-+91-9937148622 |

prerana_bgr@rediffmail.com |

  Tuesday 17th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ଜିଲ୍ଲା

ଏମଭି–୭୯ ପିଏମ୍‌ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ପିଏମ୍‌ ଶ୍ରୀ ଉତ୍ସବ : ଶିକ୍ଷା ହେଉଛି ଜୀବନ ଗଢ଼ିବାର ମୂଳ ଆଧାର

21-Jan-2026



କାଲିମେଳାସନ୍ତୋଷ କୁମାର ପଣ୍ଡା): ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ୍‌ ଅନ୍ତର୍ଗତ ଏମଭି–୭୯ ସ୍ଥିତ ପ୍ରଧାନମନ୍ତ୍ରୀ ସ୍କୁଲ ଫର ରାଇଜିଂ ଇଣ୍ଡିଆ (ପିଏମ୍‌ ଶ୍ରୀ) ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ପିଏମ୍‌ ଶ୍ରୀ ଉତ୍ସବ ଉତ୍ସାହ ଓ ଆଡମ୍ବର ସହ ଆୟୋଜିତ ହୋଇଯାଇଛି।ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ମାଲକାନଗିରି ବିଧାୟକ ଶ୍ରୀଯୁକ୍ତ ନରସିଂହ ମାଡକାମି ଛାତ୍ରଛାତ୍ରୀମାନଙ୍କୁ ଜୀବନ ଗଢ଼ିବାରେ ଶିକ୍ଷାର ଗୁରୁତ୍ୱ ସମ୍ପର୍କରେ ମାର୍ଗଦର୍ଶନ ଦେଇ କହିଥିଲେ ଯେ, “ପାଠପଢ଼ା କେବଳ ଜୀବିକା ଉପାର୍ଜନର ଉପାୟ ନୁହେଁ, ଏହା ଜୀବନ ନିର୍ମାଣର ସବୁଠୁ ବଡ଼ ଆଧାର।”
ବାଳିକା ଶିକ୍ଷାକୁ ଗୁରୁତ୍ୱ ଦେଇ ସେ କହିଥିଲେ ଯେ, ପୂର୍ବରୁ ଝିଅ ଜନ୍ମକୁ ନେଇ ସମାଜରେ ଯେ ଧାରଣା ଥିଲା, ଏବେ ସେଥିରେ ବଡ଼ ପରିବର୍ତ୍ତନ ଆସିଛି। ଆଜି ଝିଅମାନେ ପାଠପଢ଼ା, ଖେଳ ଓ ସମସ୍ତ କ୍ଷେତ୍ରରେ ନିଜ ଦକ୍ଷତା ପ୍ରମାଣ କରି ଇତିହାସ ରଚନା କରୁଛନ୍ତି ବୋଲି ସେ ମତ ପ୍ରକାଶ କରିଥିଲେ।ମୁଖ୍ୟ ବକ୍ତା ଭାବେ ଯୋଗଦେଇଥିବା କାଲିମେଳା ବିଡିଓ ଶ୍ରୀଯୁକ୍ତ ପ୍ରଦୀପ କୁମାର କର ଛାତ୍ରଛାତ୍ରୀମାନଙ୍କୁ ଭୁଲ କରିବାକୁ ଭୟ ନକରି ଶିଖିବାର ପରାମର୍ଶ ଦେଇ କହିଥିଲେ, “ଭୁଲ ହେଉଛି ଶିକ୍ଷାର ପ୍ରଥମ ପଦକ୍ଷେପ। ଭୟ ତ୍ୟାଗ କଲେ ଆତ୍ମବିଶ୍ୱାସ ବଢ଼େ ଏବଂ ଆତ୍ମବିଶ୍ୱାସରୁ ସୃଜନଶୀଳ ଚିନ୍ତା ଓ ସଫଳତା ଜନ୍ମ ନେଇଥାଏ।ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଭାଗିରଥ ବେହେରା, ଏସ୍‌.ଏମ୍‌.ସି. ସଭାପତି ଶ୍ରୀଯୁକ୍ତ କଳ୍ପ ବାଣୁଆ, ପୂର୍ବତନ ଜିଲ୍ଲା ବିଜେପି ସଭାପତି ନିମାଇଁ ପାଲ, ପରିତୋଶ ସରକାର, ନାରାୟଣ ସରକାର, ସମୀର ମିସ୍ତ୍ରୀ ପ୍ରମୁଖ ମଞ୍ଚାସୀନ ଅତିଥି ଭାବେ ଉପସ୍ଥିତ ଥିଲେ।ମେଳାର ମୁଖ୍ୟ ଆକର୍ଷଣ ଥିଲା Talent Gallery, Career Counselling, ମାଲକାନଗିରିର ଆଞ୍ଚଳିକ ଇତିହାସ ଆଧାରିତ ପ୍ରଦର୍ଶନୀ, Business Summit  ଦୋକାନ ଯାତ୍ରା, ଖାଦ୍ୟ ଷ୍ଟଲ୍,ଗୁପ୍ ଚୁପ୍, ବିରିୟାନୀ, ମାଣ୍ଡିଆ ଲଡୁ, ରାଶି ଲଡୁ, ପୁରୁଣା/ଆବର୍ଜନା ଜିନିଷରୁ ନୂଆ ଉପଯୋଗୀ ବସ୍ତୁ ତିଆରି କରିବାର ଏକ ପ୍ରତିଯୋଗିତା/ପ୍ରଦର୍ଶନୀ ବହୁତ ଗୁଡିଏ ଘର ସଜେଇବା ସମାଗ୍ରୀ , ସାହିତ୍ୟ ସୃଜନୀ, ୱାଲ ମଗାଜିଂ ଓ ପେରେଣ୍ଟସ ଅଜ ଏ ପାଟନର ଭଳି ବିଭିନ୍ନ ଷ୍ଟଲ୍, ଯାହା ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କୁ ଆକର୍ଷିତ କରିଥିଲାକାର୍ଯ୍ୟକ୍ରମର ଆବାହକ ଥିଲେ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ମନୋଜ କୁମାର ମିଶ୍ର। ସେ ଅତିଥିମାନଙ୍କୁ ସ୍ୱାଗତ କରି କହିଥିଲେ ଯେ, ଏପରି କାର୍ଯ୍ୟକ୍ରମ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଆତ୍ମବିଶ୍ୱାସ, ସୃଜନଶୀଳତା ଓ ଭବିଷ୍ୟତ ପ୍ରତି ସଚେତନତା ବୃଦ୍ଧି କରିବlକାର୍ଯ୍ୟକ୍ରମ ଶେଷରେ କୁନି ପିଲାମାନଙ୍କ ଦ୍ୱାରା ପରିବେଷିତ ସାମାଜିକ ବାର୍ତ୍ତାବାହୀ ନାଟକ ସମସ୍ତଙ୍କ ମନ ଜିତିଥିଲା। ପିଏମ୍‌ ଶ୍ରୀ ଅନ୍ତର୍ଗତ ବିଭିନ୍ନ କ୍ରୀଡ଼ା ଓ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ଅତିଥିମାନଙ୍କ ହାତରେ ପୁରସ୍କାର ବିତରଣ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like