-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||     

HOME   ଜିଲ୍ଲା

ଲେଖକ ପରିଷଦ ତରଫରୁ ବ୍ଯାସ କବି ଫକୀର ମୋହନ ସେନାପତିଙ୍କ ଜୟନ୍ତୀ

14-Jan-2026



ବଲାଙ୍ଗୀର(ପ୍ରେରଣା ଖବର)ବଲାଙ୍ଗୀର ଜିଲ୍ଲା ଲେଖକ ପରିଷଦ ତରଫରୁ ଆଜି ସ୍ଥାନୀୟ ମାଉସୀ ମା ମନ୍ଦିର ଠାରେ ବ୍ଯାସ କବି ଫକୀର ମୋହନ ସେନାପତିଙ୍କ ଜୟନ୍ତୀ ପାଳିତ ହୋଇଯାଇଛି l ପରିଷଦର ସଭାପତି ମଲୟ ମିଶ୍ରଙ୍କ ଆବାହକତ୍ବରେ ଅନୁଷ୍ଠିତ ଏହି ଉତ୍ସବର ଆରମ୍ଭରେ ଫକୀର ମୋହନଙ୍କ ଫଟୋ ଚିତ୍ରରେ ଧୂପଦୀପ ଓ ପୁଷ୍ପ ମାଲ୍ୟାର୍ପଣ ଅର୍ପଣ କରାଯାଇଥିଲା l ଅନ୍ୟ ମାନଙ୍କ ମଧ୍ୟରେ ସଂଘର ସମ୍ପାଦକ କପିଳେଶ୍ଵର ଖମାରୀ, ଉପସଭାପତି ମୁରଲି ଧାରୀ ପତି, ସହସମ୍ପାଦକ ମହେନ୍ଦ୍ର ଦର୍ଜି, ଯୁଗ୍ମସଂପାଦକ ରଘୁ ନନ୍ଦନ ସିଂହ କୋଷାଧ୍ୟକ୍ଷ ଅଜିତ କୁମାର ମହାନ୍ତି ଙ୍କ ସମେତ ଆଡ଼ଭୋକେଟ ଅଶୋକ ରାଉତ, ବରିଷ୍ଠ ସାମ୍ବାଦିକ ମହେନ୍ଦ୍ର ପଧାନ, ରାଧାକ୍ରିଷ୍ଣ ମିଶ୍ର,  କବି ହୃଷୀକେଶ ପୁରୋହିତ, ନବକିଶୋର ବେହେରା,  ଧନମତ ପାଣିଗ୍ରାହୀ, ରାମ ଶଙ୍କର ସତପଥୀ, କ୍ଷମାନିଧି  ମିଶ୍ର ପ୍ରମୂଖ ଯୋଗ ଦେଇ ଫକୀର ମୋହନ ସେନାପତିଙ୍କ କାଳଜୟୀ ଉପନ୍ୟାସ ଉପରେ ଆଲୋଚନା କରିଥିଲେ l ସାମ୍ପ୍ରତିକ ପରିସ୍ଥିତିରେ ମଧ୍ୟ ବ୍ଯାସ କବି ଫକୀର ମୋହନଙ୍କ ଲେଖନୀର  ପ୍ରାସଙ୍ଗିକତା ରହିଛି ଏବଂ କବି ଙ୍କ ଲେଖନୀ ଓଡ଼ିଆ ସାରସ୍ଵତ ଜଗତକୁ ରୁଦ୍ଧିମନ୍ତ କରିଛି ବୋଲି ବକ୍ତା ମାନେ ମତ ଦେଇଥିଲେ l ଏହି ସାରସ୍ବତ ସ୍ୱଭାବର ଜିଲ୍ଲା ଲେଖକ ପରିଷଦର ବହୁ ସଭ୍ୟ ଓ ସାହିତ୍ୟ ପ୍ରେମୀ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026

You Might Also Like