-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||     

HOME   ଜିଲ୍ଲା

କୁଶଙ୍ଗ ରେ ମକର ମିଳନ ଉତ୍ସବ

14-Jan-2026



 ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଳକ ଅନ୍ତର୍ଗତ କୁଶଙ୍ଗ ଗ୍ରାମରେ ମା' ଭଗ୍ରତାରା ସାଂସ୍କୃତିକ କଳାକାର ସଂଘ ଆନୁକୂଲ୍ୟରେ ସ୍ଥାନୀୟ ସାଂସ୍କୃତିକ ଭବନ ପରିସରରେ ମକର ମିଳନ ଉତ୍ସବ ପାଳିତ ହୋଇଯାଇଛି ।ଉକ୍ତ ଅବସରରେ ଅନୁଷ୍ଠିତ ସାଂସ୍କୃତିକ ସଭାରେ ସଂଘର ସଭାପତି ଶ୍ରୀ କରୁଣାକର ବାଗ ଅଧ୍ୟକ୍ଷତା କରିଥିବାବେଳେ କୁଶଙ୍ଗ ସରପଞ୍ଚ ଗୀତାଞ୍ଚଳୀ ପଟେଲ ମୂଖ୍ୟ ଅତିଥି ଏବଂ ସମ୍ମାନିତ ଅତିଥି ଭାବରେ ଲୋଇସିଂହା ବ୍ଳକ କଳାକାର ସଂଘର ସଭାପତି ସରୋଜ ବିଶ୍ଵାଳ, କଳାପ୍ରେମୀ ସରୋଜ ମହାକୁର, ଆଇନଜୀବି ଉବାନୀ ଶଙ୍କର ଭୋଇ, ଆବାହକ ଗୋଲକ ବିହାରୀ ପଟେଲ ମଞ୍ଚାସୀନ ଥିଲେ।

ଚଳିତବର୍ଷ ସ୍ପର୍ଗତ ଦାମୋଦର ଭୋଇ ସ୍ତୃତି ସମ୍ମାନ ବରିଷ୍ଠ ନାଟ୍ୟକଳାକାର ଗୋପାଳ ହୋତା ଏବଂ କୀର୍ତ୍ତନ୍ୟ ଗାୟକ ଦାଶରଥି ଦାଶଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ଦୁତୀୟା ଦେହେରୀ । ଧନ୍ୟବାଦ ଅର୍ପଣ କରିଥିଲେ ପ୍ରେମାନନ୍ଦ ପଟେଲ । ସଂଘର ଶତାଧିକ କଳାକାର ମାନଙ୍କ ଦ୍ଵାରା ବିଭିନ୍ନ କଳା ଯଥା କରମସାନୀ,

ସଂଚାର, ଦଣ୍ଡନୃତ୍ୟ, ଭଜନ, କୃଷ୍ଣଲୀଳା, ବଂଶୀବାଦନ, ସମ୍ବଲପୁରୀ ନୃତ୍ୟ ଆଦି ଲୋକକଳା ପ୍ରଦର୍ଶନ କରିଥିଲେ । ସାଂସ୍କୃତିକ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ପ୍ରେମାନନ୍ଦ ପଟେଲ, ଉଦ୍ଧବ ସା,ସହଯୋଗ କରିଥିଲେ ସଂଘର ଉପସଭାପତି ସୁବଳ ଖଟୁଆ,ସଂପାଦକ ଗୋପାଳ ହୋତା, ସହ-ସଂପାଦକ ଦାଶରଥି ଦାଶ, ସାରଙ୍ଗଧର ରାଉତ, ଉଦ୍ଧବ ବେହେରା, ଲୋକନାଥ ପଟେଲ । ସାଂସ୍କୃତିକ କାର୍ଯ୍ୟକ୍ରମକୁ ଶହଶହ ସଂଖ୍ୟାରେ ଦର୍ଶକ ଉପଭୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026

You Might Also Like