-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ଜିଲ୍ଲା

ବନ୍ଦେ ମାତରଂ ଧ୍ୱନିରେ ବିନିକା ଉତ୍ସବ ମୁଖର

12-Jan-2026



ବିନିକା(ହିମାଂଶୁ ଶେଖର ପୁଟେଲ)ପଲ୍ଲୀ ଠାରୁ ସହର ସବୁଆଡେ ବନ୍ଦେ ମାତରଂ ଧ୍ୱନି ମୁଖରିତ କରିଥିଲା ଆଜି ଜାତୀୟ ଯୁବ ଦିବସ ପାଳନ ପରିପ୍ରେକ୍ଷୀରେ ବିଭିନ୍ନ ଶିକ୍ଷାନୁଷ୍ଠାନରେ ୧୫୦ତମ ବନ୍ଦେ ମାତରଂ ଧ୍ୱନି ଉଚ୍ଚାରଣ ହୋଇଥିଲା ଛାତ୍ରଛାତ୍ରୀଙ୍କ ଠୁଁ ଆରମ୍ଭ କରି ଶିକ୍ଷକ,ଶିକ୍ଷୟତ୍ରୀ,ଅଧ୍ୟାପକ, ଅଧ୍ୟାପିକା ଏପରିକି ଯୁବ ସଂଗଠକ କର୍ମକର୍ତ୍ତା,ସଚେତନ ନାଗରିକ ମାନେ ମଧ୍ୟ ଏହି ଜାତୀୟ ସଙ୍ଗୀତକୁ ଗାନ କରିଥିବା ଦେଖିବାକୁ ମିଳିଥିଲା ବିନିକା ଅଞ୍ଚଳରେ ।ଏହି ଅବସରରେ ସ୍ଥାନୀୟ ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟକ୍ଷା ରେଖା ପ୍ରଧାନଙ୍କ ନେତୃତ୍ୱରେ ବିଦ୍ୟାଳୟ ଷ୍ଟାଫ ଓ ଅଧ୍ୟୟନରତ ଛାତ୍ରଛାତ୍ରୀ ସାମିଲ ହୋଇ ଯୁବ ଦିବସ ପାଲନ କରିବା ସଙ୍ଗେ ସଙ୍ଗେ ବନ୍ଦେ ମାତରଂ ଗାନ କରାଯାଇଥିଲା ସେହିପରି ସିଦ୍ଧାର୍ଥ ଡିଗ୍ରୀ କଲେଜରେ ମହାଆଡମ୍ବର ସହିତ ଅଧ୍ୟକ୍ଷ ଡ଼ ଧୀରେନ୍ଦ୍ର ନାୟକଙ୍କ ତତ୍ତ୍ୱାବଧାନରେ ସମସ୍ତ ଷ୍ଟାଫ ମିଳିତ ହୋଇ ଜାତୀୟ ସଙ୍ଗୀତ ବନ୍ଦେ ମାତରଂ ଗାନ କରିଥିଲେ ।ଅନ୍ୟ ପକ୍ଷରେ ମହିଳା ଡିଗ୍ରୀ କଲେଜ ଛାତ୍ରୀ ମାନେ ସହର ପରିକ୍ରମା କରି ଯୁବ ସମାଜକୁ ସଚେତନତାର ବାର୍ତା ପ୍ରଦାନ କରିଥିଲେ l ବିନିକା ସହର ସମେତ ଗ୍ରାମାଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠନ,ସ୍ୱେଚ୍ଛାସେବୀ ଅନୁଷ୍ଠାନ ଗୁଡିକରେ ବନ୍ଦେ ମାତରଂ ଗାନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like