ର ପ୍ରସାର ପାଇଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ କରି ସହକାରୀ ଶିକ୍ଷକ ଭାବରେ ନିଜର ଶିକ୍ଷକତା ଜୀବନ ଆରମ୍ଭ କରିଥିବା ସହ ଅଗଣିତ କୃତି ଛାତ୍ର, ଉତ୍ତମ ନାଗରିକ ଶିକ୍ଷକ,ବ୍ୟବସାୟୀ,ଅନ୍ୟାନ୍ୟ  ଜନସେବାକାରୀ , ଲୋକପ୍ରତିନିଧି ସୃଷ୍ଟିକରିବାରେ ସହାୟକ ହୋଇଛନ୍ତି  l ଦେଶ ଓ ଜାତି ଗଢିବାରେ ଶିକ୍ଷକ ଙ୍କ ଅବଦାନ ଅତୁଳନୀୟ ବୋଲି   ବକ୍ତାଗଣ ମତଦେବାସହ ବିଦାୟୀ ଶିକ୍ଷକଙ୍କ ଯଶ ଗାନ  କରିଥିଲେ  l  ତାପରେ  ଅତିଥି ଓ ଶିକ୍ଷକ ଗଣ  ବିଦାୟୀ ଶିକ୍ଷକ ଙ୍କୁ  ଫୁଲ, ଚନ୍ଦନ, ସିନ୍ଦୁର, ଅବିର  ଲଗାଇ  ଉପଢୌକନ ଓ  ମାନ ପତ୍ରଦେଇ ସମ୍ମାନିତ ଓ ସମ୍ବର୍ଦ୍ଧିତ କରିଥିଲେ  lତାଙ୍କ ଗୃହରେ ଆୟୋଜିତ ଭବ୍ୟ ସ୍ୱାଗତ ସମ୍ମର୍ଦ୍ଧନା ଉତ୍ସବ ରେ ନୂଆପଡା ଜିଲ୍ଲାର ବିଶିଷ୍ଟ ସମାଜସେବୀ ଶ୍ରୀଯୁକ୍ତ ଲମ୍ବୋଦର ନିଆଲ ସ୍ୱତନ୍ତ୍ର ନିମନ୍ତ୍ରିତ ଅତିଥି ଭାବରେ ଯୋଗ ଦେଇ ବିଦାୟୀ ଶିକ୍ଷକ ଙ୍କ ସହ କେକ କାଟି ତାଙ୍କର ଦୀର୍ଘ ଓ ନିରାମୟ ଜୀବନର ଶୁଭ କାମନା କରିଥିଲେ  l ଏହି ଉତ୍ସବ ରେ   ବିଦାୟୀ ଶିକ୍ଷକଙ୍କ ବନ୍ଧୁ ବାନ୍ଧବ, ଆତ୍ମୀୟ ସ୍ଵଜନ, ଅଂଚଳ ର ବୁଦ୍ଧି ଯିବି ଓ ଶିକ୍ଷକ ସମାଜ ତଥା ପରିବାର ବର୍ଗ  ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like