-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ସଂସ୍କୃତଭାରତୀ ଦ୍ବାରା ଗୀତା ଜୟନ୍ତୀ ସମାରୋହ ଆୟୋଜିତ

11-Jan-2026



ବଲାଙ୍ଗୀର(ପ୍ରେରଣା ଖବର):  ଶ୍ରୀମଦ୍ଭଗବତ ଗୀତା ଜ୍ଞାନ ଜୀବନାଭିମୁଖୀ କରି ସଂସ୍କୃତ ଭାଷାର ପ୍ରଚାର ପ୍ରସାର ହେତୁ ଜନଜାଗରଣ ସୃଷ୍ଟି କରିବା ପାଇଁ ସଂସ୍କୃତଭାରତୀ ଦ୍ବାରା ଜିଲ୍ଲା ସ୍ତରୀୟ ଗୀତା ଜୟନ୍ତୀ ସମାରୋହ, ରବିବାର ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଠାରେ ଆୟୋଜନ କରାଯାଇଥିଲା। ଏ ଅବସରରେ ଗୀତା ଦ୍ଵାରା ଆଧୁନିକ ସମାଜ ସମୁଚିତ ମାର୍ଗ ଅନୁସରଣ କରିବ ବୋଲି ମୁଖ୍ୟ ବକ୍ତା ରୂପେ ସଂସ୍କୃତ ଭାରତୀ, ପଶ୍ଚିମ ଓଡ଼ିଶା ର ପ୍ରାନ୍ତ ସମ୍ପାଦକ ଅଜିତ କୁମାର ପଣ୍ଡା ମତପୋଷଣ କରିଥିଲେ। 
ସମ୍ମାନିତ ଅତିଥି ଭାବେ ଅର୍ଥନୀତି ବିଭାଗାଧ୍ୟକ୍ଷ ବିଭୂତିଭୂଷଣ ସାହୁ ଆଜିର ଯୁଗରେ, ଯେଉଁଠି ଚାପ, ଅଶାନ୍ତି ଓ ଅସ୍ଥିରତା ବଢ଼ୁଛି, ସେଠାରେ ଗୀତାର ବାଣୀ ଆମ ପାଇଁ ଏକ ଆଲୋକସ୍ତମ୍ଭ ସଦୃଶ। ମୁଖ୍ୟ ଅତିଥି ରୂପେ ପ୍ରଜ୍ଞାନ ମିଶନ, ବଲାଙ୍ଗିର ଜିଲ୍ଲା ସଂଯୋଜକ ଚିତ୍ତରଞ୍ଜନ ଷଡ଼ଙ୍ଗୀ ଗୀତା ଅଧ୍ୟୟନ ଦ୍ଵାରା ବିଦ୍ୟାର୍ଥୀଙ୍କ ସର୍ବାଙ୍ଗୀଣ ଉନ୍ନତି ହୁଏ ବୋଲି ମତବ୍ୟକ୍ତ

କରିଥିଲେ। ବିଶିଷ୍ଟ ଅତିଥି ରୂପେ ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ର ସଂସ୍କୃତ ବିଭାଗାଧ୍ଯକ୍ଷ ଅମରେଶ୍ବର ନାୟକ ଯୋଗଦେଇ ଥିବା ବେଳେ ଉଦ୍ଘାଟନ କାର୍ଯ୍ୟକ୍ରମ ରେ ସ୍ୱାଗତ ଭାଷଣ ସହ ଅତିଥି ପରିଚୟ  ପ୍ରାନ୍ତ ପ୍ରଚାର ପ୍ରମୁଖ ତଥା ଆଦର୍ଶ ବିଦ୍ୟାଳୟ ପଥରଚେପାର ଶେଷଦେବ ମିଶ୍ର, ଉଦ୍ଦେଶ୍ୟ ଜ୍ଞାପନ ପ୍ରାନ୍ତ ସହମନ୍ତ୍ରୀ ଡ଼. ମାନସରଞ୍ଜନ ସାହୁ, ଧନ୍ୟବାଦ ଜ୍ଞାପନ ଶିକ୍ଷକ ବୀରକିଶୋର ସୁନା ଏବଂ ସଭା ସଂଚାଳନ ରୀନା ମିଶ୍ର କରିଥିଲେ। ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀମାନେ ଏ ଅବସରରେ ପୁରସ୍କୃତ ହୋଇଥିଲେ।
ପ୍ରସନ୍ନ ଗଡତ୍ୟା,ଶ୍ୱେତପଦ୍ମା ଷଡ଼ଙ୍ଗୀ, ଆଦର୍ଶ ମହାପାତ୍ର, ଦେବଦତ୍ତ ଦ୍ୱିବେଦୀ,ପଦ୍ମାଳୟା ତ୍ରିପାଠୀ, ପଦ୍ମାବତୀ ଜାଲ, ସ୍ବାଗତିକା ପଟେଲ, ଅର୍ଚ୍ଚନା ତାଣ୍ଡି, ଭାଗିରଥୀ ସାହୁ, ସ୍ୱାଗତିକା ଷଡ଼ଙ୍ଗୀ, ଶକୁନ୍ତଳା ମାଝୀ, ଆନନ୍ଦ କୁମାର ସାହୁ,
ଉର୍ମିଳା ସ୍ବାଇଁ ଆଦି କାର୍ଯ୍ୟକର୍ତ୍ତା ମାନେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like