-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||     

HOME   ଜିଲ୍ଲା

ବିଜେପୁର ନିର୍ବାଚନ ମଣ୍ଡଳୀ ର ବରପାଲି ଠାରେ ବିଜୁ ଜନତା ଦଳ ପକ୍ଷରୁ ବିରାଟ ଚାଷୀ ସମାବେଶ ଅନୁଷ୍ଠିତ,

19-Jan-2026



ବରପାଲି (ସୁଦାମ ଦୀପ) ଚାଷୀ ଙ୍କ ଧାନ ବିକ୍ରି ସମସ୍ୟା ନେଇ ବିଜେପୁର ନିର୍ବାଚନ ମଣ୍ଡଳୀ ର ବରପାଲି ଠାରେ  ପୂର୍ବତନ ମନ୍ତ୍ରୀ ରିତା ସାହୁ ଙ୍କ ନେତୃତ୍ୱରେ ପୁଣି ଗର୍ଜିଲା ବିଜେଡି।ବିଜୁ ଜନତା ଦଳ ପକ୍ଷରୁ ବିରାଟ ଚାଷୀ ସମାବେଶ ଆୟୋଜନ କରାଯାଇ  ସରକାର ଙ୍କ ଉପରେ ବିଜୁ ଜନତା ଦଳ ର ନେତା, ମନ୍ତ୍ରୀ ଓ କର୍ମୀ ବର୍ଷିଛନ୍ତି। ଚାଷୀ ଙ୍କ ହକ୍ ଓ ଅଧିକାର ପାଇଁ ଲଢେ଼ଇ ଜାରୀ ରଖିଛି ବୋଲି ଏହି ସମାବେଶରେ ବିଜୁ ଜନତା ଦଳ ପକ୍ଷରୁ କୁହାଯିବା ସହ ବିଜୁ ଜନତା ଦଳ ସରକାର ରେ ଥାଉ ଅବା ନ ଥାଉ ଚାଷୀ ଙ୍କ ସ୍ବାର୍ଥ ପାଇଁ ଲଢେ଼ଇ ଜାରୀ ରଖିବ ବୋଲି କୁହାଯାଇଛି । ଆହୁରି ବର୍ତ୍ତମାନ ସରକାର ରେ ଚାଷୀ ଙ୍କୁ ପ୍ରତାରଣା କରାଯାଉଥିବା କହି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି,ବୀଜୁ ମହିଳା ଜନତା ଦଳର ରାଜ୍ୟ ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ ନିଜର ଅଭିଭାଷଣ ପ୍ରଦାନ କରିଛନ୍ତି। ଏହି ସମାବେଶ ରେ ବରଗଡ଼ ର ପୂର୍ବତନ ବିଧାୟକ ଦେବେଶ ଆଚାର୍ଯ୍ୟ ସରକାର ଙ୍କ ଚାଷୀ ନୀତି କୁ ନେଇ ଆଶ୍ଚର୍ଯ୍ୟ ପ୍ରକାଶ କରିବା ସହ ଚାଷୀ ଙ୍କୁ ହଇରାଣ ନ କରିବା କୁ ସରକାର ଙ୍କୁ ଦାବୀ କରିଛନ୍ତି। ଆହୁରି ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା ସରକାର ଙ୍କ ଧାନ କିଣା ବିକା ପ୍ରକ୍ରିୟାରେ ଚାଷୀ ଙ୍କ ଦିନକୁ ଦିନ ହଇରାଣ କରିବା  ସହ ମଣ୍ଡି ଗୁଡ଼ିକରେ କଟନି, ଛଟନୀ କୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି।  ଏହି ସମାବେଶ ପରେ ବରପାଲି ତହସିଲଦାର ଙ୍କୁ ଭେଟି ତାଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବୀ ପତ୍ର ପ୍ରଦାନ କରାଯାଇଛି। ଆହୁରି ଧାନ କିଣା ବିକା ପ୍ରକ୍ରିୟା କୁ ସଠିକ କରି ଚାଷୀ ଙ୍କ ସମସ୍ୟା ସମାଧାନ ଦିଗରେ ସରକାର ପଦକ୍ଷେପ ଗ୍ରହଣ କରୁ ନଚେତ୍ ଆଗାମୀ ଦିନରେ ଚାଷୀ ଙ୍କ ସ୍ବାର୍ଥ ପାଇଁ ବିରାଟ ଆନ୍ଦୋଳନ କରିବ ବୋଲି ବିଜୁ ଜନତା ଦଳ ପକ୍ଷରୁ ସ୍ପଷ୍ଟ ଚେତାବନୀ ଦିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026

You Might Also Like