-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||     

HOME   ଜିଲ୍ଲା

ରେଢ଼ାଖୋଲ ଠିକାଦାର ସଂଘର ନୂତନ କାର୍ଯ୍ୟକର୍ତ୍ତା ଚୟନ

19-Jan-2026



ରେଢ଼ାଖୋଲ (ଅନିଲ ପୃଷ୍ଟି ) ରେଢ଼ାଖୋଲ ଠିକାଦାର ସଙ୍ଘର ଏକ ବୈଠକ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି।ଠିକାଦାର ସଙ୍ଘର ଉପଦେଷ୍ଟା ସନ୍ୟାସୀ ନାଏକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା ହେବା ସହ ନୂତନ କର୍ମକର୍ତା ଚୟନ କରାଯାଇଥିଲା। ସର୍ବ ସଂମ୍ମତି କ୍ରମେ ସଭାପତି ଭାବେ ରାଜୀବ ଲୋଚନ ପ୍ରଧାନ, ଉପ ସଭାପତି ଭାବେ ଶିବ ଶମ୍ଭୁ ନନ୍ଦ, ସମ୍ପାଦକ ବିକାଶ ଚନ୍ଦ୍ର ଦାଶ, ସହ ସମ୍ପାଦକ ଉଦୟ ପ୍ରତାପ ସିଂ ଦେଓ, କୋଷାଧ୍ୟକ୍ଷ ଶିବ ପ୍ରସାଦ ପାଣିକର ଏବଂ ଉପଦେଷ୍ଠା ମଣ୍ଡଳୀ ଚୟନ କରାଯାଇଥିଲା। ଏଥିରେ ନିଷ୍ପତି କରାଯାଇଛି ଯେ ଆଗାମୀ ଦିନରେ ରେଢ଼ାଖୋଲ ଓ ନାକଟିଦେଉଳ ବ୍ଲକ, ରେଢ଼ାଖୋଲ ଏନଏସିର ଉନ୍ନତି ମୂଳକ ସମସ୍ତ ଠିକା(ନିର୍ମାଣ କାର୍ଯ୍ୟ )ଯାହାକି 40ଲକ୍ଷ ପର୍ଯ୍ୟନ୍ତ ସରକାରଙ୍କ ନିର୍ଧାରିତ ଦର (ଶିଡୁଲ ରେଟ୍)ମୁତାବକ ପକାଇବେ ଏବଂଏହି ଅଂଚଳ ର ନିର୍ମାଣ କାର୍ଯ୍ୟ ଗୁଡିକୁ କେବଳ ସମ୍ବଲପୁର ଜିଲ୍ଲାର ଠିକାଦାର ଭାଇ ମାନେ ପକାଇବା ପାଇଁ ରେଢ଼ାଖୋଲ ଠିକାଦାର ସଙ୍ଘ ଅନୁରୋଧ କରିଛି।ଏପରିକି ଯେକୌଣସି ନିମ୍ନମାନର ନିର୍ମାଣ କାର୍ଯ୍ୟ ପାଇଁ ସଙ୍ଘ ପ୍ରଶୟ ଦେବ ନାହିଁ।ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସଞ୍ଜୟ ମିଶ୍ର, ଖଗେଶ୍ୱର ବେହେରା, ମନୋଜ ରାଏ, ରାଜୁ ମୁଖି, ଖେଳନିଧି ପ୍ରଧାନ, ବ୍ରଜେଶ ବିଶ୍ୱାଳ, ସୁବ୍ରତ ରାଉତ, ନରେନ୍ଦ୍ର ପ୍ରଧାନ, ଦେବାଶିଷ ଷଡ଼ଙ୍ଗୀ, ବିଜୟ ପ୍ରଧାନ, ଦିଲ୍ଲୀପ ଦେହୁରୀ, ନିବାସୀ ବେହେରା, ଆନନ୍ଦ ମାଝୀ, ତୁଷାରକାନ୍ତ ରାଉଳ, ହରେକୃଷ୍ଣ ପ୍ରଧାନଙ୍କ ସମେତ ସମସ୍ତ ସଭ୍ୟ ଉପସ୍ଥିତ ମତାମତ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026

You Might Also Like