-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||     

HOME   ଜିଲ୍ଲା

ତୁଷୁରା ଏନ୍‌ଏସି ସ୍ତରୀୟ ରାଷ୍ଟ୍ରୀୟ ଗୀତ "ବନ୍ଦେ ମାତରଂ" ୧୫୦ ବର୍ଷ ପୂର୍ତ୍ତି ଉତ୍ସବ ପାଳିତ"

20-Jan-2026



ତୁଷୁରା-(ପଞ୍ଚାନନ ନାଏକ )- ତୁଷୁରା ବିଜ୍ଞାପିତ ଅଞ୍ଚଳ ପରିଷଦ ଆନୁକୂଲ୍ୟରେ କଲ୍ୟାଣ ମଣ୍ଡପ ଠାରେ ରାଷ୍ଟ୍ରୀୟ ଗୀତ "ବନ୍ଦେ ମାତରଂ" ର ୧୫୦ ବର୍ଷ ପୂର୍ତ୍ତି ଉତ୍ସବ ମହା ସମାରୋହରେ ପାଳିତ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ତୁଷୁରା ତହସିଲଦାର ତଥା ଇଓ ଆର୍ତ୍ତତ୍ରାଣ ଥାଟି ଯୋଗ ଦେଇ ଏହି ଅବସରରେ ପୂର୍ବରୁ ଅନୁଷ୍ଠିତ ହୋଇଥିବା ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ସାର୍ଟିଫିକେଟ ଓ ଟ୍ରଫି ପ୍ରଦାନ କରି ସମସ୍ତେ ରାଷ୍ଟ୍ର ଭକ୍ତିରେ ଉଦ୍‌ବୁଦ୍ଧ ହେବା ପାଇଁ ଛାତ୍ରଛାତ୍ରୀଙ୍କୁ ଆହ୍ବାନ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ଅତିରିକ୍ତ ତହସିଲଦାର ସରିତା ମାଝି, ସେକ୍‌ସନ୍ ଅଫିସର ସୁନିତା ପଣ୍ଡା ଓ ତୁଷୁରା ଡିଗ୍ରୀ କଲେଜର ଅଧ୍ୟକ୍ଷ ସରୋଜ ପ୍ରଧାନ ଯୋଗ ଦେଇଥିଲେ। ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ହେମନ୍ତ କୁମାର ଦାଶ ସଭା ସଞ୍ଚାଳନ କରିଥିଲେ।  ସୌଭାଗ୍ୟ କୁମାର ନାଏକ, ରମାକାନ୍ତ ବିଶ୍ବାଲ ପିଣ୍ଟୁ ବିଶ୍ବାଲ ଓ ଏନ୍‌ଏସି ତୁଷୁରାର ସମସ୍ତ କର୍ମଚାରୀ ତଥା ସମସ୍ତ ବିଦ୍ୟାଳୟର ଗାଇଡ୍ ଶିକ୍ଷକ ଶିକ୍ଷିକା ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026

You Might Also Like