-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ରାଜନୀତି

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ନରସିଂହ ଙ୍କ ଭେଟ, ଜାନକୀ ବଲ୍ଲଭଙ୍କ ସ୍ମୃତିରକ୍ଷା ପାଇଁ କଲେ ଆଲୋଚନା

07-Jan-2026



ବଲାଙ୍ଗିର(ପ୍ରେରଣା ଖବର): ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ରାଜ୍ୟ ତଥା ଜିଲ୍ଲା ର କିଛି ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ଓଡିଶାର ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ଆବାସିକ କାର୍ଯ୍ୟାଳୟରେ ଭେଟି ଆଲୋଚନା କରିଛନ୍ତି । ୪ ତାରିଖ ରାତି ଘ.୯ ଟାରେ ମୁଖ୍ୟମନ୍ତ୍ରୀ ଓ ଶ୍ରୀ ମିଶ୍ରଙ୍କ ମଧ୍ୟରେ ଆଲୋଚନା ହୋଇଥିଲା । ଆଲୋଚନାରେ ବିଶେଷ କରି ୩ ତାରିଖ ଦିନ ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପୂର୍ବତନ ଆସାମ ରାଜ୍ୟପାଳ ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟଙ୍କ ସ୍ମୃତି ରକ୍ଷା ପାଇଁ ସ୍ମୃତି କମିଟି ତରଫରୁ ଶ୍ରୀ ମିଶ୍ର ହସ୍ତାନ୍ତର କରିଥିବା ପ୍ରସ୍ତାବ ଉପରେ ଗୁରୁତର ସହ ଆଲୋଚନା ହୋଇଥିଲା । ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକ ଯିଏକି ରାଜ୍ୟର ପ୍ରଥମ ଥର ପାଇଁ ସ୍ଥିର ସରକାର ଦେବା ସହ ରାଜ୍ୟରେ ଶିଳ୍ପାୟନର ମୂଳଦୁଆ ପକାଇଥିଲେ, ସେପରି ମୁଖ୍ୟମନ୍ତ୍ରୀ ଙ୍କ ସ୍ମୃତି ରକ୍ଷା ପାଇଁ କୌଣସି ବି ସରକାର ଆଜି ପର୍ଯ୍ୟନ୍ତ ଉଦ୍ୟମ କରିନଥିଲେ । ଏଥି ପାଇଁ ଗତ ୩ ତାରିଖରେ ହୋଇଥିବା ଜାନକୀ ପଟ୍ଟନାୟକ ଙ୍କ ଜନ୍ମ ଶତବାର୍ଷିକ ସମାରୋହରେ ଏକ ପ୍ରସ୍ତାବ ଶ୍ରୀ ମିଶ୍ର ସ୍ମୃତି କମିଟି ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଥିଲେ । ଏଥିରେ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ହାତରେ ତାଙ୍କ ସମୟରେ ଆରମ୍ଭ ହୋଇଥିବା କଳିଙ୍ଗ ଷ୍ଟାଡିୟମ, ଏକାମ୍ର ଉଦ୍ୟାନ ଏବଂ ଭୁବନେଶ୍ୱର ରେଳ ଷ୍ଟେସନକୁ ଜାନକି ବଲ୍ଲଭ ଙ୍କ ନାଁରେ ନାମିତ କରି ତାଙ୍କ ସ୍ମୃତି ରକ୍ଷା କରାଯାଉ ବୋଲି ପ୍ରସ୍ତାବ କରାଯାଇଥିଲା ।  ଏହା ସହ ଲୋୟର ସୁକତେଲ ପ୍ରକଳ୍ପ ନିକଟରେ ଥିବା ଖେଳ ପଡିଆକୁ ଏକ ପୂର୍ଣ୍ଣାଙ୍ଗ ଷ୍ଟଡିୟମ ରୂପେ ନିର୍ମାଣ ପ୍ରସ୍ତାବ ମୁଖ୍ୟମନ୍ତ୍ରୀଙ୍କୁ ଶ୍ରୀ ମିଶ୍ର ଦେଇଥିଲେ । ଏହି ଅଂଚଳର ସୌନ୍ଦର୍ଯ୍ୟକରଣ ପାଇଁ ଉଦ୍ୟାନ ନିର୍ମାଣ ପାଇଁ ଆସିଥିବା ଅନୁଦାନ ଫେରି ଯାଇଥିବାରୁ ସେହି ଅନୁଦାନରେ ପୁଣି ଲୋୟର ସୁକତେଲ ଅଂଚଳର ସୌନ୍ଦର୍ଯିକରଣ ବୃଦ୍ଧି ପାଇଁ ଉଦ୍ୟାନ କାମ ଆରମ୍ଭ କରାଯାଉ ବୋଲି ଶ୍ରୀ ମିଶ୍ର ମୋହନ ଚରଣ ମାଝିଙ୍କୁ ଅନୁରୋଧ କରିଥିଲେ । ଜାନକି ବଲ୍ଲଭଙ୍କ ସ୍ମୃତି ରକ୍ଷା ପ୍ରସ୍ତାବ ତଥା ଲୋୟର ସୁକତେଲ ରେ ଏକ ଷ୍ଟାଡିୟମ ଓ ଉଦ୍ୟାନ ପ୍ରସ୍ତାବ କୁ ମୁଖ୍ୟମନ୍ତ୍ରୀ ସକରାତ୍ମକ ଭାବେ ଗ୍ରହଣ କରିଥିବା ଶ୍ରୀ ମିଶ୍ର ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଓ ପୂର୍ବନ ଆଇନମନ୍ତ୍ରୀ ନରସିଂହ ଙ୍କ ମଧ୍ୟରେ ଦିର୍ଘ ଅଧଘଣ୍ଟାରୁ ଉର୍ଦ୍ଧ୍ୱ ଧରି ଏହି ପ୍ରକଳ୍ପ ଗୁଡିକୁ ନେଇ ଆଲୋଚନା ହୋଇଥିବା ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like