-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ଜିଲ୍ଲା

ନିର୍ଝରିଣୀ ତରଫରୁ ବନ୍ଦେ ମାତରମ କାର୍ଯ୍ୟକ୍ରମ ଅନୁଷ୍ଠିତ

12-Jan-2026



କଣ୍ଟାବାଞ୍ଜି: କଣ୍ଟାବାଞ୍ଜିର ଅଗ୍ରଣୀ ଅନୁଷ୍ଠାନ ନିର୍ଝରିଣୀ ତରଫରୁ ସ୍ଥାନୀୟ ସିଗନାଲ ପଡାରେ ନିଆରା ସମ୍ପର୍କ ପିଲାଙ୍କ ମୁହଁରେ ହସ କାର୍ଯ୍ୟକ୍ରମ ମାଧ୍ୟମରେ ଜାତୀୟ ଯୁବ ଦିବସ ଓ ବନ୍ଦେ ମାତରମର ୧୫୦ତମ ବର୍ଷ ପୂର୍ତ୍ତି ଉତ୍ସବ ପାଳିତ ହୋଇଥିଲା।ଅନୁଷ୍ଠାନର ସଭାପତି ରାମଚନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ସେବା ନିବୃତ୍ତ ମେଜର କମଳ କିଶୋର ବେହେରା ମୁଖ୍ୟ ଅତିଥି, ପ୍ରଶାସନିକ ଅଧିକାରୀ ସନ୍ତୋଷ ନାଗ ମୁଖ୍ୟବକ୍ତା ଭାବରେ ଯୋଗ ଦେଇଥିଲେ।ସମ୍ପାଦକ ବିରଞ୍ଚି ନାରାୟଣ ଦାଶ ସଭା ପରିଚାଳନା ଓ ଉପସଭାପତି ସୂର୍ଯ୍ୟକାନ୍ତ ରଣା ଧନ୍ୟବାଦ ଅର୍ପଣ କରିଥିଲେ।କଣ୍ଠଶିଳ୍ପୀ ଗଣପତି ବେହେରା, ତୁଷାର ବଡଜେନା, ଅଞ୍ଜଳି ମାଝୀ, ଦୀପା ନାୟକ ବନ୍ଦେ ମାତରମ ରାଷ୍ଟ୍ରୀୟ ଗୀତ ଗାଇଥିଲେ।ଜାତୀୟ ଯୁବ ଦିବସ ଅବସରରେ ମେଟ୍ରିକ ଟପର ସୁଶ୍ରୀ ବର୍ଷାରାଣୀ ଆଚାରୀ,ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ଜୟନ୍ତୀରେ ଦିଲ୍ଲୀ ପାର୍ଲିଆମେଣ୍ଟରେ ବକ୍ତବ୍ୟ ପ୍ରଦାନ କରିଥିବା ରାଜ ଆର୍ଯ୍ୟନ ଦୋରାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।ତାପରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବେଲୁନଫୁଙ୍କା, ପୁଚି, ମ୍ୟୁଜିକ ଚେୟାର ପ୍ରତିଯୋଗିତା କରାଯାଇ ପୁରସ୍କୃତ କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ନରେନ୍ଦ୍ର ସୁନା, ଥମିର ଛତ୍ରିଆ, କିଶୋର ବରିହା,ହେରମ୍ବ ବାଗ,ସବିତା ରଣା,ମଞ୍ଜୁଲତା ଧରୁଆ, ଉମାକାନ୍ତୀ ସରାଫ,ରାଜେନ୍ଦ୍ର ଦୋରା, ରେଣୁକା ବେହେରା, ନବ୍ୟା ସେଠ,ତରୁଣ ସେନ ପୁଟେଲ, ମିଚି ରଣା, ପ୍ରହଲ୍ଲାଦ ରଣା ଆଦି ସହଯୋଗ କରିଥିଲେ।ସେହିପରି ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜାତୀୟ ଯୁବ ଦିବସ ଓ ବନ୍ଦେ ମାତରମ ଉତ୍ସବ ପାଳିତ ହୋଇଥିଲା।ଏହି ଉତ୍ସବରେ ହରିଶଙ୍କର ସାହୁ,ସିଆରସିସି ଧନସିଂ ମାଝୀ, ବିରଞ୍ଚି ନାରାୟଣ ଦାଶ,ମନୋଜ ତାଣ୍ଡୀ, ବିରଞ୍ଚି ଖର୍ସେଲ, ଭବାନୀ ମାଝୀ ଯୋଗ ଦେଇଥିଲେ।ଛାତ୍ରଛାତ୍ରୀ ମାନେ ବନ୍ଦେ ମାତରମ ଗୀତ ଗାଇବା ସହିତ ସଂକଳ୍ପ ନେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like