-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ପର୍ଯ୍ୟଟନ ସ୍ଥଳୀରେ ପ୍ଲାଷ୍ଟିକ ମୁକ୍ତ ବଣଭୋଜି ପାଇଁ ସଚେତନତା

23-Jan-2026



ଏକକ ବ୍ୟବହୃତ ପ୍ଲାଷ୍ଟିକ୍ ନିର୍ମିତ ଦ୍ରବ୍ୟର ବହୁଳ ବ୍ୟବହାର ଫଳରେ ପ୍ଲାଷ୍ଟିକ ପ୍ରଦୂଷଣର କୁପ୍ରଭାବ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ଆଖି ଆଗରେ ରଖି ବରଗଡ ବନଖଣ୍ଡ ଅଧୀନସ୍ଥ ବରଗଡ଼ ବନାଞ୍ଚଳ ପକ୍ଷରୁ ଜିଲ୍ଲାର ଭଟଲି ବ୍ଲକ ଅନ୍ତର୍ଗତ ପର୍ଯ୍ୟଟନସ୍ଥଳୀ ଖଜୁରିଆ ଡ୍ୟାମକୁ ପ୍ଲାଷ୍ଟିକ ମୁକ୍ତ ବଣଭୋଜି ସ୍ଥଳ କରିବା ସକାଶେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କମଗାଁ ବନପାଳ କୈଳାସ ମାଝୀଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ମୁଖ୍ୟ ଅତିଥି ଭାବରେ ଇକୋ କ୍ଲବ ମାଷ୍ଟର ଟ୍ରେନର ତଥା ପରିବେଶବିତ ସଞ୍ଜୟ ଖମାରୀ,ସମ୍ମାନିତ ଅତିଥି

ଭାବରେ ହାସ୍ୟ କବି ଦେବେନ୍ଦ୍ର ସାହୁ, ସ୍ଥାନୀୟ ବରିଷ୍ଠ ସେଚ୍ଛାସେବୀ ନୀଳାମ୍ବର ପଧାନ ଓ ଶିକ୍ଷକ ଅଶ୍ୱିନୀ ସାହୁ ମଞ୍ଚାସୀନ ଥିଲେ।ପ୍ରାରମ୍ଭରେ ଅତିଥିବୃନ୍ଦଙ୍କୁ ଚାରା ଓ ଉପଢୌକନ ଦେଇ ସ୍ୱାଗତ କରିବା ପରେ ଅତିଥିବୃନ୍ଦ ପରିବେଶ ଉପରେ ପ୍ଲାଷ୍ଟିକ ବର୍ଜ୍ୟବସ୍ତୁର କୁପ୍ରଭାବ ସଂପର୍କରେ ବକ୍ତବ୍ୟ ଉପସ୍ଥାପନ କରିଥିଲେ।ମୁଖ୍ୟ ଅତିଥି ଶ୍ରୀ ଖମାରୀ ବଣଭୋଜି ସ୍ଥଳକୁ ପ୍ଲାଷ୍ଟିକ ମୁକ୍ତ କରିବା ନିମନ୍ତେ ସମସ୍ତଙ୍କୁ ଶପଥ ପାଠ କରାଇଥିଲେ।ଉପସ୍ଥିତ ସମସ୍ତ ପ୍ରକୃତିପ୍ରେମୀ ସଭାସ୍ଥଳରୁ ଏକ ଶୋଭାଯାତ୍ରାରେ ବାହାରି ବଣଭୋଜି ସ୍ଥଳ ପରିକ୍ରମା କରିଥିଲେ ଓ ବିଭିନ୍ନ ଦଳରେ ବଣଭୋଜି ସ୍ଥଳରୁ ବର୍ଜ୍ୟବସ୍ତୁ ସଂଗ୍ରହ କରିବା ସହିତ ବେଲବାହାଲି ସ୍କୁଲ,କମଗାଁ ହାଇସ୍କୁଲ ଓ ଭିଞ୍ଜେତୋରା ସ୍କୁଲର ଛାତ୍ରଛାତ୍ରୀଙ୍କ ଓ ସମସ୍ତ ଜନ ସାଧାରଣଙ୍କୁ ପ୍ଲାଷ୍ଟିକମୁକ୍ତ ପରିବେଶ ସୃଷ୍ଟି କରିବା ପାଇଁ ସଚେତନତାର ବାର୍ତ୍ତା ଦେଇଥିଲେ।ଏହି ସଚେତନତା କାର୍ଯ୍ୟକ୍ରମରେ କମଗାଁ ବନପାଳ କୈଳାସ ମାଝୀ,ବରଗଡ଼ ବନପାଳ ସୁଦୀପ୍ତ କୁମାର ରଥ, ତୁରୁମ ବନପାଳ ଲୋକେଶ୍ଵର ଭୋଇ,ବରପାଲି ବନପାଳ ଶଶୀକାନ୍ତ ମଲ୍ଲିକ,ଅତାବିରା ବନପାଳ ଉଷେଶ୍ଵରୀ ପ୍ରଧାନ, ବନରକ୍ଷୀ କିଶୋରକୁମାର ସେଠ୍,ସ୍ୱରୂପା ପ୍ରଧାନ,ରୀତା ରହେନା, ଜୟଶ୍ରୀ ଝାଙ୍କର, ବିଶ୍ୱରଂଜନ ସାହୁ ,ଫରେଷ୍ଟ ସ୍ୱାର୍ଡ ସୁମନ୍ତ ମିର୍ଦ୍ଧା, ରାକେଶ ବେହେରା,ବନ୍ୟପ୍ରାଣୀ ବିଭାଗର ବନରକ୍ଷୀ ରଶ୍ମିତା ବେହେରା, ସୀମାରେଖା ଦାଶ,ବନ୍ୟପ୍ରାଣୀ ସ୍କ୍ୱାର୍ଡ ବିମଳ କିଶୋର ପ୍ରଧାନ,ପ୍ରୀତମ ଗଡ଼ତିଆ,ପଞ୍ଚବଟୀ ବନ ସୁରକ୍ଷା ସମିତି, ବେଲବାହାଲିର ସଭାପତି ଖତୁ ବିଶ୍ୱାଳ,ବନ ସୁରକ୍ଷା ସମିତି

କମଗାଁର ଉପସଭାପତି ଗୀତା ବାଗ ପ୍ରମୁଖ ସକ୍ରିୟ ଅଂଶ ଗ୍ରହଣ କରିଥିଲେ। ସ୍ମୃତି ସ୍ୱରୂପ ବଣଭୋଜି ସ୍ଥଳରେ ଏକ ଚାରା ରୋପଣ କରାଯାଇଥିଲା।ବରଗଡ଼ ଡିଏଫଓ ସରୋଜ ପଣ୍ଡାଙ୍କ ତତ୍ତ୍ଵାବଧାନରେ ଏବଂ ବନାଞ୍ଚଳ ଅଧିକାରୀ ରଞ୍ଜିତ ସିଂ ବାବୁଙ୍କ ମାର୍ଗ ଦର୍ଶନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ତୁରୁମ ବନପାଳ ଲୋକେଶ୍ଵର ଭୋଇ ସଭାକାର୍ଯ୍ୟ ପରିଚାଳନା କରିଥିବାବେଳେ ଭଟଲି ବନପାଳ କୈଳାସ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like