-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଖେଳ

ବଲାଙ୍ଗୀର ଫ୍ରେଣ୍ଡ କ୍ଲବ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ଝାରସୁଗୁଡାକୁ ହରାଇ ବରଗଡ ଚମ୍ପିୟାନ

11-Jan-2026



ବଲାଙ୍ଗିର- ସ୍ଥାନୀୟ ପୃଥ୍ୱୀରାଜ ହାଇସ୍କୁଲ ଖେଲ ପଡିଆ ଠାରେ ବଲାଙ୍ଗିର ଫ୍ରେଣ୍ଡ କ୍ଲବ ପକ୍ଷରୁ ତୃତୀୟ ରାଜ୍ୟସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି । ଏହି ଅବସରରେ କ୍ଲବର ସଭାପତି ଲୋଟସ୍ ଷଡଙ୍ଗୀଙ୍କ ସଭାପତିତ୍ୱରେ ମୂଖ୍ୟ-ଅତିଥି ଭାବରେ ବଲାଙ୍ଗିର ଲୋକସଭା ସାଂସଦ ସଂଗୀତା କୁମାରୀ ସିଂହଦେଓ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବରେ ପୂର୍ବତନ ମନ୍ତ୍ରୀ ଟୁକୁନୀ ସାହୁ, ବଲାଙ୍ଗିର ପୌରପରିଷଦର କାର୍ଯ୍ୟନିବାହୀ ଅଧିକାରୀ ସନ୍ତୋଷ କୁମାର ବେହେରା, ଟାଉନ ଥାନା ଅଧିକାରୀ ଅବନି ସାହୁ, ଡିପିଇଓ ପ୍ରଦୀପ ପାତ୍ର, ବିଜେପି ବରିଷ୍ଠ ନେତା ଗୋପାଲଜୀ ପାଣିଗ୍ରାହୀ, ସାଂସଦଙ୍କ ନୋମିନୀ ଦୀନେଶ ଶର୍ମା ଓ କ୍ଲବର ସାଧାରଣ ସଂପାଦକ ଜଗନ୍ନାଥ ମିଶ୍ର ମଂଚାସୀନ ଥିଲେ । ଆଜିର ଏହି ଫାଇନାଲ ଖେଳକୁ ସନଜନ କୁଦେଇ, ସୁଦରର୍ଶନ ସେଠ୍‌, ଅବଦୁଲ ମୁଜିବ, ଜ୍ୟୋତି ମହାନନ୍ଦ ଖେଳକୁ ପରିଚାଳନା କରିଥିବା ବେଳେ ମ୍ୟାଚ କମିସନର ଭାବରେ ସୁନୀଲ ଚନ୍ଦ୍ର ବିଶ୍ୱାଲ ରହିଥିଲେ । ସାଂସଦ ଶ୍ରୀମତୀ ସିଂହଦେଓଙ୍କୁ ଲୋକସଭା ସଂସଦୀୟ ଶ୍ରେଷ୍ଠ ୨୦୨୫ ମାନ୍ୟତା ପାଇଥିବାରୁ ତାଙ୍କୁ ଏହି ଅବସରରେ କମିଟୀ ପକ୍ଷରୁ ଆଜି ସମ୍ମନୀତ କରାଯାଇଥିଲା। ଦୀର୍ଘ ବର୍ଷ ତଥା ସର୍ବପୂରାତନ ପଡିଆ ପୃଥ୍ୱୀରାଜ ହାଇସ୍କୁଲ ପଡିଆକୁ ଉନ୍ନତି ପାଇଁ କ୍ଲବ ପକ୍ଷରୁ ଦାବି କରାଯାଇଥିଲା । ଏହି ଦାବିକୁ ଗ୍ରହଣ କରି ଆଗାମୀ ଦିନରେ ଏହି ଖେଳ ପଡିଆକୁ ସାଂସଦ ପାଣ୍ଠିରୁ ଆର୍ନ୍ତଜାତୟ  ପଡିଆ ଭଳି ତିଆରି କରାଯିବ ବୋଲି ଖେଳ ପଡିଆର ସଧାରଣ ସଭାରେ ପ୍ରତିଶୃତି ଦେଇଥିଲେ ସାଂସଦ ଶ୍ରୀମତୀ ସିଂହଦେଓ । ଚଳିତ ବର୍ଷର ଖେଳରେ ପଡିଆର ଉନ୍ନତିକରଣ ଓ ସାହାର୍ଯ୍ୟକୁ ନେଇ ପୌରାଧ୍ୟକ୍ଷ ଲିକା ସାହୁ ଓ ପୌରନିର୍ବାହୀ ଅଧିକାରୀ ଶ୍ରୀ ବେହେରାଙ୍କୁ ଆଜିର ମଂଚାସୀନ ଅତିଥିମାନଙ୍କ ସମ୍ମୁଖରେ ଧନ୍ୟବାଦ ସହ ପୌରପରିଷଦର କର୍ମାଚାରୀ ମାନଙ୍କୁ ଅତିଥିମାନଙ୍କୁ ଦ୍ଵାରା  ସମ୍ମାନୀତ କରାଯାଇଥିଲା । ଆଜିର ଏହି ଫାଇନାଲ ଖେଳରେ ଝାରସୁଗୁଡା ଦଳକୁ ବରଗଡ ଦଳ ୪-୦ ଗୋଲ ଦେଇ ବରଗଡ ଦଳ ବିଜୟୀ ହୋଇଥିଲା । ବରଗଡ ଦଳ ଚମ୍ପିଆନ ଟ୍ରଫି ସହ ୫୦ ହଜାର ନଗଦ ଟଙ୍କା ପାଇଥିବା ବେଳେ ଝାରସୁଗୁଡା ଦଳ ଟ୍ରଫି ସହ ୩୦ ଜହାର ଟଙ୍କା ନଗଦ ପାଇ ଉପବିଜେତା ହୋଇଥିଲା । ଆଜିର ଏହି ଖେଳରେ ମ୍ୟାନ ଅପ ଦ ସିରିଜ ଝାରସୁଗୁଡା ଦଳର ପ୍ରହଲ୍ଲାଦ ଓରା ପାଇଥିବା ବେଳେ ମ୍ୟାନ ଅପ ଦି ମ୍ୟାଚ ବରଗଡ ଦଳର ବିଦେଶୀ ଖେଳାଳୀ ମୁନଡେ ପାଇଥିଲେ । ଉଦ୍‌ଯାପନୀ ଦିନରେ ଲଟରୀ ଉଠାଣରେ ଡୁମେରପାଲିର ଉଜ୍ଜଲ ବେହେରା  ଏକ ସାଇକେଲ ଅତିଥିମାନଙ୍କ ଦ୍ୱାର କମିଟୀ ପକ୍ଷରୁ ଦିଆଯାଇଥିଲା ।ବିଶିଷ୍ଠ କ୍ରିଡାବିତ ଜିଲ୍ଲା କ୍ରିଡା ସାଂସଦର ଫୁଟବଲ ସମ୍ପାଦକ ଶରତ କୁମାର ନନ୍ଦ, ମ୍ୟାଚ-କମିଶନର ଶୁନୁଲ ଚନ୍ଦ୍ର ବିଶ୍ୱାଲ, କ୍ରୀଡା ସାଂସଦର ପୂର୍ବତନ କାର୍ଯ୍ୟକାରୀ ସଭାପତି ତଥା ପୂର୍ବତନ ଲୁଇସିଂହା ବିଧାୟକ ରମାକାନ୍ତ ସେଠ୍ ,କ୍ରିଡା ସାଂସଦର କୋଷାଧ୍ୟକ୍ଷ ହେମନ୍ତ ବେହେରା,ଜାତୀୟ ବେଡମିନଟଂନ ଖେଳାଳି ସୌରଭ ପଟେଙ୍କୁ ଅତିଥିମାନଙ୍କ ଦ୍ୱାରା ସମ୍ମାନୀତ କରାଯାଇଥିଲା ।  ପବିତ୍ର ଖୁଣ୍ଟିଆ, ମଧୁ ବନଛୋର, ଲକ୍ଷ୍ମୀ ସ୍ୱାଇଁ, ଆକାଶ ମିଶ୍ର, କିଶୋର ଦଣ୍ଡସେନା, ମନୋଜ କୁମାର ମିଶ୍ର, ପୃଥ୍ୱୀରାଜ ବରାଡ, ଦେବେନ ପାତ୍ର, ପୂର୍ଣ୍ଣ ତ୍ରୀପାଠୀ, ଟିକୁ ପାରିଚ୍ଛା, ସନତ ତ୍ରୀପାଠୀ, ଯତୀନ୍ଦ୍ର ମିଶ୍ର, ଅରୋରଞ୍ଜନ ମହାପାତ୍ର, ସୋମନାଥ ମିଶ୍ର, ଗୋବିନ୍ଦ ଶତପଥୀ, ସଞ୍ଜୀବ ସାହୁ, ସରୋଜ ସାହୁ, ରାମ ନାଏକ, ସୋନୁ ପଟ୍ଟନାୟକ, ନିତ୍ୟ ପଧାନ, ସରୋଜ ସାହୁ, ବିକାଶ ସା, ବିଦ୍ୟା ସାହୁ, ପ୍ରଦୀପ ସାହୁ, ଅରୁଣ ପଧାନ, ଶୁସାନ୍ତ ନେଗୀ ପ୍ରମୁଖ ସହେଯାଗ କରିଥିବା ବେଳେ ଶହସ୍ରାଧୀକ ଦର୍ଶକ ଉପସ୍ଥିତ ରହି ଖେଳାଳୀମାନଙ୍କୁ ଉତ୍ସହିତ କରିଥିଲେ । ଶେଷରେ ସମ୍ପାଦକ ଶ୍ରୀ ମିଶ୍ର ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like