-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

୨୪ କୁଣ୍ଡୀୟ ରାଷ୍ଟ୍ର ଶୌର୍ଯ୍ୟ ସମୃଦ୍ଧି ଗାୟତ୍ରୀ ମହାଯଜ୍ଞ ଉପଲକ୍ଷେ ବିଶାଳ କଳସ ଶୋଭାଯାତ୍ରା

06-Jan-2026



(ଡୋଲେଶ୍ୱର ବାଗ)
ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଗଣ୍ତାବାହାଲି ଠାରେ ରାଷ୍ଟ୍ରୀୟ  ଶୌର୍ଯ୍ୟ  ସଂବୃଦ୍ଧି ୨୪ କୁଣ୍ତୀୟ ଗାୟତ୍ରୀ ମହାଯଜ୍ଞ ଉପଲକ୍ଷେ ଏକ ବିଶାଳ କଳସ ଶୋଭାଯାତ୍ରା ଅନୁଷ୍ଠିତ ହେଇଥିଲା । ଏହି କାର୍ଯ୍ୟକ୍ରମରେ ୧୦୦୦ ରୁ ଅଧିକ ମହିଳା କଳସ ବୋହିଥିଲା ବେଳେ ୧୦୦୦୦ ରୁ ଅଧିକ ଜନସାଧାରଣ ଯୋଗ ଦେବା ସହ ଶାନ୍ତି କୁଞ୍ଜ ହରିଦ୍ଵାରରୁ ଟୋଳି ନାୟକ ଋଷି ପୁତ୍ର ସଂଦିପ ପାଣ୍ତିଆ ଜୀ ଓ ବନୱାରି ଲାଲ ଜୀ ଓ ଅନ୍ୟାନ୍ୟ ଋଷି ପୁତ୍ରଗଣ ,ସିନାପାଲି ଶକ୍ତିପୀଠ କର୍ମକର୍ତ୍ତା ,ଖରିଆର ଶକ୍ତି ପୀଠ,ରାଣୀମୁଣ୍ତା ଶକ୍ତିପୀଠ,ହାତିବନ୍ଧା ପ୍ରଜ୍ଞାପୀଠ, ନୂଆପଡା ଜିଲ୍ଲା ଗାୟତ୍ରୀ ପରିବାର,ତଥା ଗଣ୍ତାବାହାଲି ଗ୍ରାମବାସୀ ଉପସ୍ଥିତ ରହିଥିଲେ ।

କଳସ ଯାତ୍ରା ସହ ବିଭିନ୍ନ ସାଂସ୍କୃତିକ ଦଳ ଘୁମୁରା, ଘୋଡ଼ା ନାଚ, ଘଣ୍ଟବାଦ୍ୟ,ରାମକାଠି ମହିଳା ଦଳ ନିଜର କଳା ସଂସ୍କୃତିର ପ୍ରଦର୍ଶନ କରିଥିଲେ ।ଜୟ ଘୋଷ ନାରାରେ ଗ୍ରାମ ପ୍ରକମ୍ପିତ ହେବା ସହ ଏକ ଭକ୍ତିପୂର୍ଣ୍ଣ ପରିବେଶ ସୃଷ୍ଟି ହୋଇଥିଲା । ସଂଧ୍ୟା ସମୟରେ ବରିଷ୍ଠ ପ୍ରବଚକ ମାନଙ୍କ ଦ୍ବାରା ସୁନ୍ଦର ପ୍ରବଚନ ଓ ଭଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like