-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ମଣ୍ଡିରେ ଅଳ୍ପ ଉଠୁଛି ଧାନ ଲେପ୍ସ ହେବାରେ ଲାଗିଛି ଶତାଧିକ ଚାଷୀ ଙ୍କ ଟୋକନ

12-Jan-2026



ନର୍ଲା (ଚିନ୍ତାମଣି ନାଏକ)
ବର୍ତମାନ ନର୍ଲା ବ୍ଲକ ର ବିଭିନ୍ନ ପ୍ୟାକ୍ସ ଜରିଆରେ ସରକାର ଧାନ କିଣୁଥିବା ବେଳେ ଧାନ କିଣା ରେ ବ୍ୟାପକ ଅବ୍ୟବସ୍ଥା ଦେଖିବାକୁ ମିଳୁଛି ନର୍ଲା ବ୍ଲକ ର ବିଭିନ୍ନ ମଣ୍ଡିରେ ଶହ ଶହ କୁଣ୍ଟାଲ ଧାନ ବିକ୍ରି ପାଇଁ ଆସିଥିବା ବେଳେ ଟୋକନ ପାଇଥିବା ଚାଷୀ ଙ୍କ ଧାନ ମଣ୍ଡି ରୁ ଉଠୁ ନ ଥିବା ରୁ ଚାଷୀ ମାନେ ନାହିଁ ନ ଥିବା ଅସୁବିଧା ର ସମ୍ମୁଖୀନ ହେଉଥିବା ଅଭିଯୋଗ ହେଉଛି! ଏପରିକି ଚାଷୀ ମାନେ ମଣ୍ଡିରେ ଧାନ ପକାଇ ଚଳିତ ମାସ ହାଡ଼ ଭଙ୍ଗା ଶୀତ ରେ ଖୋଲା ଆକାଶ ତଳେ ଆଠ ରୁ ଦଶ ଦିନ ରାତିରେ ଶୋଉଥିବା ଦେଖିବାକୁ ମିଳୁଛି ଏବଂ କିଛି ଚାଷୀ ଙ୍କ ଟୋକନ ଅବଧି ଶେଷ ହେବା ପର୍ଯ୍ୟନ୍ତ ମଣ୍ଡିରୁ ଧାନ ଉଠୁ ନ ଥିବା ଅଭିଯୋଗ ହେଉଛି ତତ ସହିତ ମିଲର୍ସ ମାନେ ପର୍ଯ୍ୟାପ୍ତ ଅଖା ବସ୍ତା ନ ଦେବା ଫଳରେ ଚାଷୀ ମଣ୍ଡିକୁ ଧାନ ଆଣିବାରେ ବିଳମ୍ବ ଘଟୁଛି ମିଲର୍ସ ଏବଂ ପେକ୍ସ ମାନଙ୍କ ର ବ୍ୟାପକ ଅବ୍ୟବସ୍ଥା ହେତୁ ଚାଷୀ ଙ୍କ ଦୁଃଖ ଦିନକୁ ଦିନ ବଢ଼ି ଚାଲିଛି ଫଳରେ ଚଷୀ ମହଲ ରେ ଗଭୀର ଅସନ୍ତୋଷ ପ୍ରକାଶ ପାଇଛି ସେପଟେ ଅବ୍ୟବସ୍ଥା ବିଷୟରେ ପ୍ୟାକ୍ସ ସମ୍ପାଦକ ମାନଙ୍କୁ ପଚାରିବାରୁ ଯାହାର ଧାନ ବିକ୍ରି ଟୋକନ ଲେପ୍ସ ହେବାରେ ବସିଛି ତାକୁ ଅବଧି ବଢ଼ାଯାଇ ପାରିବ ଏବଂ ପ୍ୟାକ୍ସ ର ଅଖା ବସ୍ତା କିଛି ମିଲର୍ସ ଠିକ ଠାକ ସମୟ ଫେରାଉ  ନ ଥିବାରୁ ଚାଷୀ ଙ୍କୁ ଆବଶ୍ୟକତା ଅନୁଯାୟୀ ଅଖା ବସ୍ତା ମିଳୁ ନ ଥିବା ସ୍ୱୀକାର କରିଥିବା ସୂଚନା ରହିଛି! ଅପର ପକ୍ଷ ରେ ଚାଷୀଙ୍କ ଅଭିଯୋଗ ଅନୁଯାଇ ମଣ୍ଡି ସମସ୍ୟା ପାଇ ନିର୍ବାଚିତ ପ୍ରତିନିଧି ମାନଙ୍କୁ ଦାୟି କରିବାସହ ଭୋଟ ନେବା ପରେ ତାଙ୍କର ଦେଖା ମିଳୁନ ଥିବା କହିଛନ୍ତି! ଯଦି ଏଭଳି  ସମସ୍ୟା ଲାଗିରହେ ତାହେଲେ ଚାଷୀ ବାଧ୍ୟ ହୋଇ ରାଜରାସ୍ତା କୁ ଓ଼ଲ୍ଳେହେଇ ଵେ ବୋଲି ପ୍ରକାଶ କରିଛନ୍ତିଏଣୁ ଏ ଦିଗରେ ଜିଲ୍ଲାପାଳ ସ୍ୱତନ୍ତ୍ର ଦୃଷ୍ଟି ଦେଇ ଚାଷୀ ଙ୍କ ସମସ୍ୟା ତୁରନ୍ତ ସମାଧାନ ପାଇଁ କୃଷକ ନେତା ଦୁର୍ଯ୍ୟୋଧନ କୁମାର ଙ୍କ ସମେତ ଘନସ୍ୟାମ ମାଝୀ, ଟଙ୍କଧର ମାଝୀ, ଦିପୁ ପାତ୍ର, ବିନୋଦ ବିହାରୀ ଭଞ୍ଜ, ଧରଣୀ ଧର ଧଙ୍ଗଡା ମାଝୀ ପ୍ରମୁଖ ଦାବି ଜଣାଇଛନ୍ତି.


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like