-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଦେଓଗାଁ ରେ ଲୋକଙ୍କ ସମସ୍ୟା ଶୁଣିଲେ ନରସିଂହ

12-Jan-2026



ଦେଓଗାଁ(ଅନ୍ତର୍ଯ୍ୟାମୀ ସାହୁ): ଦେଓଗାଁ ବ୍ଲକର ଦେଓଗାଁ କୁ ଯାଇ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ଲୋକଙ୍କ ଠାରୁ ସେମାନଙ୍କ ଅଭାବ ଅସୁବିଧା ତଥା ସ୍ଥାନୀୟ ସମସ୍ୟା ଉପରେ ଅଭିଯୋଗ ଶୁଣିଥିଲେ । ବିଶେଷ କରି ଗତ ଦୁଇ ବର୍ଷ ହେଲା ବ୍ଲକ ପରିଚାଳନାରେ ସମସ୍ୟା ଯୋଗୁଁ ଦେଓଗାଁ ଲୋକେ ଅନେକ ସମସ୍ୟା ଦେଇ ଗତି କରୁଛନ୍ତି । ଲୋକେ ଅଭିଯୋଗ କରିଥିଲେ ଯେ ବ୍ଲକ କର୍ତ୍ତୃପକ୍ଷ ତଥା କର୍ମଚାରୀ ପ୍ରତ୍ୟେକ କାମ ପାଇଁ ଲୋକଙ୍କୁ ବାରମ୍ବାର ଆସିବା ପାଇଁ କହୁଛନ୍ତି । କୌଣସି ସରକାରୀ ଯୋଜନାରେ ହିତାଧିକାରୀ ହୁଅନ୍ତୁ କି କୌଣସି ଉନ୍ନୟନମୂଳକ ପ୍ରକଳ୍ପ ହେଉ ସବୁଥିରେ ଦୁର୍ନିତିର ଛାପ ପଡୁଛି । ବିନା ଦୁର୍ନିତିରେ କୌଣସି ଫାଇଲ ଆଗକୁ ବଢୁନାହିଁ ବୋଲି ଅନେକ ଲୋକ ଅଭିଯୋଗ କରିଥିଲେ । ଏ ସବୁଥିରେ ନିର୍ବାଚିତ ପ୍ରତିନିଧିଙ୍କ ସହ ଅଧିକାରୀ ଓ କର୍ମଚାରୀମାନେ ମଧ୍ୟ ସାମିଲ ଥିବାର ଅଭିଯୋଗ କରିଥିଲେ । ଦେଓଗାଁ ଅଂଚଳରେ ଧାନ କିଣା ଅଚଳାବସ୍ଥା ଆଜି ପର୍ଯ୍ୟନ୍ତ ଜାରି ରହିଛି । ମଣ୍ଡି ଗୁଡିକରେ ଧାନ ପଡି ରହୁଥିବାର ଚାଷୀମାନେ ଅଭିଯୋଗ କରିଥିଲେ । ରାସ୍ତାଘାଟ ମରାମତି ଠିକ୍ ସମୟରେ ହୋଇ ପାରୁନାହିଁ । ବିଜୁଳି ସମସ୍ୟା ଦେଖାଦେଉଛି । ପିଇବା ପାଣି ପାଇଁ ଲୋକେ ଏବେ ଠୁ ଅସୁବିଧା ସମ୍ମୁଖିନ ହେଉଛନ୍ତି । ଏ ସବୁ ଶୁଣିଲା ପରେ ପୂର୍ବତନ ଆଇନମନ୍ତ୍ରୀ ଶ୍ରୀ ମିଶ୍ର ଉଚ୍ଚ ପଦସ୍ତ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରି ଦୁର୍ନିତିଖୋର ଅଧିକାରୀ ଲୋକ ପ୍ରତିନିଧି ଙ୍କ ବିରୁଦ୍ଧରେ ପଦକ୍ଷେପ ନେବା ପାଇଁ କହିବା ସହ ଯାହା କିଛି ବୋଲି ଲୋକେ ସମସ୍ୟା ସମ୍ମୁଖିନ ହେଉଛନ୍ତି ସେ ସବୁର ସମାଧାନ ଦିଗରେ ମଧ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ ସହିତ ଆଲୋଚନା କରି ତାହାର ବାଟ ବାହାର କରିବେ ବୋଲି କହିଥିଲେ । ଆଜିର ଏହି ଆଲୋଚନା ସମୟରେ ମଦନ ସାହୁ, ଆର୍ତ୍ତ ଘିବେଲା, ହୃଦାନନ୍ଦ ଗଡତ୍ୟା, ମାର୍କଣ୍ଡ ମେହେର, କାନ୍ତେଶ୍ୱର ପ୍ରଧାନ, ରାମଜି ପାଣ୍ଡେ, ପପୁ ପାତ୍ର, ଚାଷିନେତା କୁନା ସାହୁ, ଆଲ୍ଲାଦ ମେଲ୍ଲି, କୈଳାସ ବେହେରା, ଆଶିଷ ବାରିକ, ପିଣ୍ଟୁ ପୋଡ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like