-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ସାହିତ୍ୟ ଅକାଦେମି ଓ ଉତ୍କଳ ସାହିତ୍ୟ ସମାଜ ମିଳିତ ଆନୁକୂଲ୍ୟରେ କବି ବିଦ୍ୟୁତପ୍ରଭା ଦେବୀ ଜନ୍ମ ଶତବାର୍ଷିକୀ ଆଲୋଚନାଚକ୍ର

11-Jan-2026



କଟକ(ପ୍ରେରଣା ଖବର): ସାହିତ୍ୟ ଅକାଦେମି ଓ ଉତ୍କଳ ସାହିତ୍ୟ ସମାଜ ମିଳିତ ଆନୁକୂଲ୍ୟରେ କବି ବିଦ୍ୟୁତପ୍ରଭା ଦେବୀ ଜନ୍ମ ଶତବାର୍ଷିକୀ ଆଲୋଚନାଚକ୍ର ରବିବାର ଦିବସବ୍ୟାପୀ ଶତାବ୍ଦୀ ଭବନରେ ଅନୁଷ୍ଠିତ ହୋଇଯାଇଛି । ସାହିତ୍ୟ ଅକାଦେମିର ଓଡ଼ିଆ ଉପଦେଷ୍ଟା ମଣ୍ଡଳୀ ଆବାହକ ଗୌରହରି ଦାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ଘାଟନ ଅଧିବେଶନରେ ବିଶିଷ୍ଟ ଲେଖିକା ବନଜ ଦେବୀ ଉଦ୍ଘାଟିକା ଓ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ ସଦସ୍ୟ ସଚ୍ଚିଦାନନ୍ଦ ମହାନ୍ତି ମୁଖ୍ୟ ଅତିଥି ରୂପେ ଯୋଗଦେଇ ବିଦ୍ୟୁତପ୍ରଭାଙ୍କ କବିତା କାଳେକାଳେ ହୃଦୟକୁ ଦ୍ରବୀଭୂତ କରୁଥିବ ବୋଲି ମତବ୍ୟକ୍ତ କରିଥିଲେ । ଏହି ଅଧିବେଶନରେ ବିଶିଷ୍ଟ ଲେଖିକା

ଜୟନ୍ତୀ ରଥ ମୂଳ ଭାଷଣ ପ୍ରଦାନ କରିଥିଲେ । ସାହିତ୍ୟ ଅକାଦେମିର ସହାୟକ ସଂପାଦକ କ୍ଷେତ୍ରବାସୀ ନାଏକ ସ୍ୱାଗତ ଭାଷଣ, ଉତ୍କଳ ସାହିତ୍ୟ ସମାଜର ସଭାପତି ଗୋବିନ୍ଦ ଚନ୍ଦ୍ର ଚାନ୍ଦ ପ୍ରାରମ୍ଭିକ ସୂଚନା ଓ ସାଧାରଣ ସଂପାଦକ ରାଜୀବ କୁମାର ଷଡ଼ଙ୍ଗୀ ଧନ୍ୟବାଦ ପ୍ରଦାନ କରିଥିଲେ । ସେହିପରି ବିଶିଷ୍ଟ କବି ଅମରେଶ ପଟ୍ଟନାୟକଙ୍କ ପୌରୋହିତ୍ୟରେ ପରବର୍ତ୍ତୀ ତଥା ପ୍ରଥମ ଅଧିବେଶନ ଅନୁଷ୍ଠିତ ହୋଇଥିଲା । ଏଥିରେ ବିଶିଷ୍ଟ କବି ଗୌତମ ଜେନା, ବିଶିଷ୍ଟ କବି ଜ୍ଞାନୀ ଦେବାଶିଷ ମିଶ୍ର ଓ ଗଙ୍ଗାଧର ରଥ ଫାଉଣ୍ଡେସନ୍ ସଂପାଦିକା ସୁସ୍ମିତା ରଥ ବିଦ୍ୟୁତପ୍ରଭାଙ୍କ ସଂପର୍କିତ ପ୍ରବନ୍ଧ ପାଠ କରିଥିଲେ । ଧନ୍ୟବାଦ ଅର୍ପଣ କରିଥିଲେ ଉତ୍କଳ ସାହିତ୍ୟ ସମାଜର ଉପସଭାପତି ବ୍ରହ୍ମାନନ୍ଦ ବିଶ୍ୱାଳ । ଦ୍ୱିତୀୟ ତଥା ଶେଷ ଅଧିବେଶନ ଅନୁଷ୍ଠିତ ହୋଇଥିଲା ବିଶିଷ୍ଟ କବି ରଞ୍ଜିତା

ନାୟକଙ୍କ ଅଧ୍ୟକ୍ଷତାରେ । ଏଥିରେ ପ୍ରବନ୍ଧ ପାଠ କରିଥିଲେ ବିଶିଷ୍ଟ ସାରସ୍ୱତ ସାଧିକା ବୈଜୟନ୍ତୀ ନାୟକ, କବିତା ବାରିକ ଓ ସଂଜିତା ମିଶ୍ର । ଧନ୍ୟବାଦ ଦେଇଥିଲେ ଉତ୍କଳ ସାହିତ୍ୟ ସମାଜର ସଂଗଠନ ସଂପାଦକ ଶଶିକାନ୍ତ ରାଉତ । ସବୁ ଅଧିବେଶନରେ ପଠିତ ପ୍ରବନ୍ଧ କବି ବିଦ୍ୟୁତପ୍ରଭାଙ୍କ ଜୀବନ ଓ ସୃଜନର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲା । ଏହି ଉପଲକ୍ଷେ ଦେଢ଼ଶହରୁ ଅଧିକ ସାହିତ୍ୟିକ ଓ ସାହିତ୍ୟପ୍ରେମୀ ଯୋଗଦାନ କରିଥିବା ବେଳେ ସାହିତ୍ୟ ଅକାଦେମିର ପୁସ୍ତକ ପ୍ରଦର୍ଶନୀ ଓ ବିକ୍ରୟ ବ୍ୟବସ୍ଥା ମଧ୍ୟ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like