-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||     

HOME   ଜିଲ୍ଲା

*ମାଇଁ ଛୋଟା ସ୍କୁଲ୍ ର ବାର୍ଷିକ ଉତ୍ସବ ମଧୁବନ ୨୦୨୫/୨୬ ପାଳିତ*-

14-Feb-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ମାଇଁ ଛୋଟା ସ୍କୁଲ୍ ର ବାର୍ଷିକ ଉତ୍ସବ ମଧୁବନ ୨୦୨୫/୨୬ ମହା ସମାରୋହ ରେ ପାଳିତ ହୋଇଯାଇଛି l ଏଠାରେ ମୁଖ୍ୟ ଅତିଥି ଭାବେ ସୋନପୁର କଲେଜ୍ ର ଜୁଲୋଜି ବିଭାଗ ର ମୂଖ୍ୟ ପ୍ରଫେସର ଉମାକାନ୍ତ ନାଗ ଯୋଗ ଦେଇ ଛାତ୍ର ଛାତ୍ରୀ ଙ୍କ ଚରିତ୍ର ଗଠନ ହେଲେ ଗୋଟେ ସୁସ୍ଥ ରାଷ୍ଟ୍ର ଗଠନ ରେ ସହାୟକ ହୁଏ ବୋଲି କହିଥିଲେ l  ଏଥିରେ ମା ମାନଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ ବୋଲି କହି ଛାତ୍ର ଛାତ୍ରୀ ଙ୍କୁ ପ୍ରେରଣା ଯୋଗାଇଥିଲେ l ମୂଖ୍ୟ ବକ୍ତା ଭାବେ କଳାପଥର ସତ୍ୟବାଦୀ ଉଚ୍ଚ ମାଧ୍ୟମିକ ସ୍କୁଲ  ଅଧ୍ୟକ୍ଷ ପ୍ରଫେସର କିଶୋର କୁମାର ସାହୁ , ସମ୍ମାନିତ ଅତିଥି ଭାବେ କାଦୋଦର  ମା ଉମାଦେବି ଆଞ୍ଚଳିକ କଲେଜ୍ ର ପ୍ରଫେସର ଉଦ୍ଧବ ପଧାନ, ସ୍କୁଲ ନିର୍ଦ୍ଦେଶିକା ମଧୁସ୍ମିତା ସାହୁ, ଅଧ୍ୟକ୍ଷା ସାହିନା ବେଗମ୍ , ସଂଯୋଜକ ଅନିଲ କୁମାର ପଣ୍ଡା ଯୋଗ ଦେଇ ଛାତ୍ର ଛାତ୍ରୀ ଙ୍କୁ ପ୍ରେରଣା ପ୍ରଦାନ କରି  ବିଭିନ୍ନ କ୍ଷେତ୍ର ରେ କୃତୀ ଅର୍ଜନ କରିଥିବା କୃତୀ ଛାତ୍ର ଛାତ୍ରୀ ଙ୍କୁ ପୁରସ୍କୃତ କରିଥିଲେ l ଛାତ୍ର ଛାତ୍ରୀ ଙ୍କ ଦ୍ବାରା ରଙ୍ଗା ରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଉତ୍ସବ ରେ ଶତାଧିକ ଛାତ୍ର ଛାତ୍ରୀ, ଅଭିଭାବକ, ଅଭିଭାବିକା ଓ ବୁଦ୍ଧିଜୀବି ଉପସ୍ଥିତ ଥିଲେ l ସ୍କୁଲ ଚେୟାରମେନ ପ୍ରମୋଦ ମାହାଣା ଙ୍କ ତତ୍ୱା ବଧାନ ରେ ସମସ୍ତ କାର୍ଯ୍ଯ କ୍ରମ ଅନୁଷ୍ଟିତ ହୋଇଥିବା ବେଳେ ସମସ୍ତ ଟିଚର ଓ କର୍ମଚାରୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026

You Might Also Like