-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ଗଙ୍ଗାଧରଙ୍କ କାବ୍ୟ ସଦା ଝରାଏ ଅମୃତ

13-Jan-2026



ଭୁବନେଶ୍ବର: ସ୍ବଭାବ କବି ଗଙ୍ଗାଧର ମେହେରଙ୍କ କାବ୍ୟଋ ଅମୃତ ଝରିଆସୁଛି l ତାଙ୍କ କବିତାର ମାଧୁର୍ଯ୍ୟ ସର୍ବଦା ପାଠକ ପ୍ରାଣକୁ ମୁଗ୍ଧ କରିଆସିଛି। ସ୍ବଭାବକବିଙ୍କ କାବ୍ୟକବିତା କାଳଜୟୀ l ସାହିତ୍ୟ ଅକାଦେମି ଓ ଗଙ୍ଗାଧର ମେହେର ପ୍ରତିଷ୍ଠାନର ମିଳିତ ଆନୁକୂଲ୍ୟରେ  ଆୟୋଜିତ ‘ଗଙ୍ଗାଧର ମେହେର’ ଶୀର୍ଷକ ଆଲୋଚନାଚକ୍ରରେ ବକ୍ତାମାନେ ଏଭଳି ମତ ପ୍ରକାଶ କରିଛନ୍ତି।
ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଶ୍ରାଦ୍ଧ ଶତବାର୍ଷିକୀ ଅବସରରେ ଆଜି ସ୍ଥାନୀୟ ବୁଦ୍ଧ ମନ୍ଦିର ପ୍ରେକ୍ଷାଳୟଠାରେ କେନ୍ଦ୍ର ସାହିତ୍ୟ ଅକାଦେମି ଓଡ଼ିଆ ଉପଦେଷ୍ଟା ପରିଷଦର ଆବାହକ ଡକ୍ଟର ଗୌରହରି ଦାସଙ୍କ ସଭାପତିତ୍ବରେ ଆୟୋଜିତ ଆଲୋଚନାଚକ୍ରକୁ ବିଶିଷ୍ଟ ସାହିତ୍ୟିକ ପଦ୍ମଶ୍ରୀ ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ର ଉଦ୍ଘାଟନ କରି ଗଙ୍ଗାଧର ସାହିତ୍ୟର ବିଶେଷତ୍ବ ଉପରେ ଆଲୋକପାତ କରିଥିଲେ।   ପ୍ରାକ୍ତନ ରାଜ୍ୟ ନିର୍ବାଚନ ଆୟୋଗ ସଂଜୀବ ଚନ୍ଦ୍ର ହୋତା ମୁଖ୍ୟ ଅତିଥି,  ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟର ପୂର୍ବତନ କୁଳପତି ନରେନ୍ଦ୍ର କୁମାର ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଗଙ୍ଗାଧର ସାହିତ୍ୟର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ। ଏହି ଆଲୋଚନାଚକ୍ରରେ ବିଶିଷ୍ଟ ସାହିତ୍ୟିକ ତଥା ଶିକ୍ଷାବିଦ୍ ଡକ୍ଟର ପ୍ରଫୁଲ୍ଲ କୁମାର ମହାନ୍ତି ମୂଳ ଭାଷଣ ପ୍ରଦାନ କରି ଗଙ୍ଗାଧରଙ୍କ କାବ୍ୟକବିତାର ମୌଳିକତା ଉପରେ ଆଲୋପାତ କରିଥିଲେ। ପ୍ରାରମ୍ଭରୁ  ସାହିତ୍ୟ ଅକାଦେମି କୋଲକାତାର ସହାୟକ ସଂପାଦକ କ୍ଷେତ୍ରବାସୀ ନାଏକ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ଶେଷରେ ଗଙ୍ଗାଧର ମେହେର ପ୍ରତିଷ୍ଠାନର ଅଧ୍ୟକ୍ଷ ମିହିର କୁମାର ମେହେର ଧନ୍ୟବାଦ ଅର୍ପଣ କରିଥିଲେ।  ଆଲୋଚନାଚକ୍ରର ଦ୍ବିତୀୟ ଅଧିବେଶନରେ ପ୍ରଫେସର ମଣୀନ୍ଦ୍ର କୁମାର ମେହେର ସଭାପତିତ୍ବ କରିଥିଲେ। ଏହି ଆଲୋଚନାଚକ୍ରରେ ଡକ୍ଟର ମନୋଜ କୁମାର ପଣ୍ଡା, ଡକ୍ଟର ଶୁକମୁନି ମେହେର, ବିଜୟିନୀ ଶତପଥୀ, ଡକ୍ଟର ସୁଶୀଳ କୁମାର ବାଗ୍  ଯୋଗଦେଇ ପ୍ରବନ୍ଧ ଉପସ୍ଥାପନ କରିଥିଲେ। ଏଅବସରରେ ପ୍ରଫେସର ମଣୀନ୍ଦ୍ର କୁମାର ମେହେରଙ୍କ ରଚିତ ‘ମୁଁ ଗଙ୍ଗାଧରଙ୍କ ଆତ୍ମଜ କହୁଛି’ ପୁସ୍ତକ ଉନ୍ମୋଚିତ ହୋଇଥିଲା। କାର୍ଯ୍ୟକ୍ରମକୁ ନିବେଦିତା ମହାନ୍ତି ପରିଚାଳନା କରିଥିଲେ। ଏହି ଆଲୋଚନାଚକ୍ରରେ ଲେଖିକା ଶକୁନ୍ତଳା ବଳିୟାରସିଂ, ଡକ୍ଟର ଅର୍ଚ୍ଚନା ନାୟକ, ଡକ୍ଟର ଅରବିନ୍ଦ ରାୟ, ଗାଳ୍ପିକ ଦେବପ୍ରସାଦ ଦାଶ, କବି ପ୍ରଦୀପ ବିଶ୍ବାଳ, ବଙ୍ଗାଳି ନନ୍ଦଙ୍କ ସମେତ ବହୁ ବିଶିଷ୍ଟ କବି, ଲେଖକ, ଗବେଷକ, ଛାତ୍ରଛାତ୍ରୀ   ଯୋଗଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like