-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||     

HOME   ଜିଲ୍ଲା

କପସିଲା ୟୁପି ସ୍କୁଲ୍ ଠାରେ ପିଏମ୍‌ଶ୍ରୀ ଉତ୍ସବ ପାଳିତ

14-Jan-2026



ତୁଷୁରା(ପ୍ରେରଣା ଖବର): ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ତୁଷୁରା କ୍ଲଷ୍ଟରର କପସିଲା ୟୁପି ସ୍କୁଲ୍ ଠାରେ ପିଏମ୍‌ଶ୍ରୀ ଉତ୍ସବ ପାଳିତ ହୋଇ ଯାଇଛି। ଏବିଇଓ ରମେଶ ଚନ୍ଦ୍ର ସାମର୍ଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ତୁଷୁରା ଏନ୍‌ଏସି ଅଧ୍ୟକ୍ଷ ଅଜୟ ଜୟଶ୍ବାଲ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରି ଥିଲେ। ସମ୍ମାନିତ ଅତିଥି ଭାବେ ଅବସର ପ୍ରାପ୍ତ ଏବିଇଓ କୈଳାସ କୁମ୍ଭାର, ବିଶିଷ୍ଟ ଶିକ୍ଷାବିତ ରଞ୍ଜିତ ସାହୁ, ଭିଡିସି

ସଭାପତି ବୀରବର ରଣା, ଭିଡିସି ସଂପାଦକ ଭିକାରୀ ରଣା, ଆଲୁମିନି ସଭାପତି ରାମେଶ୍ବର ରଣା, ଭିଇସି ଚେୟାରପରସନ୍ ହେମକାନ୍ତି ରଣା ପ୍ରମୁଖ ଯୋଗ ଦେଇଥିଲେ। ପ୍ରଧାନ ଶିକ୍ଷକ ମନ୍ମଥ ରାଜହଂସ ବିବରଣୀ ପଠନ କରିଥିଲେ। ତୁଷୁରା ବାଳକ ୟୁପି ସ୍କୁଲ୍‌ର ପ୍ରଧାନ ଶିକ୍ଷକ ଆଶୁକବି ଡ. ହେମନ୍ତ କୁମାର ଦାଶ ସଭା ସଞ୍ଚାଳନ କରିଥିଲେ। ସ୍ଥାନୀୟ ବିଦ୍ୟାଳୟର ଛାତ୍ରୀ ମୈଥିଳୀ ରଣା ଓ ସାଥୀ ସ୍ବାଗତ ସଂଗୀତ ପରିବେଷଣ କରିଥିଲେ।ଶେଷରେ ସହକାରୀ ଶିକ୍ଷୟିତ୍ରୀ

ଶକୁନ୍ତଳା ମେହେର ଧନ୍ୟବାଦ ଅର୍ପଣ କରିଥିଲେ। ଉତ୍ସବର ମୁଁଖ୍ଯ ଆକର୍ଷଣ ଫୁଡ୍‌ଷ୍ଟଲ ଥିଲା ଓ ପ୍ରତ୍ୟେକ ବିଦ୍ୟାଳୟର ଛାତ୍ରୀମାନଙ୍କ ଦ୍ବାରା ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମ ଉପସ୍ଥିତ ଦର୍ଶକଙ୍କ ମନ ଜିଣି ପାରିଥିଲା। ସମସ୍ତ କୃତୀ ପ୍ରତିଯୋଗୀ ମାନଙ୍କୁ ଓ ସମସ୍ତ ପ୍ରତିଭାଗୀ ତଥା ସାଂସ୍କୃତିକ ଦଳକୁ ମୋମେଣ୍ଟ ଓ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା। ଏଥିରେ ତୁଷୁରା କ୍ଲଷ୍ଟର ଅଧିନସ୍ଥ ସମସ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିକ୍ଷିକା, ଗାଇଡ ଶିକ୍ଷକ ଶିକ୍ଷିକା, ସ୍ଥାନୀୟ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷିକା, ଭିଇସି ସଦସ୍ୟ ସଦସ୍ୟା ତଥା ଗ୍ରାମବାସୀ ସଂପୂର୍ଣ୍ଣ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026

You Might Also Like