-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||     

HOME   ଜିଲ୍ଲା

ଢେଙ୍କାନାଳକୁ ହରାଇ ଝାରସୁଗୁଡା ଫାଇନାରେ; ଆସନ୍ତା କାଲି ଉଦଯାପନୀ ଫାଇନାଲ ବରଗଡ଼ ବନାମ ଝାରସୁଗୁଡା

10-Jan-2026



ବଲାଙ୍ଗିର(ପ୍ରେରଣା ଖବର): ପୃଥ୍ୱୀରାଜ ହାଇସ୍କୁଲ ଖେଳ ପଡିଆ ଠାରେ ବଲାଙ୍ଗିର ଫ୍ରେଣ୍ଡ୍ସକ୍ଳବ ପକ୍ଷରୁ ରାଜ୍ୟସ୍ତରୀୟ ଫୁଟବଲ ପ୍ରତିଯୋଗିତା ଦିତ୍ୱୀୟ ସେମିଫାନାଲ ଅନୁଷ୍ଠିତ ହୋଇଯାଇଛି ।  ଆଜିର ଏହି ପ୍ରତିଯୋଗିତାରେ କ୍ଳବ ର ସଭାପତି ଲୋଟସ ଷଢଙ୍ଗୀଙ୍କ ସଭାପତିତ୍ୱରେ ମୂଖ୍ୟ-ଅତିଥି ଭାବରେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର ସମ୍ମାନିତ ଅତିଥି ଭାବରେ ଫାଓ ସଭାପତି ଡ. ଶ୍ରୀକର ମିଶ୍ର, ଜିଲ୍ଲା କ୍ରୀଡା ସାଂସଦ ସାଧାରଣ ସମ୍ପାଦକ ହରିନାରାୟଣ ପୁଝାରୀ, ଗାନ୍ଧିଜୀ କ୍ଳବ ସଭାପତି ରାମଚନ୍ଦ୍ର ପୁରୋହିତ,ପୁଇଁତଲା ବ୍ଲକ ଅଧ୍ୟକ୍ଷ ସରୋଜ ପଧାନ, କ୍ଲବର ସଧାରଣ ସମ୍ପାଦକ ଜଗନ୍ନାଥ ମିଶ୍ର, କୋଷାଧକ୍ଷ ରଞ୍ଜିତ ବେହେରା ମଂଚାସୀନ ଥିଲେ । ଜିତେନ୍ଦ୍ର ପାତ୍ର, ସୁଦର୍ଶନ ସେଠ୍, ସୁଶାନ୍ତ ନାଗ,ଜିତୁ ଦଳାଇ, ବୈକୁଣ୍ଠ ଜେନାଖେଳକୁ ପରିଚାଳନା

କରିଥବା ବେଳେ ମ୍ୟାଚ କମିସନର ଭାବରେ ଶୁନିଲ ଚନ୍ଦ୍ର ବିଶ୍ୱାଲ ରହିଥିଲେ । ଆଜି ଦ୍ଵିତୀୟ ସେମିଫାଇନାଲ ଦିନରେ ଝାରସୁଗୁଡା ଫୁଟବଲ କ୍ଲବ ଏବଂ ମା ମଙ୍ଗଳା କ୍ଳବ ଢେଙ୍କାନାଳ  ମଧ୍ୟରେ ହୋଇଥିଲା, ନିର୍ଦ୍ଧାରିତ ସମୟ ମଧ୍ୟରେ ଝାରସୁଗୁଡା ଦଳ ଗୋଟିଏ ଗୋଲ ଦେଇ ଫାଇନାଲକୁ ଉତୀର୍ଣ୍ଣ ହୋଇଥିଲା l  ବିଶିଷ୍ଠ କ୍ରିଡାବିତ କୈଳାଶ କର୍ତ୍ତୀ, ଭୂପେନ୍ଦ୍ର ପ୍ରସାଦ ସିଂ ଓ ବର୍ତମାନର ଜାତୀୟ ସ୍ତରର ମହିଳା ବେଡ଼ମିଟନ ଖେଳାଳି ସମ୍ପଦା ମହାନ୍ତିଙ୍କୁ ଅତିଥିମାନଙ୍କ ଦ୍ୱାରା ସମ୍ମର୍ଦ୍ଧନା କରାଯାଇଥିଲା ।  ପବିତ୍ର ଖୁଣ୍ଟିଆ, ମଧୁ ବନଛୋର, ଲକ୍ଷ୍ମୀ ସ୍ୱାଇଁ, କିଶୋର ଦଣ୍ଡସେନା, ସୋମନାଥ ମିଶ୍ର , ଗୋବିନ୍ଦ ଶତପଥୀ, ସଞ୍ଜୀବ ସାହୁ, ମନୋଜ କୁମାର ମିଶ୍ର,ଆକାଶ ମିଶ୍ର, ସରୋଜ ସାହୁ,, ପୃଥୀରାଜ ବରାଡ, ରାମ ନାଏକ, ସୋନୁ ପଟ୍ଟନାୟକ, ପୂର୍ଣ୍ଣ ତ୍ରୀପାଠୀ, ଦେବେନ ପାତ୍ର, ପ୍ରଦୀପ୍ତ ମିଶ୍ର,  ଟିକୁ ପରିଚ୍ଚା, ନିତ୍ୟା ପଧାନ, ସରୋଜ ସାହୁ ସନତ ତ୍ରିପାଠୀ, ପୃଥ୍ୱୀରାଜ ବରାଡ଼,ବିକାଶ ସା, ଅରୋ ରଞ୍ଜନ ମହାପାତ୍ର, ବିଦ୍ୟା

ସାହୁ, ପ୍ରଦୀପ ସାହୁ, ଅରୁଣ ପଧାନ, ଯତୀନ୍ଦ୍ର ମିଶ୍ର, ସୁଶାନ୍ତ ନେଗୀ ପ୍ରମୁଖ ଉପସ୍ଥିତ ରହି ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିବା ବେଳେ ସହସ୍ରାଧିକ ଦାର୍ଶକ ଖେକୁ ଉପଭୋଗ କରିଥିଲେ l ଆସନ୍ତା କାଲି ବରଗଡ଼ ଏବଂ ଝାରସୁଗୁଡା  ମଧ୍ୟରେ ଫାଇନାଲ ଖେଳ ଅନୁଷ୍ଠିତ ହେବ ବୋଲି କମିଟୀ ପକ୍ଷରୁ ସୁଚନା ଦେଇଛନ୍ତି । ସଭାକୁ ଶରତ ନନ୍ଦ ପରିଚାଳନା କରିଥିବା ବେଳେ କ୍ଲବର ସଧାରଣସମ୍ପାଦକ ଶ୍ରୀ ମିଶ୍ର ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026

You Might Also Like