-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଜିଲ୍ଲା

ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି

16-Feb-2026



କାଲିମେଳା(ସନ୍ତୋଷ କୁମାର ପଣ୍ଡା): ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ଦିଗରେ ଦୃଷ୍ଟି ଦେଉନି ସେବା ପ୍ରଦାନକାରୀ ସଂସ୍ଥା। ଅନ୍ୟପଟେ ଏଭଳି ସମୟରେ ବିଦ୍ୟୁତ ସଂଯୋଗ ପରିବର୍ତେ ପୁରୁଣା ବକେୟା ବିଲ ପୈଠ କରିବାକୁ କହୁଛନ୍ତି ବିଦ୍ୟୁତ ସେବା ପ୍ରଦାନକାରୀ ସଂସ୍ଥା। ଏଭଳି ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲ୍ଲା ଏମଭି ୭୯ ଗ୍ରାମକୁ ଲାଗି ରହିଥିବା ନୂଆଗୁଡା ଗ୍ରାମରେ। ସୂଚନା ଅନୁଯାୟୀ ଗତ ଗୁରୁବାର ଦିନ  ନୂଆଗୁଡା ଗ୍ରାମରେ ଥିବା ଟ୍ରାନ୍ସଫର୍ମରଟି ଅଚାନକ ସଟ ସର୍କିଟ ଯୋଗୁଁ ପୋଡି ଯାଇଥିଲା। ଏହାପରେ ଗ୍ରାମବାସୀ ବିଦ୍ୟୁତ ସରବରାହ ସଂସ୍ଥାକୁ ଅବଗତ କରାଇଥିଲେ। ତେବେ ସେବା ପ୍ରଦାନକାରୀ ସଂସ୍ଥା ପକ୍ଷ୍ୟରୁ ଟ୍ରାନ୍ସଫର୍ମର ଯୋଗାଇ ଦେବା ପରିବର୍ତେ କିଛିବର୍ଷ ପୁରୁଣା ବକେୟା ଟଙ୍କା ପୈଠ କରିବା ପରେ ଟ୍ରାନ୍ସଫର୍ମର ମରାମତି କରାଯିବ ବୋଲି କହିଥିବା ଗ୍ରାମବାସୀ କହିଛନ୍ତି। ଆଗକୁ ପରୀକ୍ଷା ରହିଥିବାରୁ ପିଲାମାନେ ପାଠ ବଢ଼ିବାରୁ ବଞ୍ଚିତ ହେଉଛନ୍ତି। ମହମ ବତୀ ରେ ଚାଲିଛି ପାଠ ପଡା, ଏଥିସହ ଗ୍ରାମକୁ ଜଳ ଯୋଗାଣ ବ୍ୟବସ୍ତା ବନ୍ଦ ରହିବା ସହ ମୋବାଇଲ ଚାର୍ଜ କରାଯାଇ ପାରୁନଥିବାରୁ ଗତ ତିନିଦିନ ଧରି ନୂଆଗୁଡା ବାହ୍ୟ ଜଗତ ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇ ରହିଛି। ପ୍ରକାଶ ଥାଉକି ୪୦ରୁ ଊର୍ଦ୍ଧ୍ବ ପରିବାର ବିଶିଷ୍ଟ ନୂଆଗୁଡା ଗ୍ରାମରେ ପ୍ରାୟ ଦୁଇଶହ ଲୋକ ବସବାସ କରୁଥିବା ବେଳେ ଗତ ତିନିଦିନ ଧରି ଗ୍ରାମବାସୀ ଅନ୍ଧାରରେ ରହିଥିବା ବେଳେ ପ୍ରଶାସନ ପକ୍ଷରୁ ତୁରନ୍ତ ଦୃଷ୍ଟି ଦେଇ ବିଦ୍ୟୁତ୍ ସେବା ପ୍ରଦାନ କରିବାକୁ ଗ୍ରାମବାସୀ ଦାବୀ କରିଛନ୍ତିl


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like