-+91-9937148622 |

prerana_bgr@rediffmail.com |

  Tuesday 17th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ଜିଲ୍ଲା

*ସର୍ଵ ଭାରତୀୟ ଲାଲ୍ ମନି ସ୍ମାରକୀ କ୍ରିକଫେଷ୍ଟ*- *ବିଶ୍ଵ ରେକର୍ଡ ସ୍କୋର ସହ ସମ୍ବଲପୁର ଏମ୍ ଏମ୍ ସି ସି ଦଳ ର ଚମକ୍ ପ୍ରଦ ବିଜୟ*-

23-Jan-2026



(ମନୋରଞ୍ଜନ ତ୍ରିପାଠୀ)
 ସର୍ବ ଭାରତୀୟ ଲାଲ୍ ମନି ସ୍ମାରକୀ କ୍ରିକେଟ ର ପଞ୍ଚମ ଦିବସ ରେ ସୋନିତ କ୍ରିକେଟ କ୍ଲବ୍ (ଦିଲ୍ଲୀ) ଓ ସମ୍ବଲପୁର ଏମ୍ ଏମ୍ ସି ସି ଦଳ ମଧ୍ୟରେ ଅନୁଷ୍ଟିତ ହୋଇଥିଲା l ଟି ୨୦  ମ୍ୟାଚ୍ ରେ ଟସ୍ ଜିଣି ସମ୍ବଲପୁର ଦଳ ପ୍ରଥମେ ବ୍ୟାଟିଂ କରି ୬ ୱିକେଟ୍ ହରାଇ ୩୫୨ ରନ ବିଶାଳ ସ୍କୋର କରି ବିଶ୍ଵ ରେକର୍ଡ କରିଥିଲେ l ସମ୍ବଲପୁର ଦଳ ପକ୍ଷରୁ ଅଶ୍ଵିନୀ ଚିଲ୍ଲର ୩୯ ବଲ ରେ ୧୧୧ ରନ୍, ଅନ୍ମୋଲ ୧୫ ବଲ ରେ ୪୫ ରନ୍, ମନୁ ଶୁକ୍ଳା ୧୮ ବଲ ରେ ୭୩ ରନ୍, ଲକ୍ଷ୍ୟ ୨୯ ବଲ ରେ ୬୪ ରନ୍ କରିଥିଲେ l ଦିଲ୍ଲୀ ଦଳ ପକ୍ଷରୁ ରୋଶନ ବିଷ୍ଟ ସର୍ବାଧିକ ୩ ଟି ୱିକେଟ୍, ରାକେଶ ମାହାତୋ ୨ ଟି ୱିକେଟ୍ ହାସଲ କରିଥିଲେ l ପ୍ରତି ଉତ୍ତର ରେ ଦିଲ୍ଲୀ ଦଳ ମାତ୍ର ୧୪୯ ରନ କରି ଅଲ୍ ଆଉଟ୍ ହୋଇଥିଲେ l ଦଳ ପକ୍ଷରୁ ଶ୍ରୀନାଥ ରାଉତ ୩୭ ରନ୍, ରୋହନ ଦାସ ୧୩ ବଲ ୨୯ ରନ୍, ନବୀନ କୁମାର୍ ୧୯ ବଲ ୩୨ ରନ୍ କରିଥିଲେ l ସମ୍ବଲପୁର ପକ୍ଷରୁ ୟସ୍ ପାଲ ଶର୍ମା ସର୍ବାଧିକ ୪ ଟି ୱିକେଟ୍, ଯୁଦ୍ଧବିର ୨ ଟି ୱିକେଟ୍, ପ୍ରଦୀପ ପଧାନ, ମନୁ ଶୁକ୍ଳା, ଯୋଗେଶ କୁମାର୍, ଓ ମନୀଷ ଶେରାୱତ ପ୍ରତ୍ୟେକ ୧ ଟି ଲେଖାଏଁ ୱିକେଟ୍ ହାସଲ କରିଥିଲେ l ଟି ଟେନ ମ୍ୟାଚ୍ ରେ ୩ ୱିକେଟ୍ ହରାଇ ୧୦ ଓଭର ରେ ୨୦୫ ରନ୍ ସଂଗ୍ରହ କରିଥିଲେ l ଦଳ ପକ୍ଷରୁ ଅଶ୍ଵିନୀ ଚିଲ୍ଲର ୨୪ ବଲ ରେ ୯୮ ରନ୍, ଲକ୍ଷ୍ୟ ୧୭ ବଲ ରେ ୩୭ ରନ, ହିମାଂଶୁ ୧୧ ବଲ ରେ ୨୯ ରନ କରିଥିଲେ l ଦିଲ୍ଲୀ ଦଳ ପକ୍ଷରୁ ରୋଷନ ବିଷ୍ଟ , ସୁବାଷ ଚକ୍ରବର୍ତ୍ତୀ, ନବୀନ କୁମାର୍ ୧ ଟି ଲେଖାଏଁ ୱିକେଟ୍ ହାସଲ କରିଥିଲେ l ପ୍ରତି ଉତ୍ତର ରେ ଦିଲ୍ଲୀ ଦଳ ୮ ୱିକେଟ ରେ ୧୦ ଓଭର ରେ ମାତ୍ର ୮୨ ରନ କରି ପାରିଥିଲେ l ନବୀନ କୁମାର୍ ୧୪ ବଲ ରେ ୨୮ ରନ୍, ରାକେଶ ମାହାତୋ ୧୭ ରନ୍, ଉପେନ୍ଦ୍ର ପାଲ ୧୨ ରନ କରିଥିଲେ l ସମ୍ବଲପୁର ଦଳ ପକ୍ଷରୁ ୟସ ଶର୍ମା , ଅଜୟ ଯାଦବ , ଯୋଗେଶ କୁମାର ଓ ପ୍ରଦୀପ ପଧାନ ପ୍ରତ୍ୟେକ ୨ ଟି ଲେଖାଏଁ ୱିକେଟ୍ ହାସଲ କରିଥିଲେ l ଆଜିର ମ୍ୟାଚରେ ଅତିଥି ଭାବେ ପୂର୍ବତନ ବିଧାୟକ ବିନୋଦ ପାତ୍ର, ସମାଜସେବୀ ଶ୍ରୀକାନ୍ତ ମିଶ୍ର, ଡ୍ରଗିଷ୍ଟ ଏଣ୍ଡ କେମିଷ୍ଟ ସଂଘ ସଂପାଦକ ସତ୍ୟ ନାରାୟଣ ଦର୍ୱାନ, ଓ ବଗଳା   ଜ୍ୱେଲେର୍ସ ମାଲିକ ରୁପେଶ ଅଗ୍ରୱାଲ ଯୋଗ ଦେଇ ମ୍ୟାଚ୍ ଉଦ୍ଘାଟନ କରିଥିଲେ l ପୁରସ୍କାର ବିତରଣ ଉତ୍ସବ ରେ ଅତିଥି ଭାବେ ସୁଧାଂଶୁ ଗଡତିଆ ଓ ସନାତନ ଦାଶ ଯୋଗ ଦେଇ ଆଜିର ମ୍ୟାନ ଅଫ ଦି ମ୍ୟାଚ ଭାବେ ବିବେଚିତ ହୋଇଥିବା ସମ୍ବଲପୁର ଦଳ ଖେଳାଳୀ ଅଶ୍ଵିନୀ ଚିଲ୍ଲର ଙ୍କୁ ସମ୍ୱର୍ଦ୍ଧିତ କରିଥିଲେ l ପ୍ରୁଥିରାଜ ମିଶ୍ର, ଅମିୟ ସାହୁ ମ୍ୟାଚ୍ ପରିଚାଳନା କରିଥିଲେ l କ୍ଷେତ୍ର ବାସୀ ସାହୁ ସ୍କୋରର ଭାବେ ଅନ୍ ଲାଇନ୍ ସ୍କୋରର୍ ଭାବେ ହିମାଂଶୁ ପଧାନ, ବିଶ୍ୱ ନାଥ ନାୟକ ଦାୟିତ୍ବ ତୁଲାଇ ଥିଲେ l ବି ଏସ ରାଓ, ଅଚ୍ୟୁତ ମିଶ୍ର, ପାର୍ଥ ସାରଥୀ ଦାଶ, ବିନୋଦ ମହାକୁଡ ଖେଳ ର ପ୍ରତ୍ୟକ୍ଷ ଧାରା ବିବରଣୀ ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like