-+91-9937148622 |

prerana_bgr@rediffmail.com |

  Monday 20th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   (19-Jul-2026)       ||      ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   (19-Jul-2026)       ||      ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   (19-Jul-2026)       ||      ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   (19-Jul-2026)       ||      ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   (19-Jul-2026)       ||      ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   (19-Jul-2026)       ||      ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   (19-Jul-2026)       ||      *କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   (19-Jul-2026)       ||      ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   (19-Jul-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (19-Jul-2026)       ||      ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   (19-Jul-2026)       ||      ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   (19-Jul-2026)       ||      ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବାକୁ ଏକ ପ୍ରୟାସ   (19-Jul-2026)       ||      ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   (18-Jul-2026)       ||      କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ    (18-Jul-2026)       ||      ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ପଲ୍ଲିଶ୍ରୀ ମେଳା ■ ୧କୋଟି ୩୦ଲକ୍ଷ ଟଙ୍କାର ବେପାର ■ ଯୋଗଦେଇଥିଲେ ୧୧ଟି ରାଜ୍ୟର ୩୦୩ ଗ୍ରୁପ

24-Jan-2026



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀରରେ ଗତ ଜାନୁୟାରୀ ୧୯ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୫ଦିନ ଧରି ଆୟୋଜିତ ହୋଇଥିବା ଜିଲ୍ଲାସ୍ତରୀୟ ଲୋକଉତ୍ସବରେ ଓରମାସ ପକ୍ଷରୁ ପଲ୍ଲିଶ୍ରୀ ମେଳା ଅନୁଷ୍ଠିତ ହୋଇଥିଲା । ଏହି ମେଳାରେ ପଲ୍ଲିଶ୍ରୀମେଳା, ସୁଭଦ୍ରା ଶକ୍ତିମେଳା, ଆତ୍ମନିର୍ଭର ଭାରତ ସ୍ୱେଦେଶୀମେଳା ଯୋଜନାର ୩୦୩ ଟି ସ୍ୱୟଂସହାୟିକା ଦଳର ୬୯୯ ଜଣ ଯୋଗଦେଇ ତାଙ୍କ ସ୍ୱନିର୍ମିତ ଜିନିଷପତ୍ର ବିକ୍ରୀ କରିଥିଲେ । ମୋଟ ୧୧ଟି ରାଜ୍ୟର ୩୦୩ଟି ଗ୍ରୁପର ୧,୩୦,୯୫,୭୬୦ ଟଙ୍କାର ସାମଗ୍ରୀ ବିକ୍ରୀ ହୋଇଥିବା ସୂଚନା ମିଳିଛି । ଜିଲ୍ଲା ଉନ୍ନୟନଅଧିକାରୀ ତଥା ଜିଲ୍ଲାପରିଷଦର ମୁଖ୍ୟ ନିର୍ବାହୀଅଧିକାରୀ ତରଣୀସେନ ସୁନା ସୂଚନା ଦେଇଛନ୍ତି ଯେ, ଓରମାସ ପକ୍ଷରୁ ଆୟୋଜିତ ପଲ୍ଲିଶ୍ରୀ ମେଳାରେ ଖୁବଭଲ ବ୍ୟବସାୟ ହୋଇଛି। ୧୦ଟି ବାହାରରାଜ୍ୟରୁ ଆସିଥିବା ସାମଗ୍ରୀ ସହିତ ରାଜ୍ୟର ୩୦ଟି ଜିଲ୍ଲାର ସ୍ୱୟଂସହାୟିକାଦଳ ଏଥିରେ ସାମିଲ ହୋଇଥିଲେ । ଗତ ୫ଦିନ ଧରି ଲୋକଙ୍କ ସମାଗମ ହୋଇଥିଲା । ଘରକରଣା ସାମଗ୍ରୀର ବ୍ୟବସାୟ ଭଲ ହୋଇଥିବା ସୂଚନା ମିଳିଛି। ପ୍ରଥମ ଦିନରେ ୧୫ଲକ୍ଷ ୯୦ହଜାର, ଦ୍ୱିତୀୟ ଦିନରେ ୨୧ଲକ୍ଷ ୭୬ ହଜାର, ତୃତୀୟ ଦିନରେ ୩୦ଲକ୍ଷ,ଚତୁର୍ଥ ଦିନରେ ୩୨ଲକ୍ଷ ୪୦ହଜାର ଓ ଶେଷଦିନରେ ୩୧ଲକ୍ଷ ଟଙ୍କାର ସାମଗ୍ରୀ ବିକ୍ରି ହୋଇଥିବା ଜଣାପଡିଛି । ସ୍ୱୟଂସହାୟିକା ଦଳଙ୍କ ପାଇଁ ଏହା ଏକ ବଡ ବଜାର ସୁବିଧା ପ୍ରଦାନ କରାଯାଇଛି । ଏହି ମେଳାରେ ଓଡିଶା ସମେତ,ପଞ୍ଜାବ,ଜାମ୍ମୁ ଓ କାଶ୍ମିର, ରାଜସ୍ଥାନ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ,ବିହାର,ମହାରାଷ୍ଟ୍ର, ଛତିଶଗଡ,କର୍ଣ୍ଣାଟକା ଓ ଝାରଖଣ୍ଡ ରାଜ୍ୟର ସ୍ୱୟଂସହାୟିକା ଦଳ ଯୋଗ ଦେଇଥିଲେ । ଲୋକଉତ୍ସବର ପ୍ରଥମଦିନରେ ରାଜ୍ୟସଭା ସାଂସାଦ ନିରଂଜନ ବିଶି ମୁଖ୍ୟଅତିଥି ଭାବରେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ । ଜିଲ୍ଲାପାଳ ଗୌରବଶିବାଜୀ ଇସଲୱାର,ଏସପି ଅଭିଳାଷ ଜୀ, ଜିଲ୍ଲା ପରିଷଦ ଉନ୍ନୟନଅଧିକାରୀ ତରଣିସେନ ସୁନା ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   19-Jul-2026
  ଜିଲ୍ଲା  
ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   19-Jul-2026
  ଜିଲ୍ଲା  
ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   19-Jul-2026
  ଜିଲ୍ଲା  
ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   19-Jul-2026
  ଜିଲ୍ଲା  
ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   19-Jul-2026
  ଜିଲ୍ଲା  
ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   19-Jul-2026
  ଜିଲ୍ଲା  
ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   19-Jul-2026
  ଜିଲ୍ଲା  
*କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   19-Jul-2026
  ଜିଲ୍ଲା  
ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   19-Jul-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   19-Jul-2026
  ଜିଲ୍ଲା  
ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   19-Jul-2026
  ଜିଲ୍ଲା  
ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   19-Jul-2026

You Might Also Like