-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ପେଟ୍ରୋଲ ପମ୍ପ ପରିସରକୁ ମାଡି ଗଲା ପିଡିଏସ୍ ବୋଝେଇ ଟ୍ରକ୍

16-Jan-2026



ବଲାଙ୍ଗୀର(ପ୍ରେରଣା ଖବର):  ବେପରୁଆ ଗାଡି ଚାଳନା ଯୋଗୁଁ ବଲାଙ୍ଗୀର ସହରରେ ଅନେକ ଦୁର୍ଘଟଣା ଘଟୁଛି l କିଛି ଦିନ ତଳେ ବଲାଙ୍ଗୀର ଜିଲ୍ଲାପାଳଙ୍କ ଅଫିସ  ପାଖରେ ରାସ୍ତାର ଡିଭାଇଡର କୁ ଏକ ଟ୍ରକ୍ ଧକ୍କା ଦେଇ ଭାଙ୍ଗି ଦେଇଥିଲା l ଅନୁରୂପ ଭାବେ ଏପରି ଏକ ଦୁର୍ଘଟଣା ଘଟୁଛି ବଲାଙ୍ଗିର ସହର ମଧ୍ଯ ଭାଗରେ ଥିବା ପେଟ୍ରୋଲ ପମ୍ପ ପରିସରରେ l ତେବେ ସୌଭାଗ୍ୟବଶତଃ କିଛି ଧାନ ବସ୍ତା ନଷ୍ଟ ହୋଇଥିଲେ ମଧ୍ୟ କେହି ମୃତାହତ ହୋଇ ନାହାନ୍ତି l ବଲାଙ୍ଗୀର ସହର ଟାଉନ ଥାନା ନିକଟସ୍ଥ ପେଟ୍ରୋଲ ପମ୍ପ(ବିଶାଲ ମେଗା ମାର୍ଟ ପାଖ) ପରିସର କୁ ଗୁରୁବାର  ରାତି ପ୍ରାୟ ୧୨ ଟା ୨୦ ମିନିଟ୍ ସମୟରେ  ଏକ

ପିଡିଏସ୍‌ ଧାନ ବୋଝେଇ ଟ୍ରକ ମାଡ଼ି ଯାଇଥିଲା। ପମ୍ପର ସୁରକ୍ଷା ପାଚେରି କଡ଼ର ବିଦ୍ୟୁତ୍‌ ଖୁଣ୍ଟରେ ପିଟି ହେବା ଫଳରେ ରାସ୍ତାକଡ଼ରେ ଥିବା ଖୁଣ୍ଟ ଉପୁଡି ପଡ଼ିଥିଲା। ଡ୍ରାଇଭରଙ୍କର ବେପରୁଆ ଗାଡ଼ି ଚାଳନାରୁ ଏଭଳି ଅଘଟଣ ଘଟିଥିବା କୁହାଯାଉଛି।  ଏହି ଟ୍ରକ୍ ଟି ତୁଷୁରାର ଏକ ଧାନ ମିଲ୍  କୁ ଯାଉଥିଲା l ଏହି ଦୁର୍ଘଟଣାରେ କେହି ମୃତାହତ ହୋଇ ନଥିବା ସୂଚନା ମିଳିଛି l ଏହି ଅଘଟଣରେ ଇଲେକ୍ଟ୍ରି ଖୁଣ୍ଟ ପେଟ୍ରୋଲ ଟାଙ୍କି ଓ୍ବାଲ୍‌ ଭାଙ୍ଗି ଥିବା ଦେଖିବାକୁ ମିଳିଛି।ବଲାଙ୍ଗୀର ପୋଲିସ ଟ୍ରକ୍ ର ଡ୍ରାଇଭର କୁ  ଅଟକ ରଖିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା