-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||     

HOME   ଜିଲ୍ଲା

ମାହେଶ୍ୱରୀ ର ସେବାରେ ନୂଆ ଜୀବନ ପାଇଲେ ବୃଦ୍ଧା

10-Jan-2026



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲା ତୁଲସୀନଗର ଅଞ୍ଚଳରୁ ଉଦ୍ଧାର ହୋଇଥିବା ଅସହାୟ ବୃଦ୍ଧା ମହିଳା ସୁମତି ବିଶି ଙ୍କୁ ସଫଳ ଭାବେ ବୟୋଜେଷ୍ଟ ନାଗରିକ ଆବାସ ରେ ସ୍ଥାନାନ୍ତର କରାଯାଇଛି। ବୃଦ୍ଧା ମହିଳାଙ୍କୁ ପୂର୍ବରୁ ମାହେଶ୍ୱରୀ ସଙ୍ଗଠନ ଦ୍ୱାରା ଉଦ୍ଧାର କରାଯାଇ ଭୀମ ଭୋଇ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିଥିବାରୁ ହସ୍ପିଟାଲରୁ ଛଡ଼ା ଦିଆଯାଇଛି।
ତାଙ୍କର ପୁଅଙ୍କର ଦେହାନ୍ତ ହୋଇଥିବାରୁ ବୃଦ୍ଧା ମହିଳାଙ୍କ ପାଖରେ କୌଣସି ପାରିବାରିକ ସହାୟତା ନଥିଲା। ଏହି ମାନବିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ବଲାଙ୍ଗିର ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମଦନ ହୋତା ଙ୍କ ସହଯୋଗରେ ବୃଦ୍ଧା ମହିଳାଙ୍କୁ ସାଲେପାଲି ସ୍ଥିତ ‘ଗ୍ରାମ ମଙ୍ଗଳ ପାଠାଗାର’ ବୟୋଜେଷ୍ଟ ନାଗରିକ ଆବାସ ରେ ସ୍ଥାନାନ୍ତର କରାଯାଇଛି।
ବର୍ତ୍ତମାନ ସେଠାରେ ବୃଦ୍ଧା ମହିଳାଙ୍କୁ ସୁରକ୍ଷିତ ଆଶ୍ରୟ, ଦେଖାଶୁଣା ଓ ଆବଶ୍ୟକ ସେବା ମିଳୁଛି। ଆଗାମୀ ଦିନରେ ରେ ମଧ୍ୟ ମାହେଶ୍ଵରୀ ସଙ୍ଗଠନ ସବୁ ବେଳେ ଏବଂ ସବୁ ସମୟରେ ବରିଷ୍ଠ ନାଗରିକ ଙ୍କ ସହିତ ରହିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ମାହେଶ୍ଵରୀ ସଂଗଠନ ର ପରିଚାଳନା ନିର୍ଦ୍ଦେଶକ ଅଙ୍କୁଶ କୁମାର ପାଣ୍ଡିଆ।
ବୃଦ୍ଧା ଙ୍କୁ ସ୍ଥାନାନ୍ତର କରିବା ରେ ସଭାପତି ଶୋଭନ କୁମାର ଅଗ୍ରୱାଲ, ସଦସ୍ୟ ଅର୍ପିତ ପୁରୋହିତ, ସୁଷମା ବୋହିଦାର , ସ୍ନେହା କାଲସାଇ  ଏବଂ ସୁପ୍ରମା ବୋହିଦାର୍ ସାହାଯ୍ୟ କରି ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026

You Might Also Like