-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଜିଲ୍ଲା

ବୀର ସୁରେନ୍ଦ୍ର ସାଏ ପବ୍ଲିକ ସ୍କୁଲର ୧୫ତମ ବାର୍ଷିକୋତ୍ସବ

24-Jan-2026



ବଲାଙ୍ଗୀର(ପ୍ରେରଣା ଖବର): ଗତକାଲି ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ବୀର ସୁରେନ୍ଦ୍ର ସାଏ ପବ୍ଲକି ସ୍କୁଲର ୧୫ତମ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ସଭା ପ୍ରାରମ୍ଭରେ ବାଗ୍‌ଦେବୀ ସରସ୍ୱତୀ, ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରି ସଭାର ଶୁଭାରମ୍ଭ କରିଥିଲେ । ଏହି ସଭାରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗୀର ବ୍ଲକ ଶିକ୍ଷା ଅଧିକାରୀ ନୀଳମଣି ପଟେଲ ଯୋଗ ଦେଇ ଜଣେ ଛାତ୍ରର କ୍ୟାରିୟର ଗଠନରେ ଶିକ୍ଷକ, ଅଭିଭାବକ ଓ ସ୍କୁଲର ଗୁରୁତତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି କହିଥିଲେ । ଥିଲେ । ସ୍କୁଲର ଅଧ୍ୟକ୍ଷ ଜିତୁ ପ୍ରଧାନଙ୍କ ପରିଚାଳନାରେ ଅନୁଷ୍ଠିତ ଏହି ସଭାରେ ସମ୍ମାନିତ ଅତିଥି ଭାବରେ ସ୍କୁଲର ପ୍ରତିଷ୍ଠାତା ସଂପାଦକ ସୁବାଷ କୁମାର ରାଉତ, ଅମୃତି ରାଉତ, ବଲାଙ୍ଗୀର ଓଏସ୍‌ଆର୍‌ଟିସି ର ମେନେଜର ଅମିତ କୁମାର ମିଶ୍ର, ସାପ୍ତାହିକ ‘ପ୍ରେରଣା’ର ସଂପାଦକ ରଘୁ ନନ୍ଦନ ସିଂହ, ସ୍କୁଲର ସଭାପତି ଦିଲୀପ ପଣ୍ଡା ଓ ମୁଖ୍ୟ ବକ୍ତା ଭାବରେ ଅଧ୍ୟାପକ ଡ. କବିରାଜ ଭୋଇ ଯୋଗ ଦେଇ ସେବା ମନୃବୃତ୍ତି ନେଇ ତଥା ସ୍ପଳ୍ପ ଖର୍ଚ୍ଚରେ ପିଲା ମାନଙ୍କୁ ଉନ୍ନତମାନର ଶିକ୍ଷା ସେବା ପ୍ରଦାନ କରୁଥିବା ବୀର ସୁରେନ୍ଦ୍ର ସାଏ ପବ୍ଲିକ ସ୍କୁଲ ଜିଲ୍ଲା ତଥା ରାଜ୍ୟରେ ନିଜର ପରିଚୟ ସୃଷ୍ଟି କରୁ ବୋଲି କାମନା କରିଥିଲେ । କାର୍ଯ୍ୟକ୍ରମକୁ ଜାଗୃତି ପ୍ରଧାନ ଓ ବବିତା ଦାସ ପରିଚାଳନା କରିଥଲେ । ପରେ ସ୍କୁଲର କୁନିକୁନି ଛାତ୍ରଛାତ୍ରୀ ମାନେ ବିଭିନ୍ନ ନାଚଗୀତ ପରିବେଷଣ କରିଥିଲେ । କୃତୀ ପ୍ରତିଯୋଗୀ ମାନଙ୍କୁ ଅତିଥିଗଣ ପୁରସ୍କୃତ କରିଥିଲେ । ଏଥିରେ ସ୍କୁଲର ସମସ୍ତ ଶିକ୍ଷକଶିକ୍ଷୟିତ୍ରୀ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like