-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||      *ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   (04-Mar-2026)       ||      କୁଶଙ୍ଗ ଦୋଳଯାତ୍ରା ଉଦ୍‌ଯାପିତ   (04-Mar-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ

15-Feb-2026



ବୌଦ୍ଧ(ପ୍ରେରଣା ଖବର): ୨୬ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ଚମ୍ପିୟାନସିପ-୨୬  ଭବାନୀ ପୁର ସ୍ପୋର୍ଟସ କମପ୍ଲେକ୍ସ ସୁନ୍ଦରଗଡ  ଠାରେ ଅନୁଷ୍ଠିତ ହୋଇ ଯାଇଛି । ତା -୧୨ ରୁ ଓ ୧୫ ଫେବୃୟାରୀ ୪ ଦିନ ଧରି ଅନୁଷ୍ଠିତ ଏହି ତୀରନ୍ଦାଜ କ୍ରୀଡା ପ୍ରତିଯୋଗିତାରେ ବୌଦ୍ଧ ଜିଲ୍ଲା ତିରନ୍ଦାଜ  ସଂଘ ତରଫରୁ ମାତ୍ର ୨ ଜଣ  ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ । ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଚୟନ ହୋଇ ଆସିଥିବା ୩୫୦ ଜଣ ପ୍ରତିଯୋଗୀ ମାନଙ୍କ ମଧ୍ୟରେ ହୋଇଥିବା ତୀରନ୍ଦାଜ କ୍ରୀଡା ପ୍ରତିଯୋଗିତାରେ ବୌଦ୍ଧ ତୀରନ୍ଦାଜୀ ୧୭  ବର୍ଷରୁ କମ ବାଳକ ସବ ଜୁନିଅର ବିଭାଗର କମ୍ପାଉଣ୍ଡ ରାଉଣ୍ଡରେ ସୁରଜ  ମେହେର, ଦ୍ବିତୀଯ ସ୍ଥାନ ଅଧିକାର କରି  ରୋପ୍ୟ  ପଦକ ହାସଲ କରିଥିବା ବେଳେ  ସିନିଅର ବାଳିକା  ବିଭାଗରେ ସୁଶ୍ରୀ କ୍ରୀଷ୍ଣାମୟୀ ମାହାକୁଡ  ରିକର୍ଭ  ରାଉଣ୍ଡରେ ଚତୁର୍ଥ ସ୍ଥାନ ଅଧିକାର କରିଛନ୍ତି  । ମୁଖ୍ୟ ଅତିଥି ରୂପେ ଶ୍ରୀ ଯୁକ୍ତ ଭବାନୀ ଶଙ୍କର ଭୋଇ ମାନ୍ୟବର ଉପ ବାଚସ୍ପତି ଓଡ଼ିଶା ବିଧାନ ସଭା  ଯୋଗଦେଇ ସଫଳ  ପ୍ରତିଯୋଗୀ ମାନଙ୍କୁ ସମ୍ବର୍ଦ୍ଧିତ କରିବା ସହ ଆର୍ଥିକ ପ୍ରୋତ୍ସାହନ ମଧ୍ୟ ପ୍ରଦାନ କରିଥିଲେ । ଏହି ସମସ୍ତ ତୀରନ୍ଦାଜୀ ବୌଦ୍ଧ ଜିଲ୍ଲା ତୀରନ୍ଦାଜ ସଙ୍ଘ ଅଧୀନରେ ପ୍ରଶିକ୍ଷଣ ନେଉଥିବା ଜଣାଯାଇଛି । ଟିମ ମ୍ୟାନେଜର ଭାବେ ଶ୍ରୀ ଅକ୍ଷୟ କୁମାର ମହାକୁଡ  ଯୋଗଦେଇ ପ୍ରତିଯୋଗୀ ମାନଙ୍କୁ ସହଯୋଗ କରିଥିଲେ । 
              ଏହି ସଫଳତା ନିମନ୍ତେ ବୌଦ୍ଧ ଜିଲ୍ଲା ତୀରନ୍ଦାଜ ସଙ୍ଘରସଭାପତି ଶ୍ରୀ ବସନ୍ତ କୁମାର ସାହୁ ଓ ସମ୍ପାଦକ ଶ୍ରୀ ଅର୍ଜୁନ କଅଁର; ସମସ୍ତ ଖେଳାଳୀଙ୍କୁ ଶୁଭେଚ୍ଛା ପ୍ରଦାନ କରିବା ସହ ଶ୍ରୀ ସୁରଜ ମେହେରଙ୍କ ପିତା ଶ୍ରୀ ନିରଞ୍ଜନ ମେହେର,ମାତା ଶ୍ରୀମତୀ ସରିତା ମେହେର ଓ କ୍ରୀଷ୍ଣାମୟୀ ମାହାକୁଡଙ୍କ ପିତା ଅକ୍ଷୟକୁମାର  ମହାକୁଡ ଓ ମାତା ଶ୍ରୀମତୀ କଳ୍ପନା ମାହାକୁଡଙ୍କୁ  ଧନ୍ୟବାଦ ଜଣାଇ ବୌଦ୍ଧ ଜିଲ୍ଲା ପାଇଁ ଏହା ଏକ ଗୌରବର ବିଷୟ ବୋଲି କହିଛନ୍ତି ।  ସମସ୍ତ ସଫଳ ପ୍ରତିଯୋଗୀ ଆଗାମୀ ଦିନରେ ହେବାକୁ ଥିବା ଅନ୍ୟ ପ୍ରତିଯୋଗିତାରେ ମଧ୍ୟ ଅଧିକ  ସଫଳତା ପାଇବାର ଆଶା ପୋଷଣ କରିବାସହ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟ ତୀରନ୍ଦାଜୀ ସଂଘର ସଂପାଦକ      ଶ୍ରୀ ସମ୍ପୂର୍ଣ୍ଣା ନନ୍ଦ ଦାସ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026
  ଜିଲ୍ଲା  
*ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   05-Mar-2026
  ଜିଲ୍ଲା  
ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ   05-Mar-2026

You Might Also Like