-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

*ଚିକିଲିରେ ପାରମ୍ପରିକ ମାଘ ମଣ୍ଡେଇ ପାଳିତ*

13-Jan-2026



)ପ୍ରିୟଦର୍ଶିନୀ ପାତ୍ର)
ଡାବୁଗାଁ ବ୍ଲକ ଅନ୍ତର୍ଗତ ଚିକିଲି ରେ ପବିତ୍ର ପାରମ୍ପରିକ ମାଘ ମଣ୍ଡେଇ ପାଳିତ ହୋଇ  ଯାଇଛି।  କାଳୀ କଙ୍କାଳୁଣୀ ମାଁ, ଭଙ୍ଗାରାମ ଓ ବିଲିମାତା ସମେତ ଗାଁ ର ସମସ୍ତ ଦେବାଦେବୀ ଙ୍କୁ ପାରମ୍ପରିକ ନୈବେଦ୍ୟ ଅର୍ପଣ କରି ଦେବାଦେବୀ ଙ୍କ ଲାଠି, କୁରୁଚି ଏବଂ ବିମାନ ସହ ଶିରା, ପୂଜାରୀ ଓ  ଗଣ୍ୟମାନ୍ୟ ବ୍ୟକ୍ତି ପାରମ୍ପରିକ ବାଦ୍ୟ ର ତାଳେତାଳେ ଯାତ୍ରା ପରିକ୍ରମା କରିଥିଲେ। ତୂଳାରାମ ପୂଜାରୀ, ସଦାଶିବ ପୂଜାରୀ ଓ  ବଳରାମ ପୂଜାରୀ ଦେବାଦେବୀ ଙ୍କ ପୂଜାର୍ଚ୍ଚନା ର ଦାୟିତ୍ଵ ସମ୍ପନ୍ନ କରିଥିଲେ। ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, ହିନ୍ଦୁ ମହାସଂଘ ରାଷ୍ଟ୍ରୀୟ ଅଧ୍ୟକ୍ଷ ସୂର୍ଯ୍ୟବଂଶୀ ଜୟନ୍ତ ପାତ୍ର, କଂଗ୍ରେସ ସଭାପତି ଜି ସାଇ ରାଜୁ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ଭଦର ମାଝୀ, ମଙ୍ଗରାଜ ମାଝୀ, ଲଚୁ ମାଝୀ, ରାମ ଚନ୍ଦ୍ର ଭତ୍ରା, ସନାସିଂ ଗଣ୍ଡା , ଡମୁ ଗୌଡ, ଲକ୍ଷ୍ମୁ ଭତ୍ରା, ପଦ୍ମୁ ଭତ୍ରା, ଗନେଇ ମାଝୀ, କୁମର ଗଣ୍ଡା ପ୍ରମୁଖ ସହ ସ୍ବେଛାସେବୀ ମାନେ ସମସ୍ତ କାର୍ଯ୍ୟକ୍ରମ ର ତଦାରଖ କରିଥିଲେ। ଚିତ୍ତବିନୋଦନ ପାଇଁ ରାତିରେ ଦୁଇଟି ଗୀତିନାଟ୍ୟ ର କାର୍ଯକ୍ରମ ଥିବା ଯୋଗୁଁ ମଣ୍ଡେଇ ହାଟରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like