-+91-9937148622 |

prerana_bgr@rediffmail.com |

  Tuesday 17th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ଜିଲ୍ଲା

ଚବିଶ ପ୍ରହରୀ ନାମଯଜ୍ଞ ପାଇଁ କଳସ ଶୋଭାଯାତ୍ରା

23-Jan-2026



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ବ୍ଳକ ଅନ୍ତର୍ଗତ ବାଉଁଶୁଣୀ ଗ୍ରାମ ନାମ ମଣ୍ଡଳୀ ଠାରେ ୨୪ପ୍ରହର ନାମଜଜ୍ଞ ପାଇଁ ଆଜି ଅପରାହ୍ନରେ କଳସ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଗ୍ରାମର ଶତାଧିକ ମହିଳା/ପୁରୁଷ ମୁଖ୍ୟ କର୍ତ୍ତା ସହ ଘଣ୍ଟ ଶଙ୍ଖ ସଂକୀର୍ତ୍ତନ ହରିବୋଲ ହୁଳହୁଳିରେ ଗ୍ରାମ ପରିକ୍ରମା କରି ନିକଟ ବଡବନ୍ଧକୁ ଯାଇ ସେଠାରେ ଯଥା ରୀତିନୀତି ପୂଜାର୍ଚ୍ଚନା କରି କଳସରେ ପାଣି ଭର୍ତ୍ତି କରିଥିଲେ ।ପରେ ସମସ୍ତ କଳସ ମଣ୍ଡପରେ ସ୍ଥାପନ କରାଗେଇଥିଲା । ଏହି ନାମଜଜ୍ଞରେ କର୍ତ୍ତା ଭାବେ ରଞ୍ଜନ ମହଲା ଓ ତାଙ୍କ ଧର୍ମପତ୍ନୀ ରୀନା ମହଲା ଦାୟିତ୍ୱ ତୁଲାଉଠିବା  ବେଳେ ପୂଜାର ଆଚାର୍ଯ୍ୟ ଭାବେ ଶ୍ୟାମସୁନ୍ଦର 
ହୋତା ଦାୟିତ୍ଵ ନିର୍ବାହ କରୁଛନ୍ତି । ନାମଜଜ୍ଞ ପରିଚାଳନା ଦାୟିତ୍ଵରେ କମିଟି ସଭାପତି ନିର୍ମଳ ଷାଣ୍ଡ, ଉପସଭାପତି ଚୈତନ୍ୟ ଷାଣ୍ଡ, ସଂପାଦକ ପୂର୍ଣ୍ଣ ବଗର୍ତ୍ତୀ, ସହସଂପାଦକ ଘନଶ୍ୟାମ ମୁଦୁଲି , ରିଙ୍କୁ ମଲ୍ଲିକ ପ୍ରମୁଖ ସହ ଗ୍ରାମବାସୀ ସହଯୋଗ କରୁଥିବା ଜଣାପଡିଛି।ଏହି ନାମଯଜ୍ଞ ୨୪ତାରିଖରୁ ଆରମ୍ଭ ହୋଇ ୨୭ତାରିଖରେ ପୁର୍ଣ୍ଣାହୂତୀ ସହ ନାମଜଜ୍ଞ ଉଦଯାପିତ ହେବ ବୋଲି କମିଟି ତରଫରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like