-+91-9937148622 |

prerana_bgr@rediffmail.com |

  Monday 23rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   (23-Nov-2026)       ||      ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (22-Nov-2026)       ||      ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    (22-Nov-2026)       ||     

HOME   ଜିଲ୍ଲା

OUJ ର ରାଜ୍ଯ ସମ୍ପାଦକ ହେଲେ ରିତୁରାଜ ସିଂହ

11-Jan-2026



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲାର ସାମ୍ବାଦିକ ଋତୁରାଜ ସିଂହ(ରିଟୁ) ଓଡିଶା ୟୁନିଅନ ଅଫ ଜର୍ଣ୍ଣାଲିଷ୍ଟର (ଓୟୁଜେ)ର ରାଜ୍ୟ ସମ୍ପାଦକ ଭାବେ ନିର୍ବାଚିତ ହୋଇଛନ୍ତି । ଭୂବନେଶ୍ୱର ଠାରେ ଥିବା ଓୟୁଜେ ଭବନରେ ଆୟୋଜିତ ନିର୍ବାଚନରେ ଶ୍ରୀ ସିଂହ ବିଜୟୀ ହେବା ପରେ ଆସନ୍ତା ଦୁଇବର୍ଷ ପାଇଁ ତାଙ୍କୁ ରାଜ୍ୟ ସଂଗଠନ ପକ୍ଷରୁ ସମ୍ପାଦକ ଭାବରେ ଦାୟିତ୍ୱ ପ୍ରଦାନ କରାଯାଇଛି । ସେହିପରି ଓୟୁଜେର ରାଜ୍ୟ ସଭାପତି ଭାବେ ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତ ନିର୍ବାଚିତ ହୋଇଛନ୍ତି ।  ଭୂବନେଶ୍ୱର ସ୍ଥିତ ଜୟଦେବ ଭବନ ଠାରେ ଅନୁଷ୍ଠିତ ଓୟୁଜେର ୫୪ତମ ପ୍ରତିଷ୍ଠା ଦିବସ ଅବସରରେ ଏନେଇ ଘୋଷଣା କରାଯାଇଥିଲା । ଶ୍ରୀ ସିଂହ ପୂର୍ବରୁ ମଧ୍ୟ ଓୟୁଜରେ ରାଜ୍ୟ ସାଂଗଠାନିକ ସମ୍ପାଦକ ଭାବେ ଦାୟିତ୍ୱ ତୁଳାଇ ସାରିଛନ୍ତି । ଓୟୁଜେ ରାଜ୍ୟ ସଂଗଠନର ନବନିର୍ବାଚିତ

ନୂତନ ପଦାଧ୍‌ôକାରୀ ଓ ସମ୍ପାଦକ ଶ୍ରୀ ସିଂହଙ୍କୁ ଓୟୁଜେ ବଲାଙ୍ଗିର ଜିଲ୍ଲା ସଭାପତି ପ୍ରଦୀପ୍ତ ମିଶ୍ର, ଉପସଭାପତି ଶରତଚନ୍ଦ୍ର ମିଶ୍ର, ପ୍ରଭଜିତ ସିଂହ ସାଲୁଜା, ସାଧାରଣ ସଂପାଦକ ଅଭୟ ତ୍ରିପାଠୀ, ସଂପାଦକ ଅନୀଲ ତ୍ରିପାଠୀ, ତାପସ ବେହେରାଙ୍କ ସମେତେ ଜିଲ୍ଲାର ସମସ୍ତ ଓୟୁଜେ କର୍ମକର୍ତା ଏବଂ ସଦସ୍ୟ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ସେହିପରି ଜିଲ୍ଲା ନାଗରିକ କମିଟିର ସଭାପତି ଶ୍ରୀକର ମିଶ୍ର, ସଂପାଦକ ମଧୁସୁଦନ ନାଏକ, ରେଳ ଉପଭୋକ୍ତା ସଂଘର ସଭାପତି ପ୍ରଫେସର ତରୁଣ କୁମାର ମିଶ୍ର, ସଂପଦାକ ବିମଲ ଚକ୍ରବର୍ତୀଙ୍କ ସମେତ ବହୁ ସଂଗଠନ ପକ୍ଷରୁ ଶ୍ରୀ ସିଂହଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   23-Nov-2026
  ଜିଲ୍ଲା  
‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   23-Nov-2026
  ଜିଲ୍ଲା  
ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   23-Nov-2026
  ଜିଲ୍ଲା  
ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   23-Nov-2026
  ଜିଲ୍ଲା  
ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   23-Nov-2026
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   23-Nov-2026
  ଜିଲ୍ଲା  
ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   23-Nov-2026

You Might Also Like