-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

*୩୭ ତମ ସର୍ବ ଭାରତୀୟ ଲାଲ୍ ମନି କ୍ରିକେଟ - ସୁନ୍ଦରଗଡ ଦଳ ସେମି ଫାଇନାଲ ରେ ପ୍ରବେଶ* -

24-Jan-2026



ସୋନପୁର( ମନୋରଞ୍ଜନ ତ୍ରିପାଠୀ)
 ସର୍ବ ଭାରତୀୟ ଲାଲମନି ସ୍ମାରକୀ କ୍ରିକେଟର ଷଷ୍ଠ ଦିବସରେ ସୁନ୍ଦରଗଡ଼ ନବଜୀବନ କ୍ଲବ ଓ ଝାଡଖଣ୍ଡ ରାଇଜିଙ୍ଗ ଷ୍ଟାର ମଧ୍ୟରେ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା। ସୁନ୍ଦରଗଡ଼ ଦଳ ଟସ ଜିଣି ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୭ ଉଇକେଟ ହରାଇ ୨୨୬ ରନ କରିଥିଲେ। ଦଳ ପକ୍ଷରୁ ସୌରଭ ଚନ୍ଦା ୪୧ ବଲ ରେ ୬୭ ରନ ବିଭାସ ସା ୩୦ ବଲ ରେ ୬୧ ରନ ଆଦିତ୍ୟ ଆନନ୍ଦ ୨୭ ବଲରେ ୫୨ ରନ, ୱାଲଟର ଟପୋ ୧୭ ବଲରେ ୨୪ ରନ କରିଥିଲେ। ଝାଡଖଣ୍ଡ ଦଳ ପକ୍ଷରୁ  ଆକାଶ ସାହୁ ସର୍ବାଧିକ ୨ ୱିକେଟ୍ ଉଇକେଟ ହାସଲ କରିଥିଲେ। ଅନୁପ ଯାଦବ, ସାହିଲ ଶର୍ମା,କ୍ରିଷ୍ଣା ମାହାତୋ ଓ ରଞ୍ଜିତ ଅଗ୍ରୱାଲ ପ୍ରତ୍ୟେକ ୧ଟି ଲେଖାଏଁ ଉଇକେଟ ହାସଲ କରିଥିଲେ। ପ୍ରତିଉତ୍ତରରେ ଝାଡଖଣ୍ଡ ଦଳ ୧୮. ୫ ଓଭରରେ ୧୭୨ ରନ କରି ଅଲ ଆଉଟ ହୋଇଥିଲେ। ଦଳ ପକ୍ଷରୁ ରଣଜିତ ୪୩ ବଲରେ ୮୮ ରନ, ଅରୁଣ ଯାଦବ ୧୯ ବଲରେ ୨୭ ରନ, ଅଜୟ ଭାସ୍କେ ୨୩ ବଲରେ ୨୪ ରନ   କରିଥିଲେ। ସୁନ୍ଦରଗଡ ଦଳ ପକ୍ଷରୁ ମହମ୍ମଦ ଡେନିସ ସର୍ବାଧିକ ୫ ଟି ଉଇକେଟ ହାସଲ କରିଥିବା ବେଳେ ଅଙ୍କିତ ସିଂ ଓ ଗୌତମ ସୁନା ୨ଟି ଲେଖାଏଁ ଉଇକେଟ ହାସଲ କରିଥିଲେ। ଆଜିର ମ୍ୟାଚକୁ ଆଇ ଡି ବି ଆଇ ବ୍ୟାଙ୍କ ମ୍ୟାନେଜର ଆଶୁତୋଷ ନାୟକ,  ଏସ ଆଇ ଟି ଡି କମ୍ପୁଟର ଏମ ଡି ବାବୁଲାଲ ମେହେର, ଓ ନିର୍ମଳ ନେଗୀ ହୋଟେଲ ମୁନ ପ୍ରୋପାଇଟର ଉଦଘାଟନ କରିଥିଲେ। ଟି ଟେନ୍ ମ୍ୟାଚ୍ ରେ ସୁନ୍ଦରଗଡ଼ ଦଳ ପକ୍ଷରୁ ୮ ଓଭର ରେ ୯ ୱିକେଟ୍ ହରାଇ ୭୧ ରନ୍ କରିଥିଲେ l ଅମୋଦ ଯାଦବ ୧୦ ବଲ ରେ ୧୬ ରନ୍, ଆଦିତ୍ୟ ଆନନ୍ଦ ୬ ବଲ ରେ ୧୨ ରନ୍ କରିଥିଲେ l ଝାଡ ଖଣ୍ଡ ଦଳ ପକ୍ଷରୁ ଅରୁଣ ଯାଦବ ସର୍ବାଧିକ ୪ ଟି ୱିକେଟ୍, ରଣଜିତ୍ ଅଗ୍ରୱାଲ ୩ ଟି ୱିକେଟ୍ ହାସଲ କରିଥିଲେ l ପ୍ରତି ଉତ୍ତର ରେ ଝାଡଖଣ୍ଡ ଦଳ ୮ ଓଭର ରେ ୪ ୱିକେଟ୍ ହରାଇ ୭୨ ରନ କରି ମ୍ୟାଚ୍ ବିଜୟୀ ହୋଇଥିଲେ l ରଣଜିତ୍ ୧୭ ବଲ ରେ ଅପରାଜିତ ୩୩ ରନ, ବିଜୟ ରୋହିତ ୧୧ ବଲ ରେ ୧୫ ରନ୍, କ୍ରିଷ୍ଣା ମାହୋତା ୮ ବଲ ରେ ୧୧ ରନ କରିଥିଲେ l ସୁନ୍ଦର୍ ଗଡ଼ ଦଳ ପକ୍ଷରୁ ଦେବାଶିଷ ବାଗ ୨ ଟି ୱିକେଟ୍ ହାସଲ କରିଥିଲେ l ଉଭୟ ଦଳ ଗୋଟାଏ ଗୋଟାଏ ମ୍ୟାଚ୍ ବିଜୟୀ ହେବା ପରେ ସମାନ ସ୍ଥିତି ରେ ପହଞ୍ଚିଲେ l ନିର୍ଣ୍ଣାୟକ ସୁପର ଓଭର ରେ ଝାଡ ଖଣ୍ଡ ଦଳ ମାତ୍ର ୩ ରନ କରିଥିଲେ l ଏହି ଟାର୍ଗେଟ କୁ ସହଜ ରେ ପୁରା କରି ସୁନ୍ଦର ଗଡ ଦଳ ଆଜି ର ମ୍ୟାଚ୍ କୁ ରୋମାଞ୍ଚକର ବିଜୟ ହାସଲ କରି  ସେମି ଫାଇନାଲ ପ୍ରବେଶ କରିଛି l ମେହେର ଜ୍ୱେଲର୍ସ୍ ର ପ୍ରୋପାଇଟର ସନ୍ତୋଷ ମେହେର, ଓ ପୂର୍ବତନ କ୍ରିକେଟ ଖେଳାଳୀ କମଳେଶ ଶର୍ମା ପୁରସ୍କାର ବିତରଣ ଉତ୍ସବ ରେ ଅତିଥି ଭାବେ ଯୋଗ ଦେଇ ଝାଡ ଖଣ୍ଡ ର ଖେଳାଳୀ ରଣଜିତ ଅଗ୍ରୱାଲ ଙ୍କୁ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ପ୍ରଦାନ କରିଥିଲେ l ଆଜିର ମ୍ୟାଚ କୁ ପ୍ରୁଥିରାଜ ମିଶ୍ର ଓ ଶ୍ୟାମ ସୁନ୍ଦର ପଣ୍ଡା ପରିଚାଳନା କରିଥିଲେ l ସ୍କୋରର ଭାବେ ପ୍ରଦୀପ୍ତ ସେଠି, ଅନ୍ ଲାଇନ୍ ସ୍କୋରର ଭାବେ ହିମାଂଶୁ ପଧାନ ଓ ବିଶ୍ଵନାଥ ନାୟକ ଦାୟିତ୍ଵ ନିର୍ବାହ କରିଥିଲେ l ବି ଏସ ରାଓ, ଅଚ୍ୟୁତ ମିଶ୍ର, ପାର୍ଥ ସାରଥୀ ଦାଶ, ପ୍ରକାଶ ପାତ୍ର ଓ ବିନୋଦ ମହାକୁଡ ଖେଳ ର ଧାରା ବିବରଣୀ ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like