-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||     

HOME   ରାଜ୍ୟ

ସ୍ମାଇଲ ଫର ଅଲ୍ ଫାଉଣ୍ଡେସନ ତରପରୁ “ପେଟ କେ ମୁଠେ” ଅଭିଯାନ ପାଇଁ ମନ୍ତ୍ରୀଙ୍କ ସହ ଆଲୋଚନା

27-Feb-2026



ବଲାଙ୍ଗିର- ଓଡିଶାର ପଂଚାୟତରାଜ ଏବଂ ଗ୍ରାମ୍ୟ ଜଳ ଯୋଗାଣ ମନ୍ତ୍ରୀ ରବି ନାଏକ ବଲାଙ୍ଗିର ଗସ୍ତ କାର୍ଯ୍ୟକ୍ରମରେ ଆସିଥିଲେ । ବଲାଙ୍ଗିର ସାର୍କିଟ ହାଉସ ଠାରେ ସ୍ମାଇଲ ଫର ଅଲ୍ ଫାଉଣ୍ଡେସନ ସଂଗଠନର ପାଂଚ ଜଣିଆ ପ୍ରତିନିଧି ଦଳ ପଂଚାୟତରାଜ ଏବଂ ଗ୍ରାମ୍ୟ ଜଳ ଯୋଗାଣ ମନ୍ତ୍ରୀଙ୍କୁ ସାକ୍ଷାତ କରି ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ । ମୁଖ୍ୟତଃ ବଲାଙ୍ଗିର ସ୍ଥିତ ଭୀମଭୋଇ ମେଡିକାଲ କଲେଜ ରେ ସ୍ୱାସ୍ଥ୍ୟ ଚିକିତ୍ସା ଆରମ୍ଭ ହୋଇଥିଲେ ମଧ୍ୟ ଆହାର କେନ୍ଦ୍ର ବର୍ତ୍ତମାନ ସୁଦ୍ଧା ଆରମ୍ଭ କରାଯାଇନାହିଁ । ସେଥି ପାଇଁ ଆସୁଥିବା ରୋଗୀ ଏବଂ ସମ୍ପର୍କୀୟ ଖାଦ୍ୟଭାବରୁ ଅସୁବିଧା ର ସମ୍ମୁଖିନ ହେଉଛନ୍ତି । ତତ୍ ସହିତ ବଲାଙ୍ଗିର ମ୍ୟୁନିସିପାଲଟି ଅଂଚଳରେ ଅନେକ ଅସହାୟ, ନିସ୍ପେଷିତ, ପିଲା ଛୁଆ ନ ଥିବା, ବୟସାଧିକ ଯୋଗୁଁ କାର୍ଯ୍ୟକ୍ଷମ ନ ଥିବା, ପିଲାଛୁଆ ନ ଥିବା, ବୟସାଧିକ ଯୋଗୁଁ କାର୍ଯ୍ୟକ୍ଷମ ନ ଥିବା, ବୃଦ୍ଧ ବୃଦ୍ଧା ବ୍ୟକ୍ତି ଅଛନ୍ତି ସେମାନଙ୍କୁ ଦୁଇ ବେଳେ ର ଖାଦ୍ୟ ମିଳୁନଥିବାରୁ ସ୍ମାଇଲ ଫର୍ ଫାଉଣ୍ଡେସନ ସ୍ୱେଚ୍ଛାସେବୀ ମାନଙ୍କ ପାଖକୁ ଖବର ଆସିଥିଲା । ସଂଗଠନ ର ବନ୍ଧୁମାନେ ତୁରନ୍ତ ବିଚାରକୁ ନେଇ ନିଜ ସଂଗଠନ ତରଫରୁ “ପେଟ କେ ମୁଠେ” ନାମକ ଅଭିଯାନ ଆରମ୍ଭ କରିଦେଇଛନ୍ତି । ଆଗକୁ ପ୍ରଚଣ୍ଡ ଗ୍ରୀଷ୍ମ ସମୟ ଆସୁଥିବାରୁ ସଚ୍ଚୋଟତାର ସହ ଲୋକଙ୍କର ଜୀବନଜୀବିକାରେ ଖାଦ୍ୟର ଅଭାବ ନ ରହୁ ମାନ୍ୟବର ମନ୍ତ୍ରୀ ସ୍ମାଇଲ ଫର ଅଲ୍ ର “ପେଟ କେ ମୁଠେ” ଅଭିଯାନକୁ ସହଯୋଗ ହେବ ବୋଲି ମତବ୍ୟକ୍ତ କରିଥିଲେ ଏବଂ ସରକାରଙ୍କ ତରଫରୁ ପୂର୍ଣ୍ଣ ସହଯୋଗର ପ୍ରତିଶୃତି ଦେଇଥିଲେ । ଏହି ସାକ୍ଷାତ ରେ ସ୍ମାଇଲ ଫର ଅଲ୍ ଫାଉଣ୍ଡେସନ ର ସଭାପତି ସମସନ ନିସାନ, ସଂପାଦକ ସଞ୍ଜିବ କୁମାର ସାହୁ (ରାଜୁ), କୋଷାଧ୍ୟକ୍ଷ ଜୟକୃଷ୍ଣ ମିଶ୍ର, ବିଶ୍ୱଜିତ ନାଏକ, ପୁରୁଷୋତ୍ତମ ସାହୁ, ପ୍ରଶାନ୍ତ ନାୟକ, ଶୁଭ୍ରାଂଶୁ ପଟେଲ ଓ ସୁରେଶ ବାଗ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026

You Might Also Like