-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ଧରଣୀମାଲ ଗ୍ରାମ ବସ୍ତିପଡ଼ା ରେ ଧୂମଧାମ ରେ ପାଳିତ ହେଲା "ମା ସରସ୍ବତୀ" ପୂଜା

23-Jan-2026



ସିନାପାଲି ( ଚିନ୍ତାମଣି ନେତାମ) ନୂଆପଡା ଜିଲ୍ଲା ବୋଡେ଼ନ ବ୍ଲକ ବାବେବିର ପଂଚାୟତ ଧରଣୀମାଲ  ବସ୍ତି ପଡା ରେ ବହୁତ ଆଡମ୍ବର ସହିତ  ସରସ୍ବତୀ ପୂଜା ପାଳିତ ହୋଇଯାଇଛି  l ଏହି ପୂଜାରେ କର୍ତ୍ତା ଭାବରେ  ଶ୍ରୀଯୁକ୍ତ ବଳଭଦ୍ର କଟା, ମୁଖ୍ୟ ପୂଜକ  ରବୀନ୍ଦ୍ର କୁମାର ପତି ଦାୟିତ୍ୱ ତୁଲାଇଥିବାବେଳେ କମିଟିର ସଭାପତି ଶ୍ରୀଯୁକ୍ତ ଲିଙ୍ଗରାଜ କଟା, ସମ୍ପାଦକ ଶ୍ରୀଯୁକ୍ତ ମନୋରଞ୍ଜନ ବେହେରା, କୋଷାଧକ୍ଷ ଶ୍ରୀଯୁକ୍ତ ମହେନ୍ଦ୍ର ଭୋଇ  ପୂଜଟିକୁ ସୁଚାରୁ ରୂପେ  ଆଗେଇ ନେବା ସଂଗେ ସଂଗେ  ମା ସରସ୍ବତୀ ଦେବୀବିଦ୍ୟା ର ଅଧିଷ୍ଠାତ୍ରି ଦେବି ବିଦ୍ୟାର ଭଣ୍ଡାର,କଣ୍ଠ ଦାୟିନୀ,ପ୍ରତିବର୍ଷ ମାଘମାସ ଶୁକ୍ଳ ପକ୍ଷ ପଞ୍ଚମୀ ତିଥିରେ ସରସ୍ବତୀ ପୂଜା ଅନୁଷ୍ଠିତ ହୁଏ l ଏହାକୁ କେହି କେହି ଶ୍ରୀ ପଞ୍ଚମୀ  ବା ବସନ୍ତ ପଞ୍ଚମୀ ବୋଲି କହିଥାନ୍ତି l  ଏହି ପୂଜାଟି ଶିକ୍ଷାନୁଷ୍ଠାନ ରୁ  ଆରମ୍ଭ କରି ଅନେକ ଗ୍ରାମରେ ବାଗଦେବୀଙ୍କ ଆରାଧନା ଆଡମ୍ବର ସହକାରେ କରାଯାଇଥାଏ l ସରସ୍ବତୀ ପୂଜା ପ୍ରାଚୀନ କାଳରୁ ହୋଇ ଆସୁଥିବା ଏକ ମହାନ ପର୍ବ l ବିଦ୍ୟାଳୟ କାର୍ଯ୍ୟାଳୟ ତଥା ଘରେ ଘରେ ମଧ୍ୟ ମା ଙ୍କ  ପୂଜାର୍ଚନା କରାଯାଏ l  ମା ବାଗଦେବୀ ଶୁକ୍ଳ ବସ୍ତ୍ର ଓ ପୁଷ୍ପ ମାଳାରେ ମଣ୍ଡିତ ହୋଇଥାନ୍ତି  l ମାଙ୍କ ନିକଟରେ ହୋମ ହେବାସହିତ ଉଖୁଡା, କଦଳୀ,ଆଦି ବିଭିନ୍ନ ନୈବେଦ୍ୟ ସମର୍ପିତ ହୋଇଥାଏ l ଧୂପ, ଦୀପ ଓ ଝୁଣା ଗନ୍ଧରେ ପୂଜା ମହକି ଉଠେ  l  ଏହି  ପୂଜାଟି ଦୀର୍ଘ ୪୦ ବର୍ଷ ହେଲା  ଧରଣୀମାଲ ଗ୍ରାମ ବସ୍ତି ପଡା ରେ  ବାଗଦେବୀ ଙ୍କ ପୂଜନୋତ୍ସବ ପାଳନ କରି ଆସୁଛନ୍ତି l  ବସ୍ତି ପଡା ର  ବୀରେନ୍ଦ୍ର ବାଗ, ହରି ସିଂ  କଟା, ଟିକେଲାଲ କଟା, ବେଦବ୍ୟାସ କଟା,ଥବିର ବାଗ, ରାଜେନ୍ଦ୍ର କଟା, ଝାଙ୍କର  ଜିତାମିତ୍ର କଟା, ଦକ୍ଷ କଟା, ସନ୍ୟାସୀ, ଦୀନବନ୍ଧୁ କଟା, ଗୁଣ ସାଗର କଟା, ଶନ୍ତରାମ  ଛତ୍ରିଆ, ଅମୃତ କଟା, ଦେବେନ୍ଦ୍ର କଟା ଓ ଗ୍ରାମବାସୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like