-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

*ମାଘ ଭୈମୀ ଏକାଦଶୀ ଜାନୁଆରୀ ୨୯ ରେ ଡାବୁଗାଁ ମଣ୍ଡେଇ*

11-Jan-2026



(ମିହିର ଶଙ୍କର ପାତ୍ର)
ପାରମ୍ପରିକ ବୈଠକ ବେହେରନ୍ ର ନିଷ୍ପତ୍ତି ଅନୁସାରେ ଆସନ୍ତା ମାଘ ଭୈମୀ ଏକାଦଶୀ ତିଥିରେ ଜାନୁଆରୀ ୨୯ ତାରିଖ ଦିନ ଡାବୁଗାଁ ଠାରେ ଅନୁଷ୍ଠିତ ହେବ ମାଘ ମଣ୍ଡେଇ। ବୁଧବାର ବଡ଼ ଯାତ୍ରା, ଗୁରୁବାର ମଣ୍ଡେଇ ଏବଂ ଶୁକ୍ରବାର ବାସି ମଣ୍ଡେଇ ପାଳନ କରାଯିବ । ଆସନ୍ତା ୨୨ ତାରିଖ ମାଁ ଦୁହ୍ଲାରଦେଈ ଙ୍କ ଯାତ୍ରା ଅନୁଷ୍ଠିତ ହେବା ପରେ , ବିଧିବଦ୍ଧ ଭାବେ ବିଭିନ୍ନ ଗାଁ ର ଦେବାଦେବୀ ଙ୍କୁ ମଣ୍ଡେଇ ରେ ପବିତ୍ର ଆଗମନ ପାଇଁ ପାରମ୍ପରିକ ନିମନ୍ତ୍ରଣ ଦିଆ ଯିବ ।  ଏମ୍ ଆପା ରାଓ, ଦେବରାଜ ପାତ୍ର, ରଣଜିତ୍ ଘଡେ଼ଇ ପ୍ରମୁଖ ବରିଷ୍ଟ ନାଗରିକ ଙ୍କ ଉପସ୍ଥିତି ରେ ଡାବୁଗାଁ ମଣ୍ଡେଇ କମିଟି ପାଇଁ ସରପଞ୍ଚ ବିନୋଦ ସୌରାଙ୍କୁ ସଭାପତି, ସତ୍ୟ ରଞ୍ଜନ ପାତ୍ରଙ୍କୁ ଉପସଭାପତି, ଡଙ୍ଗରିଗୁଡା ସରପଞ୍ଚ ରାମ କୁମାର ଗଣ୍ଡ ଓ ପାପନା ରେଲି ଙ୍କୁ ସଂପାଦକ ଓ ସୁରେନ୍ଦ୍ର ରେଲିଙ୍କୁ ସହ ସଂପାଦକ ଭାବେ ମନୋନୀତ କରାଯାଇଛି । ସୂର୍ଯ୍ୟବଂଶୀ ଯୁବକ ସଂଘ ସଭାପତି ବିଶ୍ବ ରଞ୍ଜନ ପାତ୍ର, କୁନୁ ପାତ୍ର, ମନୁ ରେଲି, ପୂର୍ଣ୍ଣ ପୂଜାରୀ, ତୁଳା ବିଷୋୟୀ ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like