ସୁନ୍ଦରଗଡ଼: ଅଶାନ୍ତ ହୋଇ ପଡିଛି ସୁନ୍ଦରଗଡ଼ ସହର।  ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇ ସଂଘର୍ଷ ଘଟିବାରୁ ଉତ୍ତେଜନା ଦେଖା ଦେଇଛି। ଏହି ଘଟଣା କୁ ନେଇ ସୁନ୍ଦରଗଡ଼ ଟାଉନ୍ ରେ ଭରତୀୟ ନ୍ୟାୟ ସଂହିତା ଧାରା ୧୬୩ ଲାଗୁ କରାଯାଇଛି। ଶାନ୍ତି ଶୃଙ୍ଖଳା ରକ୍ଷା ଲାଗି ୧୦ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଆଗାମୀ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବା ସୁନ୍ଦରଗଡ଼ରେ ବନ୍ଦ ରଖିବାକୁ ନିଷ୍ପତ୍ତି  ନିଆଯାଇଛି। ପଶ୍ଚିମାଞ୍ଚଳ ଡିଆଇଜି ବ୍ରିଜେଶ ରାଏ , ଜିଲ୍ଲାପାଳ ଡକ୍ଟର ଶୁଭଙ୍କର ମହାପାତ୍ର , ଏସପି ଅମ୍ରିତ ପାଲ୍ କୌର , ବରିଷ୍ଠ ପୋଲିସ୍ ଏବଂ ପ୍ରଶାସନିକ ଅଧିକାରୀଙ୍କ ସହ ସ୍ଥିତି ଉପରେ ନଜର ରଖିବା ସହ ଆଇନ୍ ଶୃଙ୍ଖଳା ସ୍ଥିତି ତଦାରଖ କରୁଛନ୍ତି।

 ମିଳିଥିବା ସୂଚନା ଅନୁଯାୟୀ  ସୁନ୍ଦରଗଡ ଟାଉନ ଥାନା ରିଜେଣ୍ଟ ମାର୍କେଟ ଅଞ୍ଚଳ ରେ  କୌଣସି ଏକ ଗୁଜବକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇ ଥିଲେ । ପଥର ମାଡ  ହୋଇ ଥିବା ସୂଚନା ମିଳିଛି। ଅନେକ କାର ଏବଂ ବାଇକ୍ ଭଙ୍ଗାରୁଜା ହୋଇଛି।  ଏହି ଘଟଣାରେ ୪ ପୁଲିସ କର୍ମୀଙ୍କ ସମେତ ୧୨ ଜଣ  ଆହତ ହୋଇଥିବା ଜଣା ପଡିଛି। ପୁଲିସ ପହଞ୍ଚି ଉଭୟ ଗୋଷ୍ଠୀ ର  ଲୋକଙ୍କୁ ଘୋଡାଇବା ପରେ ସ୍ଥିତି ନିୟନ୍ତ୍ରଣରେ ରହିଛି।  ଘଟଣାସ୍ଥଳରେ ପଶ୍ଚିମାଞ୍ଚଳ ଡିଆଇଜି, ଏସପି, ଅତିରିକ୍ତ ଜିଲ୍ଲାପାଳ ଏବଂ ଉପ ଜିଲ୍ଲାପାଳ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛନ୍ତି । ରିଜେଣ୍ଟ ମାର୍କେଟ ଅଞ୍ଚଳ ସହ ସମଗ୍ର ସୁନ୍ଦରଗଡ଼ ଟାଉନ୍ ରେ ଭାରତୀୟ ନ୍ୟାୟ ସଂହିତା ର ୧୬୩ ଧରା ଜାରି କରା ଯାଇଛି । ଶାନ୍ତି ବଜାୟ ରଖିବା ଲାଗି ପୋଲିସ୍ ପକ୍ଷରୁ ନିବେଦନ କରା ଯାଇଛି।

"/>

-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ସୁନ୍ଦରଗଡ଼ରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ରୁ ଉତ୍ତେଜନା

16-Jan-2026

ରିପୋର୍ଟ- ଟୋନିସ ରୋହିଦାସ 

* ବି ଏନ୍ ଏସ ର ୧୬୩ ଧରା ଲାଗୁ * ଇଣ୍ଟରନେଟ୍ ସସପେଣ୍ଡ 
* ୧୦ ପ୍ଲାଟୁନ୍ ପୋଲିସ

ସୁନ୍ଦରଗଡ଼: ଅଶାନ୍ତ ହୋଇ ପଡିଛି ସୁନ୍ଦରଗଡ଼ ସହର।  ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇ ସଂଘର୍ଷ ଘଟିବାରୁ ଉତ୍ତେଜନା ଦେଖା ଦେଇଛି। ଏହି ଘଟଣା କୁ ନେଇ ସୁନ୍ଦରଗଡ଼ ଟାଉନ୍ ରେ ଭରତୀୟ ନ୍ୟାୟ ସଂହିତା ଧାରା ୧୬୩ ଲାଗୁ କରାଯାଇଛି। ଶାନ୍ତି ଶୃଙ୍ଖଳା ରକ୍ଷା ଲାଗି ୧୦ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଆଗାମୀ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବା ସୁନ୍ଦରଗଡ଼ରେ ବନ୍ଦ ରଖିବାକୁ ନିଷ୍ପତ୍ତି  ନିଆଯାଇଛି। ପଶ୍ଚିମାଞ୍ଚଳ ଡିଆଇଜି ବ୍ରିଜେଶ ରାଏ , ଜିଲ୍ଲାପାଳ ଡକ୍ଟର ଶୁଭଙ୍କର ମହାପାତ୍ର , ଏସପି ଅମ୍ରିତ ପାଲ୍ କୌର , ବରିଷ୍ଠ ପୋଲିସ୍ ଏବଂ ପ୍ରଶାସନିକ ଅଧିକାରୀଙ୍କ ସହ ସ୍ଥିତି ଉପରେ ନଜର ରଖିବା ସହ ଆଇନ୍ ଶୃଙ୍ଖଳା ସ୍ଥିତି ତଦାରଖ କରୁଛନ୍ତି।

 ମିଳିଥିବା ସୂଚନା ଅନୁଯାୟୀ  ସୁନ୍ଦରଗଡ ଟାଉନ ଥାନା ରିଜେଣ୍ଟ ମାର୍କେଟ ଅଞ୍ଚଳ ରେ  କୌଣସି ଏକ ଗୁଜବକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇ ଥିଲେ । ପଥର ମାଡ  ହୋଇ ଥିବା ସୂଚନା ମିଳିଛି। ଅନେକ କାର ଏବଂ ବାଇକ୍ ଭଙ୍ଗାରୁଜା ହୋଇଛି।  ଏହି ଘଟଣାରେ ୪ ପୁଲିସ କର୍ମୀଙ୍କ ସମେତ ୧୨ ଜଣ  ଆହତ ହୋଇଥିବା ଜଣା ପଡିଛି। ପୁଲିସ ପହଞ୍ଚି ଉଭୟ ଗୋଷ୍ଠୀ ର  ଲୋକଙ୍କୁ ଘୋଡାଇବା ପରେ ସ୍ଥିତି ନିୟନ୍ତ୍ରଣରେ ରହିଛି।  ଘଟଣାସ୍ଥଳରେ ପଶ୍ଚିମାଞ୍ଚଳ ଡିଆଇଜି, ଏସପି, ଅତିରିକ୍ତ ଜିଲ୍ଲାପାଳ ଏବଂ ଉପ ଜିଲ୍ଲାପାଳ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛନ୍ତି । ରିଜେଣ୍ଟ ମାର୍କେଟ ଅଞ୍ଚଳ ସହ ସମଗ୍ର ସୁନ୍ଦରଗଡ଼ ଟାଉନ୍ ରେ ଭାରତୀୟ ନ୍ୟାୟ ସଂହିତା ର ୧୬୩ ଧରା ଜାରି କରା ଯାଇଛି । ଶାନ୍ତି ବଜାୟ ରଖିବା ଲାଗି ପୋଲିସ୍ ପକ୍ଷରୁ ନିବେଦନ କରା ଯାଇଛି।

News Comment

Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା