-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

*ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ*

16-Jan-2026



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର)
ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷଠାରେ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ବ୍ଲକ ଅଧ୍ୟକ୍ଷା ବୀଣା ମାଝୀଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି | ଏଥିରେ କିପରି ସୁରୁଖୁରୁରେ ସାଧାରଣତନ୍ତ୍ର ଦିବସ ପାଳନ କରାଯିବ, ବିଭିନ୍ନ କମିଟି ଗଠନ, ଅତିଥି ଚୟନ, ଜାନୁଆରୀ ୨୪ ଓ ୨୫ତାରିଖ ଦିନ ପ୍ୟାରେଡ ଅଭ୍ୟାସ  ଅନୁଷ୍ଠିତ ହେବ ଓ ଜାନୁଆରୀ ୨୨ ତାରିଖ ଦିନ ସରକାରୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ ବ୍ଲକ ସ୍ତରୀୟ କ୍ରୀଡା ପ୍ରତିଯୋଗୀତା ଅନୁଷ୍ଠିତ ହେବା ନେଇ ବ୍ୟାପକ ଭାବେ ଆଲୋଚନା ହୋଇଥିଲା | ଏହି ବୈଠକରେ ପଞ୍ଚାୟତ ସମିତି ଅଧ୍ଯକ୍ଷା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ସମୀର କୁମାର ପାତ୍ର, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଭାରପ୍ରାପ୍ତ ଚିକିତ୍ସାଧିକାରୀ ଡା. ଶୁଭାଶିଷ ସାହୁ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ, ବ୍ଲକ ମଙ୍ଗଳ ସଂମ୍ପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣ ରଥ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସନ୍ତୋଷ କୁମାର ସାହୁ, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ମିଶ୍ର, ବ୍ଲକ କଂଗ୍ରେସ ସଭାପତି ଜି. ସାଇ ରାଜୁ, ଏମ୍.ଆପ୍ପା ରାଓ, ଡାବୁଗାଁ ମଣ୍ଡଳ ସଭାପତି ମନୋଜ ପାତ୍ର,ଆକାଂକ୍ଷା ବ୍ଲକ ସହଭାଗୀ ମୋନାଲ ପରିଡା, ସବଇନିସ୍ପେକ୍ଟର ବିକ୍ରମ କିଶୋର ସାହୁ, ବନରକ୍ଷୀ ଅନିତା କୁମାରୀ ହିଆଲ, ବିଶ୍ଵନାଥ ରାୟ, ଶିକ୍ଷୟତ୍ରୀ ଗୀତାଞ୍ଜଳି ନିହାଲ, ବନାଲତା ମହାନ୍ତି, ରଞ୍ଜିତା ଦାଶ,  ଜ୍ୟୋତ୍ସ୍ନା ପରିଡା, ପଦ୍ମିନୀ ଭତ୍ରା, ଡାବୁଗାଁ ସରକାରୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ସନୌଜ ମହାପାତ୍ର, କ୍ରୀଡାଶିକ୍ଷକ ହେମନ୍ତ କୁମାର ସାମଲ, ଶିକ୍ଷକ ପୁଲସ୍ତି ସାହୁ, ବିକାଶ ରଞ୍ଜନ ନିଶଙ୍କ, ବଲ୍ଲଭ ନାରାୟଣ ପଣ୍ଡା, ବିଶ୍ଵେଶ କୁମାର ତ୍ରିପାଠୀ, ନିତ୍ୟ|ନନ୍ଦ ଜେନା ପ୍ରମୁଖ ବିଭିନ୍ନ ବିଦ୍ୟାଳୟର  ଶିକ୍ଷକ ଶିକ୍ଷୟତ୍ରୀ ମାନେ ଉପସ୍ଥିତ ଥିଲେ |ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ପାଣିଗ୍ରାହୀ କାର୍ଯ୍ୟକ୍ରମ ପରିଚାଳନା କରୁଥିବା ବେଳେ ଅମୂଲ୍ୟ ଦଳାଇ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା