-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

*ସୋନପୁର ଛିନଛାନ୍ ଡୁଙ୍ଗୁରୀ (ଶୈନଗିରୀ) ଠାରେ ମକର ଉତ୍ସବ ପାଳନ*- *ଆଧ୍ୟାତ୍ମିକତାରେ ମୁଗ୍ଧ ହଜାର ଭକ୍ତ*-

15-Jan-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲାର ପ୍ରସିଦ୍ଧ  ଛିନଛାନ୍ ଡୁଙ୍ଗୁରୀ ସିଦ୍ଧପୀଠ ବା ଶକ୍ତି ପୀଠ ଶୈନଗିରୀ ର ପବିତ୍ର ଓ ପ୍ରାକୃତିକ ସୋନ୍ଦର୍ଯ୍ୟ ମୟ ପରିବେଶରେ ପବିତ୍ର ମକର ଉତ୍ସବ ପାଳନ କରା ଯାଇଛି। ଦିବ୍ୟ ଶକ୍ତିର କେନ୍ଦ୍ର ଭାବେ ପରିଚିତ ବାବା ସିଦ୍ଧେଶ୍ୱରଙ୍କ ପରିସରରେ ଏହି ଅବସରରେ ଅଖଣ୍ଡ ଅଷ୍ଟପ୍ରହରୀ ନାମଯଜ୍ଞ,ଘୃତଯଜ୍ଞ ସହ ଭଜନ,ପ୍ରବଚନ ଓ ସାଧୁ ସମାବେଶ ଆୟୋଜିତ ହୋଇଥିଲା।ସାଧୁ-ସନ୍ଥ ଓ ଭକ୍ତମାନଙ୍କ ଭିଡ଼ରେ ଶୈନଗିରୀ ସାରାଦିନ ଧରି ହରିନାମ ସଂକୀର୍ତ୍ତନର ଧ୍ୱନିରେ ପ୍ରତିଧ୍ୱନିତ ହେଉଥିଲା। ସାଧୁ ସେବକ ରାମଦାସଙ୍କ ମୁଖ୍ୟ ଅଧ୍ୟକ୍ଷତାରେ ଆୟୋଜିତ ଏହି ଧର୍ମାନୁଷ୍ଠାନରେ ବାବା ସତ୍ୟଦେବ ଦାସ ସହ ଅନ୍ୟାନ୍ୟ ସାଧୁ ମହାତ୍ମାମାନେ ଯୋଗଦେଇ ଧର୍ମ,ଆଧ୍ୟାତ୍ମିକତା ଓ ମାନବୀୟ ମୂଲ୍ୟବୋଧ ସମ୍ପର୍କରେ ପ୍ରବଚନ ପ୍ରଦାନ କରିଥିଲେ। ତାଙ୍କ ଆଶୀର୍ବଚନରେ ହଜାର ହଜାର ଭକ୍ତ ଆତ୍ମିକ ସନ୍ତୋଷ ଓ ଶାନ୍ତି ଅନୁଭବ କରିଥିଲେ।ଏହି ପବିତ୍ର ଅନୁଷ୍ଠାନର କର୍ତ୍ତା ଭାବେ ବିଜୟ ନାୟକ ଓ ଅନ୍ନପୂର୍ଣ୍ଣା ନାୟକ ସପତ୍ନୀକ ନିଷ୍ଠା ଓ ଭକ୍ତି ସହ ସମସ୍ତ କାର୍ଯ୍ୟ ସମ୍ପାଦନ କରିଥିବା ବେଳେ  ସମଗ୍ର ଆଧ୍ୟାତ୍ମିକ ଓ ଧର୍ମୀୟ ସମାରୋହକୁ ସୁଚାରୁ ରୂପେ ଶତାଧିକ ଗ୍ରାମବାସୀ ପରିଚାଳନା କରିଥିଲେ।
ନାମଯଜ୍ଞ ସମ୍ପାଦନ ଓ ଅନୁଷ୍ଠାନକୁ ସଫଳ କରିବାରେ ପ୍ରଦୀପ ଶଙ୍ଖୁଆ, ଭଗବାନ ପଧାନ,ଷଷ୍ଠୀ ସାହୁ,ସପନ ଝାଙ୍କର,ତ୍ରିଲୋଚନ ପଧାନ, ଦିଲ୍ଲୀପ ପାତ୍ର,ସୁଦାମ ମେହେର,ମୋହନ ଭୋଇ,ଛବି ମଲ୍ଲିକ,ଶଙ୍କର ବିଶି,ରାମ ନାରାୟଣ ଭୋଇ,ସେଣୁଧର ପ୍ରଧାନ ଓ ଅନ୍ୟ କାର୍ଯ୍ୟକର୍ତ୍ତାମାନଙ୍କର ଅବଦାନରେ ଏହି ଉତ୍ସବ ସଫଳତାର ସହ ସମାପନ ହୋଇଥିଲା । 
ସମଗ୍ର ମକର ଉତ୍ସବ ଶୈନଗିରୀ କୁ ଏକ ଦିବ୍ୟ ଓ ଭକ୍ତିମୟ ଧାମରେ ପରିଣତ କରିଥିବାବେଳେ,ଏହା ଧର୍ମପ୍ରାଣ ଭକ୍ତମାନଙ୍କ ମଧ୍ୟରେ ଆଧ୍ୟାତ୍ମିକ ସଚେତନତା ବୃଦ୍ଧି କରିଥିବା ଦେଖାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା