-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ରାଜ୍ୟ

ପୋଲିସ ହାତରେ ସାଇବର ଅପରାଧୀ ଗ୍ୟାଙ୍ଗ,୨ଜଣ ଗିରଫ ନିରୀହଙ୍କ ନାମରେ ଆକାଉଣ୍ଟ,କଲିକତା ଲିଙ୍କରେ କୋଟିକୋଟି ଟଙ୍କାର ଟ୍ରାନଜେକ୍ସନ

13-Feb-2026



ବଲାଙ୍ଗିର(ପ୍ରେରଣା ଖବର)-ବଲାଙ୍ଗୀର ଜିଲ୍ଲାରେ ଏକ ସାଇବରଗ୍ୟାଙ୍ଗ କାମ କରୁଥିବା ଓ ସେମାନେ ବିଭିନ୍ନ ଗାଁରୁ ଲୋକଙ୍କ ଆଧାରକାର୍ଡ ସଂଗ୍ରହକରି ବ୍ୟାଙ୍କରେ ଆକାଉଣ୍ଟଖୋଲି ସାଇବର ଅପରାଧିଙ୍କର ଟଙ୍କାକୁ ଟାନଜେକ୍ସନ କରାଉଥିବା ଜଣାପଡିଛି। ବଲାଙ୍ଗୀର ସାଇବର ପୋଲିସ ଏଭଳି ଏକ ଗ୍ୟାଙ୍ଗକୁ ଠାବକରି ତାଙ୍କୁ ଜେରାକଲା ପରେ ଏକ ବଡଧରଣର ସାଇବର ଠକେଇର ପର୍ଦ୍ଦାଫାସ କରିଛି। ସାଇବର ପୋଲିସ ଚୁଡାପାଲି ଗ୍ରାମର ଦେବାଶିଷ କାନ୍ତି ଓ ସୌମ୍ୟରଂଜନ କବାଟ ନାମକ ଦୁଇଜଣ ମଧ୍ୟସ୍ଥିଙ୍କୁ ଧରି ସେମାନଙ୍କଠାରୁ ବିପୁଳ ପରିମାଣର ବ୍ୟାଙ୍କ ପାସବୁକ, ଚେକବୁକ, ଡେବିଟକାର୍ଡ, ପିଓଏସ ମେସିନ, ମୋବାଇଲଫୋନ,ସିମକାର୍ଡ,ଏକ ଚାରିଚକିଆଗାଡି ଜବତ କରିଛି । ଆଜି ବଲାଙ୍ଗୀର ଏସପି ଅଭିଲାଷ ଜୀ ଜିଲ୍ଲା ପୋଲିସ ମୁଖ୍ୟାଳୟରେ ଅଅୟୋଜିତ ଏକ ସାମ୍ବାଦିକ ସମ୍ବିଳନୀରେ ଏନେଇ ଗଣମସାଧ୍ୟମକୁ ସୂଚନା ଦେଇଛନ୍ତି । ଏସପି କହିଛନ୍ତି ଯେ,କୌଣସି ବ୍ୟକ୍ତିଙ୍କୁ ନିଜର ଆଧାର କାର୍ଡ, ପାନକାର୍ଡ କିମ୍ବା ଅନ୍ୟାନ୍ୟ କାଗଜପତ୍ର ନଦେବାକୁ ଜନସାଧାରଣଙ୍କୁ ଗଣମାଧ୍ୟମ ଜରିଆରେ ଅନୁରୋଧ କରିଛନ୍ତି ।
   ଏସପି ଶ୍ରୀ ଅଭିଲାଷ ଜୀ ସୂଚନା ଦେଇଛନ୍ତି,ଚୁଡାପାଲିର ଏହି ଦୁଇ ଅଭିଯୁକ୍ତ ଗ୍ରାମାଞ୍ଚଳର ନିରୀହ ଲୋକଙ୍କୁ ନେଇ ବ୍ୟାଙ୍କରେ ପାସବୁକ ଖୋଲାଉଥିଲେ ଓ ସେହି ଆକାଉଣ୍ଟକୁ ନିଜେ ପରିଚାଳିତ କରୁଥିଲେ । ଆକାଉଣ୍ଟଧାରୀଙ୍କୁ କିଛି ଅର୍ଥଦେଇ ଲୋଭଦେଖାଇ ତାଙ୍କନାମରେ ଆକାଉଣ୍ଟ ଖୋଲି ସେହି ଆକାଉଣ୍ଟରେ ବାହାର ରାଜ୍ୟରୁ ସାଇବର ଅପରାଧିଙ୍କର ଟଙ୍କାକୁ ଟ୍ରାନଜେକ୍ସନ କରାଉଥିଲେ । ସେମାନେ ସେଥିପାଇଁ ଗୋଟି ଗୋଟିଏ ଆକାଉଣ୍ଟ ପିଚ୍ଛା ୧୦ହଜାରୁ ୨୦ହଜାର ପର୍ଯ୍ୟନ୍ତ ସାଇବର ଅପରାଧିଙ୍କଠାରୁ ପାଉଥିଲେ । ମୁଖ୍ୟତଃ ବଲାଙ୍ଗୀର ୟୁକୋବ୍ୟାଙ୍କରେ ଏଭଳି ଭାବରେ ଆକାଉଣ୍ଟ ମାନଙ୍କରେ କୋଟି କୋଟି ଟଙ୍କା ଟ୍ରାନଜେକ୍ସନ ହୋଇଥିବା ଜଣାପଡିଥିବା ଏସପି କହିଛନ୍ତି । ଏପର୍ଯ୍ୟନ୍ତ ପ୍ରାୟ ୩୦୦ରୁ ଅଧିକ ଏଭଳି ଆକାଉଣ୍ଟରେ ଟ୍ରାନଜେକ୍ସନ ହୋଇଥିବା ପୋଲିସ ସୂଚନା ଦେଇଛି । ତେବେ ଗୁରୁତ୍ୱପୂର୍ଣ୍ଣ ବିଷୟ ହେଲା ଅନେକ ସାଧାରଣ ଲୋକଙ୍କ ନାମରେ କରେଣ୍ଟ ଆକାଉଣ୍ଟ ଓ ବିଜନେସ ଆକାଉଣ୍ଟ ମଧ୍ୟ ଖୋଲାଯାଇଥିବା ଜଣାପଡିଛି । ଫଳରେ ଏହି ସାଇବର ଠକେଇ କାରବାରରେ ବ୍ୟାଙ୍କର କିଛି ଅଧିକାରୀ ଓ କର୍ମଚାରୀ ମଧ୍ୟ ସାମିଲ ଥିବାର ସନ୍ଦେହ କରାଯାଉଛି । ଏନେଇ ପୋଲିସ ତଦନ୍ତ ଚଳାଇଛି । ବଲାଙ୍ଗୀରର ଏହି ଆକଉଣ୍ଟଗୁଡିକ କଲିକତାର ସାଇବର ଗ୍ୟାଙ୍କ ସହିତ ଲିଙ୍କ ରହିଛି ଓ ଏପର୍ଯ୍ୟନ୍ତ କୋଟିକୋଟି ଟଙ୍କାର କାରବାର ହୋଇସାରିଥିବା ପୋଲିସ ଜାଣିବାକୁ ପାଇଛି । ଆଜିର ଏହି ସାମ୍ବାଦିକ ସମ୍ବିଳନୀରେ ଏସପି ଅଭିଲାଷ ଜୀ,ସଦର ଏସଡିପିଓ ସରୋଜ ଉପାଧ୍ୟାୟ ଓ ସାଇବର ଥାନାଧିକାରୀ ଭାରତୀ ନାଏକ ଉପସ୍ଥିତ ରହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like