-+91-9937148622 |

prerana_bgr@rediffmail.com |

  Tuesday 17th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ଜିଲ୍ଲା

ପିଏମ୍‌ଶ୍ରୀ ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟରେ ପିଏମ୍‌ଶ୍ରୀ ଉତ୍ସବ

21-Jan-2026



ବଲାଙ୍ଗିର(ଦେବାଶିଷ ବହିଦାର)- ସ୍ଥାନୀୟ ପିଏମ୍‌ଶ୍ରୀ ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟ ବଲାଙ୍ଗିର ଠାରେ ପ୍ରଧାନ ଶିକ୍ଷକ ସନ୍ତୋଷିନୀ ସେଠିଙ୍କ ସଭାପତିତ୍ୱରେ ପିଏମ୍‌ଶ୍ରୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ ଉଦ୍‌ଘାଟନି ସଭାରେ ବଲାଙ୍ଗିର ପୌର ପାଳିକା ଅଧ୍ୟକ୍ଷା ଲିକା ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପିଏମ୍‌ଶ୍ରୀ ପ୍ୟାଭିଲିୟନ ଗୁଡିକୁ ଉଦ୍‌ଘାଟନ କରିଥିଲେ । ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ସେବାଶ୍ରୀ ଭୋଇ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ଏହି କାର୍ଯ୍ୟକ୍ରମର ଭୁୟସି ପ୍ରଶଂସା କରିଥିଲେ । ପ୍ରଧାନ ଶିକ୍ଷକ ଶ୍ରୀମତୀ ସେଠି ଛାତ୍ରମାନଙ୍କୁ ଏକ ଆଦର୍ଶ ଛାତ୍ର ହେବା ପାଇଁ ଆହ୍ୱାନ ଦେଇଥିଲେ । ବରିଷ୍ଠ ଶିକ୍ଷକ ବିକାଶ ରଂଜନ ସାହୁ ସଭା ପରିଚାଳନା କରିବା ସହ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିଲେ । ସହକାରୀ ଶିକ୍ଷକ ବର୍ଷାରାଣୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ଛାତ୍ରମାନଙ୍କ ଦ୍ୱାରା ପ୍ରଦର୍ଶିତ ତିନୋଟି ପ୍ୟାଭିଲିଆନ ଯଥାକ୍ରମେ ଭିଜନ ଓଡିଶା ୨୦୩୬, ଆକାଂକ୍ଷି ଛାତ୍ର ପରିଷଦ ଏବଂ ଦୋକାନ ଯାତ୍ରା ଦର୍ଶକଙ୍କ ଦୃଷ୍ଟି ଆକର୍ଷଣ କରିଥିଲା । ଏହି ଅବସରରେ ଅନୁଷ୍ଠିତ ଉଦ୍‌ଯାପନି ଉତ୍ସବରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରବୀର ପଣ୍ଡା ଓ ରୀନା ବେହେରା, ବଲାଙ୍ଗିର ବ୍ଲକ ଶିକ୍ଷାଧିକାରୀ ନୀଳମଣି ପଟେଲ ଏବଂ ସ୍କୁଲ ପରିଚାଳନା କମିଟିର ସଭାପତି ବସନ୍ତ କୁମାର ସ୍ୱାଇଁ ପିଲାମାନଙ୍କୁ ଉତ୍ତମ ଚରିତ୍ର ଗଠନ ସହ ଯୁଗୋପଯୋଗୀ କୌଶଳ ଶିକ୍ଷା କରିବାକୁ ଉତ୍ସାହିତ କରିଥିଲେ । ସଭା ଶେଷରେ ବିଦ୍ୟାଳୟର ଛାତ୍ରମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like