-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ସରସ୍ବତୀ ନର୍ସିଂ ହୋମ ଉଦଘାଟିତ

13-Jan-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ସହରରେ ସରସ୍ଵତୀ ନର୍ସିଂ ହୋମ ଉଦଘାଟିତ ହୋଇଯାଇଛି। ସୋନପୁର ର ନୂତନ ମୂଖ୍ୟ ଚିକିତ୍ସାଳୟ ପାଖ ବାଏ ପାସ୍ ରାସ୍ତାରେ ଶୁଭାରମ୍ଭ ହୋଇଥିବା ଏ କାର୍ଯ୍ୟକ୍ରମ ରେ ଗତକାଲି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଅତିରିକ୍ତ ସଚିବ ସୂର୍ଯ୍ୟନାରାୟଣ ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନସିଂ ହୋମକୁ ଉଦ୍‌ଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବରେ ପ୍ରଶାସନିକ ଅଧିକାରୀ ଯୁଗଳେଶ୍ୱରୀ ଦାଶ ଯୋଗ ଦେଇଥିଲେ l ପରେ ପରେ ଓଡ଼ିଶା ର ବିଶିଷ୍ଟ ୟୁରୋଲଜିଷ୍ଟ ଡାକ୍ତର ଦତ୍ତେଶ୍ୱର୍ ହୋତା ନର୍ସିଂ ହୋମ ପରିଦର୍ଶନ ରେ ଆସି ଆୟୋଜକ ଡାକ୍ତର ଓ ଉପସ୍ଥିତ ଜନ ସାଧାରଣ ଙ୍କୁ ଉତ୍ସାହିତ କରିଥିଲେ । ଉକ୍ତ ନର୍ସିଂ ହୋମ ରେ ୨୪ ଘଣ୍ଟିଆ ଜରୁରୀ କାଳୀନ ସେବା ସହ ଆମ୍ବୁଲାନ୍ସ ସେବା ଏବଂ ପ୍ରଥମ ପର୍ଯ୍ୟାୟ ରେ ମୂତ୍ର ରୋଗ ବିଭାଗ, ଶଲ୍ୟ ଚିକିତ୍ସା ବିଭାଗ, ସ୍ତ୍ରୀ ଓ ପ୍ରସୂତି ବିଭାଗ ଓ ଶିଶୁ ରୋଗ ବିଭାଗ ଖୋଲିଥିବା ବେଳେ ଅତ୍ୟାଧୁନିକ ଅଲଟ୍ରାସାଉଣ୍ଡ, ସ୍ତ୍ରୀ ରୋଗ ଲାପ୍ରୋସ୍କୋପି, ଅସ୍ଥିଶଲ୍ୟ ଅସ୍ତ୍ରୋପଚାର, ମୂତ୍ର ରୋଗ ଅସ୍ତ୍ରୋପଚାର, ଏସଏନ-ସିୟୁ ଆଣ୍ଡ ଫଟୋଥରାପି, ଲାପ୍ରୋସ୍କୋପି ସର୍ଜରୀ, ୟୁରୋଲଜି ସର୍ଜରୀ, ଭିଆଇପି ଡିଲକ୍ସ ୱାର୍ଡ଼ ଏ ସମସ୍ତ ସୁବିଧା ଉପଲବ୍ଧ ଥିବା ନସିଂ ହୋମର ଏମଡି ରିତୁ ଦାଶ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like