-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ଅନୂସୁଚୀତ ଜାତିର ବୈଠକ

08-Jan-2026



(ପ୍ରିୟଦର୍ଶିନୀ ପାତ୍ର)
ଉମରକୋଟ ମିକ୍ସି ଫାର୍ମ ଠାରେ ଆଜି ଜିଲ୍ଲା ସଭାପତି ଶ୍ରୀଯୁକ୍ତ ଅର୍ଜୁନ ସମରଥଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଅନୁସୂଚୀତ ଜାତିର ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି  |ଏଥିରେ ମୁଖ୍ୟ ଅତିଥି ରୁପେ ଯୋଗଦେଇ ଥିଲେ ଜିଲ୍ଲା ଅନୁଚୂଚିତ ଜାତିର ଜିଲ୍ଲା ସଭାପତି ଶ୍ରୀଯୁକ୍ତ ଅର୍ଜୁନ ସମରଥ, ସମ୍ମାନ ଅତିଥି ରୁପେ ଯୋଗଦେଇ ଥିଲେ ଜିଲ୍ଲା ଉପସଭାପତି ଶ୍ରୀଯୁକ୍ତ ପୂର୍ଣ୍ଣ ଚନ୍ଦ୍ର ଵାଗ, ସାଧାରଣ ସଂପାଦକ ଶ୍ରୀ ଡୋମରୁଧର ସୁନା, ଉମରକୋଟ ବ୍ଳକ ସଭାପତି ଶ୍ରୀ ସୁଦର୍ଶନ ଜଗତ , ଉପସଭାପତି ଶ୍ରୀ ଭାସ୍କର ଖମାରୀ , ଶ୍ରୀ ହରି ହରିଜନ, ସାଧାରଣ ସଂପାଦକ ଶ୍ରୀ  ଚତୁରସିଂ  ନାୟକ  ,ମାନ୍ୟଗଣ୍ୟ ବ୍ୟକ୍ତି ଶ୍ରୀ ମତୁହରିଜ, ଚନ୍ଦ୍ର ଶେଖର ନିହାଲ, ମୁନା ବେହେରା, ରାଇ ସିଂ ଡଙ୍ଗରି, ଏଥିରେ ଉମରକୋଟ ପୈରପରିଷଦର  ପୂର୍ଣ୍ଣାଙ୍ଗ କମିଟି ଚୟନ କରାଯାଇଥିଲା ଏଥିରେ ସଭାପତି ଶ୍ରୀଯୁକ୍ତ ପେଣ୍ଡ୍ରା ହରିଜନ, ଉପସଭାପତି ଶ୍ରୀ ବଳିରାମ ମଙ୍ଗରାଜ, ସାଧାରଣ ସଂପାଦକ ଶ୍ରୀ ନେତ୍ର ସାଗର, ସହ ସଂପାଦକ ଶ୍ରୀ ସୁନ୍ଦର ଲାଲ୍ ବିହାରି,କୋଷାଧ୍ୟକ୍ଷ ଶ୍ରୀ ପୂର୍ଣ୍ଣ ପାଣି ଗ୍ରାହି, ଏଥିରେ ସମାଜରେ ଥିବା ଗୋରିବ ପରିବାର ଛାତ୍ର ଛାତ୍ରୀ ମାନଙ୍କୁ ଶିକ୍ଷା, ବାଲ୍ୟ ବିବାହ,କୁସ୍କାର, ଅନ୍ଧବିଶ୍ୱାସ,କୁସ୍କାର , ରକ୍ତ ଦାନ ଶିବିର, ଇତ୍ୟାଦି ସଚେତନତା କାର୍ଯ୍ୟ କ୍ରମ ହାତକୁ ନେବାପାଇଁ ଆଦ୍ୟ ବୈଠକ ଟିରେ ନିଷ୍ପତ୍ତି ନିଆଯାଇଥିଲା ଶେଷରେ ଉମରକୋଟ ଟାଉନ୍ ର ନୂର୍ତନ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ ଦିଆ ଯାଇଥିଲା ଓ ଧନ୍ୟବାଦ ଅର୍ପଣ ଦେଇ ସଭା ଭଙ୍ଗ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like