-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||     

HOME   ରାଜ୍ୟ

ବିଜେପି ରାଷ୍ଟ୍ରିୟ ଅଧ୍ୟକ୍ଷ ଶ୍ରୀ ନିତିନ ନବୀନଙ୍କ ସହ ବରଗଡ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତଙ୍କ ସାକ୍ଷାତ ଓ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା

14-Feb-2026



ବରଗଡ(ପ୍ରେରଣା ଖବର):ବରଗଡ ସାଂସଦ ପ୍ରଦୀପ ପୁରୋହିତ ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରିୟ ଅଧ୍ୟକ୍ଷ ଶ୍ରୀ ନିତିନ ନବୀନଙ୍କ ଡାକରା ପାଇ ତାଙ୍କୁ ବିଜେପିର କେନ୍ଦ୍ର କାର୍ଯ୍ଯାଳୟରେ ନୂଆଦିଲ୍ଲୀରେ ସାକ୍ଷାତ କରିଛନ୍ତି । ରାଷ୍ଟ୍ରିୟ ଅଧ୍ୟକ୍ଷ ଶ୍ରୀ ନିତିନ ଜୀ ଓଡ଼ିଶା ବିଜେପି ସଂଗଠନ, ଆଗାମୀ ଦିନ କାର୍ଯ୍ଯକ୍ରମ ବିଭିନ୍ନ ବିଷୟରେ ସାଂସଦ ଶ୍ରୀ ପୁରୋହିତଙ୍କ ଠାରୁ ପଚାରି ବୁଝିଥିଲେ । ଆଗାମୀ ୨୫ ବର୍ଷ ପର୍ଯ୍ୟନ୍ତ ଓଡ଼ିଶାରେ ବିଜେପି ସରକାର ଓ ଶାସନ ଯେଭଲି ଅପ୍ରତିଦ୍ବନ୍ଦି ଭାବେ ଛିଡା ହେବ ସେ ଦିଗରେ ଓଡ଼ିଶାର ସମସ୍ତ ସାଂସଦ, ବିଧାୟକ,ସରକାର ଓ ସଂଗଠନ ମିଳିତ ଭାବେ ରଣନୀତି ଓ ଯୋଜନା ପ୍ରସ୍ତୁତ କରିବା ଉଚିତ ବୋଲି ରାଷ୍ଟ୍ରିୟ ଅଧ୍ୟକ୍ଷ ପରାମର୍ଶ ଦେଇଥିଲେ । ଏ ଅବସରରେ ସାଂସଦ ଶ୍ରୀ ପ୍ରଦୀପ ରାଷ୍ଟ୍ରିୟ ଅଧ୍ୟକ୍ଷଙ୍କୁ ନୃସିଂହନାଥ ମନ୍ଦିର ର ମହାପ୍ରଭୁଙ୍କ ଏକ ଫଟୋଚିତ୍ର ଉପହାର ଦେଇଥିଲେ । କଂଗ୍ରେସ ଦଳର ସରକାର ସମୟରେ ୧୯୮୩ ମସିହାରେ ଗନ୍ଧମାର୍ଦ୍ଦନ ପର୍ବତରୁ ବକସାଇଟ ଉତ୍ତୋଳନ ପାଇଁ ବାଳକୋ କୁ ୪୭ ବର୍ଷର ଖଣି ପଟ୍ଟା ଦିଆଯାଇଥିଲା ଓ ଏକ ଐତିହାସିକ ଜନ ଆନ୍ଦୋଳନ ଯୋଗୁଁ ଗନ୍ଧମାର୍ଦ୍ଦନ ପର୍ବତରେ ସରକାର ଖଣି ଖୋଳିବାର କିଭଲି ବିଫଳ ହେଲେ ସେ ଐତିହାସିକ ଦୃଷ୍ଟି ଭୂମି ଉପରେ ରାଷ୍ଟ୍ରିୟ ଅଧ୍ୟକ୍ଷଙ୍କୁ ସାଂସଦ ଶ୍ରୀ ପୁରୋହିତ ଅବଗତ କରାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   05-Mar-2026
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026

You Might Also Like