-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||     

HOME   ଜିଲ୍ଲା

*ନବରଙ୍ଗପୁର ମହାବିଦ୍ୟାଳୟରେ ଶିଶୁ କନ୍ୟା ଶିକ୍ଷା ଉପରେ ଏକ ଦିନିକିଆ କର୍ମଶାଳା ତଥା ସଚେତନତା କାର୍ଯ୍ୟକ୍ରମ*

09-Feb-2026



ନବରଙ୍ଗପୁର :(ପ୍ରିୟଦର୍ଶିନୀ ପାତ୍ର) ଭାରତ ସରକାରଙ୍କ ପିଏମ୍-ଉଷା  (PM-USHA) ଯୋଜନାର ଲିଙ୍ଗ ସମାବେଶ ଓ ସମତା ପଦକ୍ଷେପ (GIEI) ଅଂଶ ଅଧୀନରେ ପ୍ରଯୋଜିତ କନ୍ୟା ଶିଶୁ ଶିକ୍ଷା ଉପରେ ଏକ ଦିନିକିଆ କର୍ମଶାଳା ତଥା ସଚେତନତା କାର୍ଯ୍ୟକ୍ରମ ତା: ୦୯.୦୨.୨୦୨୬ ରିଖ ରେ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି ।  କାର୍ଯ୍ୟକ୍ରମଟିକୁ ନବରଙ୍ଗପୁର ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ଡି. ଗୋବିନ୍ଦା ରାଓ ଉଦଘାଟନ କରି, ଶିଶୁ କନ୍ୟା ଶିକ୍ଷାର ଗୁରୁତ୍ୱ ଉପରେ ଆଲୋକପାତ କରି ଝିଅ ଶିଶୁ ଶିକ୍ଷା ସମାଜର ସମତା ଏବଂ ଦେଶର ସର୍ବାଙ୍ଗୀଣ ବିକାଶ ପାଇଁ ଅତ୍ୟନ୍ତ ଆବଶ୍ୟକ ବୋଲି ମତ ପ୍ରକାଶ କରିଥିଲେ। ମୁଖ୍ୟ ଅତିଥି ଭାବେ ଶ୍ରୀମତୀ ମୋନାରମା ମାଝୀ, ସାମାଜିକ କର୍ମୀ, ନବରଙ୍ଗପୁର  ଯୋଗଦେଇ,ଶିଶୁ କନ୍ୟା ଶିକ୍ଷାର ଜାତି ଗଠନ ଓ ସମାଜ ପରିବର୍ତ୍ତନରେ ଭୂମିକା ବିଷୟରେ ବିସ୍ତୃତ ଆଲୋଚନା କରିଥିଲେ ଏବଂ ଛାତ୍ରୀମାନଙ୍କୁ ଉଚ୍ଚ ଶିକ୍ଷା ଅଧ୍ୟୟନ ପାଇଁ ଉତ୍ସାହିତ କରିଥିଲେ।ସମ୍ମାନିତ ସଂସାଧନ ବ୍ୟକ୍ତି ଡଃ ମନୋରଞ୍ଜନ ପ୍ରଧାନ, ସହକାରୀ ପ୍ରାଧ୍ୟାପକ, ଶିକ୍ଷା ବିଭାଗ, ବିକ୍ରମ ଦେବ ବିଶ୍ୱବିଦ୍ୟାଳୟ, ଜୟପୁର, ପ୍ରାଚୀନ ଶିକ୍ଷା ପ୍ରଣାଳୀରୁ ଆରମ୍ଭ କରି ନୂତନ ଶିକ୍ଷା ନୀତି ୨୦୨୦ ପର୍ଯ୍ୟନ୍ତ ଏକ ସଂକ୍ଷିପ୍ତ ବିବରଣୀ ପ୍ରଦାନ କରିଥିଲେ ଏବଂ ଶିଶୁ କନ୍ୟା ଶିକ୍ଷା ପାଇଁ ସରକାର ଆରମ୍ଭ କରିଥିବା ବିଭିନ୍ନ ଯୋଜନା ବିଷୟରେ ଆଲୋକପାତ କରିଥିଲେ।
ଡଃ ସାଗରିକା ମିଶ୍ର, ସହକାରୀ ପ୍ରାଧ୍ୟାପକ, ସମାଜଶାସ୍ତ୍ର ବିଭାଗ, ବିକ୍ରମ ଦେବ ବିଶ୍ୱବିଦ୍ୟାଳୟ, ଗ୍ରାମାଞ୍ଚଳର ଝିଅମାନେ ଉଚ୍ଚ ଶିକ୍ଷା ଅଧ୍ୟୟନ କରିବା ସମୟରେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ଓ ବାଧାବିଘ୍ନ ବିଷୟରେ ଗଭୀର ଆଲୋଚନା କରିଥିଲେ ।  ଅନ୍ୟାନ୍ୟ ସଂସାଧନ ବ୍ୟକ୍ତିତ୍ୱ ଡଃ ହରିଶ୍ଚନ୍ଦ୍ର ଶବର, ଶ୍ରୀମତୀ ମାନସୀ ମହାପାତ୍ର ଏବଂ ଛାତ୍ରୀ ପ୍ରତିନିଧି କୁମାରୀ ପ୍ରିୟଙ୍କା ନାୟକ ମଧ୍ୟ ଶିଶୁ କନ୍ୟା ଶିକ୍ଷାର ଗୁରୁତ୍ୱ ଉପରେ ବିସ୍ତୃତ ଆଲୋଚନା କରି ଏହାକୁ ସମୟର ଆବଶ୍ୟକତା ବୋଲି କହିଥିଲେ। ପିଏମ୍-ଉଷା ଯୋଜନାର ଜିଲ୍ଲା ନୋଡାଲ୍ ଅଧିକାରୀ,ଶ୍ରୀମତୀ ସଙ୍ଗୀତା ତ୍ରିପାଠୀ, ପିଏମ୍-ଉଷାର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସହିତ ଶିଶୁ କନ୍ୟା ଶିକ୍ଷାର ଗୁରୁତ୍ୱ ବିଷୟରେ ଆଲୋଚନା କରିଥିଲେ । ଏହି କାର୍ଯ୍ୟକ୍ରମରେ ଭୈରବ ଡିଗ୍ରୀ ମହାବିଦ୍ୟାଳୟ, ଡାବୁଗାଁ, ସରକାରୀ ଡିଗ୍ରୀ ମହାବିଦ୍ୟାଳୟ, କୋସାଗୁମୁଡା, ସରକାରୀ ଡିଗ୍ରୀ ମହାବିଦ୍ୟାଳୟ, ତେନ୍ତୁଳିଖୁଣ୍ଟି, ମୋଡେଲ୍ ଡିଗ୍ରୀ ମହାବିଦ୍ୟାଳୟ, ନବରଙ୍ଗପୁର, ମହିଳା ଡିଗ୍ରୀ ମହାବିଦ୍ୟାଳୟ, ନବରଙ୍ଗପୁର ଏବଂ ନବରଙ୍ଗପୁର ଡିଗ୍ରୀ ମହାବିଦ୍ୟାଳୟର ଛାତ୍ରୀ ଓ କର୍ମଚାରୀମାନେ ଯୋଗଦେଇଥିଲେ।
କାର୍ଯ୍ୟକ୍ରମର ଶେଷରେ ଡଃ ଜାହାଙ୍ଗୀର ମହମ୍ମଦ ଧନ୍ୟବାଦ ଜ୍ଞାପନ କରି କାର୍ଯ୍ୟକ୍ରମର ସମାପ୍ତି ଘୋଷଣା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026

You Might Also Like