-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ବିଏସପି ପକ୍ଷରୁ ବହେନଜୀଙ୍କ ଜନ୍ମଦିବସ ‘ଜନ କଳ୍ୟାଣକାରୀ ଦିବସ’ ଭାବେ ପାଳିତ

16-Jan-2026



ବଲାଙ୍ଗୀର, (ପ୍ରେରଣା ଖବର) ବଲାଙ୍ଗିର ବହୁଜନ ସମାଜ ପାର୍ଟି ବିଏସପି ବଲାଙ୍ଗିର ଜିଲ୍ଲା କମିଟି ପକ୍ଷରୁ ଗତ ୧୫ ତାରିଖରେ ମାନନୀୟା  ବହେନଜୀ କୁମାରୀ ମାୟାବତୀଜୀ ଙ୍କ ଜନ୍ମବାର୍ଷିକୀ ଅବସରରେ ବଲାଙ୍ଗିରର ଯାଦବଭବନ ଠାରେ ଭବ୍ୟ ଭାବେ ଜନ କଳ୍ୟାଣକାରୀ ଦିବସ ପାଳନ କରାଯାଇଛି l ତ୍ରିଶରଣ–ପଞ୍ଚଶୀଳ ମନ୍ତ୍ରୋଚ୍ଚାରଣ ସହ କାର୍ଯ୍ୟକ୍ରମ ଆରମ୍ଭ କରାଗଲା l କାର୍ଯ୍ୟକ୍ରମର ଆରମ୍ଭରେ ଧୀମାନ ଦଣ୍ଡୁଆ କୁମ୍ଭାର ଓ ଧୀମାନ ଶ୍ରୀ ଲୋକନାଥ ସୁନା ଙ୍କ ନେତୃତ୍ୱରେ ତ୍ରିଶରଣ ଓ ପଞ୍ଚଶୀଳ ପଠନ କରାଯାଇ ବାବାସାହେବ ଡ଼ା. ଭୀମରାଓ ଆମ୍ବେଦକର ଓ ବୁଦ୍ଧ ଦର୍ଶନ ପ୍ରତି ଗଭୀର ସମ୍ମାନ ଜଣାଗଲା l ବଲାଙ୍ଗିର ବିଏସପି ର ଐତିହାସିକ ପୃଷ୍ଠଭୂମି ଓ ସଂଘର୍ଷ ଏହି ଅବସରରେ ବକ୍ତାମାନେ ବଲାଙ୍ଗିର ଜିଲ୍ଲାରେ ବିଏସପି ର ଐତିହାସିକ ପୃଷ୍ଠଭୂମି, ବହୁଜନ ସମାଜ ଉପରେ ହୋଇଥିବା ସାମାଜିକ–ରାଜନୈତିକ ଅବହେଳା, ସ୍ଥାନୀୟ ସଂଘର୍ଷ ଓ ସଂଗଠନକୁ ସୁଦୃଢ଼ କରିବା ପାଇଁ ହୋଇଥିବା ଲଢ଼ାଇ ବିଷୟରେ ଆଲୋଚନା କରାଗଲା l ବହେନଜୀଙ୍କ ମିଶନ୍ ଓ ଦୃଷ୍ଟିକୋଣ ବହେନଜୀ ମାୟାବତୀଙ୍କ ଜୀବନ ଓ କାର୍ଯ୍ୟକଳାପ ଉପରେ ଆଲୋଚନା କରି ବକ୍ତାମାନେ ପ୍ରକାଶ କଲେ ବହେନଜୀ ହେଉଛନ୍ତି ବିଶ୍ୱରେ ଦଳିତ–ବହୁଜନ ମହିଳା ନେତୃତ୍ୱର ଏକ ଶକ୍ତିଶାଳୀ ପ୍ରତୀକ l ଉତ୍ତର ପ୍ରଦେଶରେ ୪ ଥର ମୁଖ୍ୟମନ୍ତ୍ରୀ ଭାବେ ତାଙ୍କ କାର୍ଯ୍ୟ, ସମ୍ବିଧାନ ସୁରକ୍ଷା, ସମାନତା, ସ୍ୱାଭିମାନ ଓ ସାମାଜିକ ନ୍ୟାୟ ହିଁ ବିଏସପି ର ମୂଳ ଦର୍ଶନ। ଜିଲ୍ଲା ଅଧ୍ୟକ୍ଷ ବିଏସପି ଧୀମାନ ସୁଧାଂଶୁ ଶେଖର ହରପାଲଙ୍କ ବକ୍ତବ୍ୟ ରେ ବହେନଜୀଙ୍କ ଦୃଷ୍ଟିକୋଣ ଓ ମିଶନ୍ କୁ ଗ୍ରାମ ମାଟିରୁ ଜିଲ୍ଲାସ୍ତର ପର୍ଯ୍ୟନ୍ତ ପହଞ୍ଚାଇବା ହିଁ ବିଏସପି ବଲାଙ୍ଗିରର ପ୍ରଧାନ ଲକ୍ଷ୍ୟ। ସଂଗଠନ ମଜବୁତ କରି ବହୁଜନ ସମାଜକୁ ରାଜନୈତିକ ଶକ୍ତିରେ ପରିଣତ କରାଯିବ। ନେତା ଓ କାର୍ଯ୍ୟକର୍ତ୍ତାଙ୍କ ସକ୍ରିୟ ଉପସ୍ଥିତି ଏହି କାର୍ଯ୍ୟକ୍ରମରେ ପୂର୍ବତନ ବିଏସପି ସାଂସଦ ପ୍ରାର୍ଥୀ ଜଗଦୀଶ ବିଭାର, ବାଲଗୋପାଳ ମହାନନ୍ଦା, ଅଜିତ କୁମାର, ବିଶ୍ୱନାଥ ସୁନା, ଗଦାଧର ବାରିକ, ମନସ ଜାଲ, ଘନଶ୍ୟାମ କୁମାର, ରଘୁନାଥ ହରପାଲ, ନଳିନ, ଆଶୋକ ଦୀପ, ଭାଇ ମକରୁ ସହ ବହୁ ସଂଖ୍ୟାରେ ବିଏସପି ଓ ବାମସେଫ କାର୍ଯ୍ୟକର୍ତ୍ତା, ଯୁବକ–ଯୁବତୀ ଓ ସମର୍ଥକମାନେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା