-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||     

HOME   ଜିଲ୍ଲା

ସରକାର ଙ୍କ ସୁବିଧା ରୁ ବଞ୍ଚିତ ହୋଇଛି ପାଞ୍ଚ ବର୍ଷ ର ଦିବ୍ୟାଙ୍ଗ ଶିଶୁ ମୁକେଶ କର

11-Oct-2020



କଳାହାଣ୍ଡି, 11/10( ତ୍ରିନାଥ  ବେଶ୍ରା) କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ଅଧିନସ୍ତ କାଉଡୋଳା ଗ୍ରାମପଞ୍ଚାୟତ କାଉଡୋଳା ଗ୍ରାମର, ଡମ୍ବରୁ ଧର କର , ପତ୍ନୀ ଡାଲିମ୍ବ କର ଙ୍କ ପାଞ୍ଚବର୍ଷ ର ପୁଅ ମୁକେଶ କର ଜନ୍ମରୁ ଦିବ୍ୟାଙ୍ଗ । ସେ ସବୁ ବେଳେ ସଜ୍ୟାଶାୟି , ନା ଉଠି ପାରେ, ନା ବଶି ପାରେ, ନା କଥା କହି ପାରେ   । ପୁଅର ଏହି ଭଳିଅବସ୍ଥା ରେ ଭାଙ୍ଗି ପଡିଛନ୍ତି ପତି, ପତ୍ନୀ । ଡମ୍ବରୁ ଧର ଆର୍ଥୀକ ଅଭାବରୁ ପୁଅ ମୁକେଶ ଙ୍କ ଚିକିତ୍ସା କରି ପାରୁନାହlନ୍ତି। ତାଙ୍କ ଦୁଇ ପୁଅ,  ମିଶି ପାଞ୍ଚ  ପରିବାର , ପୁଅ ମାନେ ଛୋଟ ଛୋଟ ଥିବାରୁ , ମାଁ ତାଙ୍କର ସେବା ପାଇଁ ଘରେ ରହୁ ଛନ୍ତି, ଡମ୍ବରୁ ଧର  ଏମାନଙ୍କ ଭରଣ ପୋଷଣ  ପାଇଁ  କୁଲି ମଜୁରି କରି ଦୁଇଓଳି ଦୁଇମୁଠା ଖାଇବାକୁ ଯୋଗାଇ ଥାଏ । ଏହି ପରିସ୍ଥିତିରେ ମୁକେଶ ଙ୍କ ଚିକିତ୍ସା କେମିତି ବା କରି ପାରିବେ। ଡମୁରୁ ଧର କର ଅତି   ନିରୀହ ବାସହିନ ଭୂମିହୀନ   ସେ ଚାଲ ମାଟି,ତିଆରି ଘରେ ରହୁଛି, ରହିବା ପାଇଁ ଭଲ ଘର ଖଣ୍ଡିଏ ବି ନାହିଁ ,ଘରତିଆରି କରିବାପାଇଁ ଆର୍ଥିକ  ସମ୍ବଳ ମଧ୍ୟ ନାହି ,ସରକାରଙ୍କ ଆବାସ ଯୋଜନା  ମଧ୍ୟ ମିଲି ନାହିଁ  l  
ଏ ସବୁ ବିଷୟରେ ସ୍ଥାନୀୟ ସରପଞ୍ଚ ଙ୍କୁ ବାରମ୍ବାର ଜଣାଇଛନ୍ତି  ହେଲେ ସରପଞ୍ଚ ଦୃଷ୍ଟି ଦେଉନାହାନ୍ତି l ସରକାର ,ଦିବ୍ୟାଙ୍ଗ ମାନଙ୍କ ପାଇଁ ଅନେକ ଯୋଜନା ଥିବାବେଳେ, ଗୃହନିର୍ମାଣ ପାଇଁ ଆବାସ ଯୋଜନା ରହିଛି ହେଲେ ତାହାର ସଦୁପଯୋଗ ହେଉନାହିଁ।।  ପାଞ୍ଚ ବର୍ଷ ହେଲା ଦିବ୍ୟାଙ୍ଗ ମୁକେଶ କୁ କୌଣସି ସରକାରୀ ସହାୟତା ମିଳିନାହିଁ ,କି ଚିକିତ୍ସା ପାଇନାହିଁ । ନା ପାଉଛି ଦିବ୍ୟାଙ୍ଗ ଭତ୍ତା  ।। ଯଦି ପ୍ରଶାସନ ମୁକେଶ କର ପ୍ରତି ଦୃଷ୍ଟି ଦେଇ  ଚିକିତ୍ସା କରାଇ , ଦିବ୍ୟାଙ୍ଗ ଭତ୍ତା ଯୋଗାଇ ଦେଇ, ଡମ୍ବରୁ ଧର କର ଙ୍କୁ ରହିବା ପାଇଁ ଘର ଖଣ୍ଡିଏ  ଯୋଗାଇ ଦେବାପାଇଁ ସରକାର ଙ୍କ ଠାରେ ନିବେଦନ କରିଛନ୍ତି  ।
ସୂଚନାଯୋଗ୍ୟଯେ ଡମ୍ବରୁ ଧର  । ମାଆ, ଗଉରୀ କର  ମଧ୍ୟ ଦିବ୍ୟlଙ୍ଗ ହୋଇଥିବାରୁ  , ସରକାର  ଏପରିବାର ଉପରେ କିଛି ସାହାଯ୍ୟ ସହଯୋଗ କଲେ ଭଲ ହୁଅନ୍ତା ବୋଲି ଗ୍ରାମ ବାସୀ ମତ ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026

You Might Also Like